୬ ବର୍ଷରେ ଗଲାଣି ୮୩୬ ବନ୍ୟପ୍ରାଣୀଙ୍କ ଜୀବନ

ଭୁବନେଶ୍ୱର,୩ା୩(ବ୍ୟୁରୋ): ରାଜ୍ୟରେ ବନ୍ୟଜନ୍ତୁ ସୁରକ୍ଷିତ ନାହାନ୍ତି। ଜଙ୍ଗଲ ହ୍ରାସ ଏବଂ ଖାଦ୍ୟପାନୀୟ ଅଭାବ ଯୋଗୁ ଅନେକ ପ୍ରଜାତିର ଜୀବଜନ୍ତୁ ସବୁଦିନ ପାଇଁ ଧ୍ୱଂସ ପାଇଗଲେଣି। ଯେଉଁ କେତେକ ବଞ୍ଚି ରହିଛନ୍ତି ସେମାନେ ନିଜର ଅସ୍ତିତ୍ୱ ବଞ୍ଚାଇବା ପାଇଁ ମନ୍ୟୁଷ ଓ ପ୍ରକୃତି ସହ ସଂଘର୍ଷ କରି ଜୀବନ ହରାଉଛନ୍ତି। ଆବାସସ୍ଥଳ ନଷ୍ଟ ହେବା ସହ ଖାଦ୍ୟପାନୀୟ ଅନ୍ବେଷଣରେ ବନ୍ୟଜନ୍ତୁ ଜନବସତି ଆଡ଼କୁ ଚାଲି ଆସୁଛନ୍ତି। ମଣିଷ ହାବୁଡ଼ରେ ପଡ଼ି ଜୀବନ ହରାଉଛନ୍ତି। ଆଦିମ କାଳରେ ବଞ୍ଚିବା ପାଇଁ ମଣିଷ ବନ୍ୟପ୍ରାଣୀ ସହ ସଂଘର୍ଷ କରୁଥିବା ବେଳେ ଏବେ ଅଧିକ ରୋଜଗାର କରିବା ଲକ୍ଷ୍ୟରେ ଜୀବଜନ୍ତୁଙ୍କୁ ହତ୍ୟା କରୁଛି।
ରାଜ୍ୟରେ ଗତ ୬ ବର୍ଷ ମଧ୍ୟରେ ମଣିଷ ଓ ବନ୍ୟପ୍ରାଣୀ ମାନଙ୍କ ମଧ୍ୟରେ ହୋଇଥିବା ସଂଘର୍ଷରେ ୬୮୯ ଜଣ ଲୋକଙ୍କର ମୃତ୍ୟୁ ହୋଇଥିବା ବେଳେ ୮୩୬ ବନ୍ୟଜନ୍ତୁ ମଧ୍ୟ ମରିଥିବା ନେଇ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ବନ୍ୟଜନ୍ତୁ ପରିବେଶ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସେମାନଙ୍କ ସୁରକ୍ଷା କରିବା ଆବଶ୍ୟକ, ନ ହେଲେ ଆଗାମୀ ଦିନରେ ରାଜ୍ୟରୁ ସେମାନେ ସମ୍ପୂର୍ଣ୍ଣ ଲୋପପାଇଯିବେ ବୋଲି ପରିବେଶବିତ୍‌ ଚିନ୍ତାପ୍ରକଟ କରିଛନ୍ତି। ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ(ସିଡିଏ) ମୁଖ୍ୟ କାର୍ଯ୍ୟନିର୍ବାହୀ ତଥା ପରିବେଶ ନିର୍ଦ୍ଦେଶକ ସୁଶାନ୍ତ ନନ୍ଦ କହିଛନ୍ତି, ବିଭିନ୍ନ ବନଖଣ୍ଡରେ ହାତୀମାନଙ୍କ ଅବାଧ ଚଳପ୍ରଚଳ ପାଇଁ କରିଡର ନିର୍ମାଣ କରିବାକୁ ସରକାର ଯୋଜନା କରିଛନ୍ତି। ଏଥିସହ କ୍ଷତିପୂରଣ ତୁରନ୍ତ ପ୍ରଦାନ ସହ ସଚେତନତା ସୃଷ୍ଟି କରାଗଲେ ଜୀବଜନ୍ତୁ ମୃତ୍ୟୁ ହାର ବହୁ ମାତ୍ରାରେ ହ୍ରାସ ପାଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତରେ ଦେହ ବ୍ୟବସାୟ ଆଇନଗତ ହେବା ଉଚିତ,’ ପୁନମ ପାଣ୍ଡେ କୁହନ୍ତି, ମୋର କାମୁକ ଭିଡିଓ ଗୁଡ଼ିକ ଦେଶ ତଥା ବିଶ୍ୱକୁ…

ମୁମ୍ବାଇ,୬।୯: ପ୍ରସିଦ୍ଧ ମଡେଲ ଏବଂ ଅଭିନେତ୍ରୀ ପୁନମ ପାଣ୍ଡେ ତାଙ୍କ ଡ୍ରେସିଂ ସେନ୍ସ ଏବଂ ବୟାନ ପାଇଁ ପ୍ରାୟତଃ ଶିରୋନାମାରେ ରହିଥାନ୍ତି। ସମ୍ପ୍ରତି, ବେଶ୍ୟାବୃତ୍ତି ବା ଦେହ…

ସୁନିତା-କୋମଲ ବିବାଦ ଉପରେ ନୀରବତା ଭାଙ୍ଗିଛନ୍ତି ଗୋବିନ୍ଦା, ଇସାରାରେ କହିଲେ ଖୁବ ବଡ଼ କଥା

ମୁମ୍ବାଇ,୬।୯: ପତ୍ନୀ ସୁନିତା ଆହୁଜାଙ୍କ ସହ ସମ୍ପର୍କରେ ମତଭେଦ ଏବଂ ଅଭିନେତ୍ରୀ କୋମଲ ରାଣୀଙ୍କ ସହ ତଥା କଥିତ ସମ୍ପର୍କର ଗୁଜବ ସମ୍ପର୍କରେ ଖବର ଆସିବା ପରେ…

ବରଗଡ଼ରେ ନୂଆଖାଇ ଲଗ୍ନ ଧାର୍ଯ୍ୟ, ଏହି ମୁହୂର୍ତ୍ତରେ ଶୁଭବେଳା…

ବରଗଡ଼,୬ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମଦେବୀ ସମଲେଶ୍ୱରୀଙ୍କ ପୀଠରେ ରବିବାର ନୂଆଖାଇ ଲଗ୍ନ ନିରୂପଣ କରାଯାଇଛି। ବିଧି ଓ ପରମ୍ପରା ଅନୁଯାୟୀ ଆସନ୍ତା ୧୪ ତାରିଖ ନିଶାର୍ଦ୍ଧ…

ସ୍ତ୍ରୀଙ୍କୁ ସନ୍ଦେହ ଚକ୍ଷୁରେ ଦେଖୁଥିଲେ ସ୍ବାମୀ, ନିର୍ମମ ଭାବେ ହତ୍ୟା କରିବା ପରେ…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ସେନ ପାର୍କ ନିକଟସ୍ଥ ପ୍ରାଣୀ ଚିକିତ୍ସାଳୟ ସମ୍ମୁଖରେ ଏକ ଅଭାବନୀୟ ତଥା ବର୍ବରୋଚିତ ହତ୍ୟାକାଣ୍ଡ ଘଟିଯାଇଛି। ଚରିତ୍ର ଉପରେ…

ଯେଉଁ କାମ ପାଇଁ ଦିନେ ଯୁବକଙ୍କୁ ପରିହାସ କରୁଥିଲେ ଲୋକେ, ଆଜି ବିଦେଶରୁ ଆସିଲା ଚାକିରି ଅଫର, ପୂରା କାହାଣୀ ଜାଣିଲେ…

ଭାରତରେ ନଦୀଗୁଡ଼ିକର ଦୁର୍ଦ୍ଦଶା କହିଲେ ନ ସରେ। ସରକାରୀ ପ୍ରୟାସ ସତ୍ତ୍ୱେ ନଦୀଗୁଡ଼ିକର ଅବସ୍ଥା ସୁଧାର ହୋଇନାହିଁ। ସମ୍ପ୍ରତି ମଧ୍ୟପ୍ରଦେଶର ରାଜଗଡ଼ ଜିଲାର ଜଣେ ୨୦ ବର୍ଷୀୟ…

Video: ମେଟ୍ରୋରେ ଯାତ୍ରା କଲେ ପ୍ରଧାନମନ୍ତ୍ରୀ ମୋଦି, ପିଲାମାନଙ୍କ ସହିତ ଆଲୋଚନା ସମୟରେ ତାଙ୍କ ସଂସଦୀୟ କ୍ଷେତ୍ର କାଶୀକୁ ମନେ ପକାଇଲେ, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୬।୯: ଦିଲ୍ଲୀ ମେଟ୍ରୋରେ ଯାତ୍ରା କରୁଥିବା ଯାତ୍ରୀମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ, ଶନିବାର (ସେପ୍ଟେମ୍ବର 5, 2026) ସାରେ, ସେମାନଙ୍କ ସହିତ ଯାତ୍ରା କରୁଥିବା ଦେଖି ଖୁସିରେ…

ରୋନାଲ୍ଡୋ-ମେସିଙ୍କୁ ନେଇ ଇତିହାସରେ ପ୍ରଥମ ଥର ଘଟିବାକୁ ଯାଉଛି ଏମିତି ଘଟଣା, ଅପେକ୍ଷାରେ ପ୍ରଶଂସକ

ନୂଆଦିଲ୍ଲୀ,୬।୯: ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ଆର୍ଜେଣ୍ଟିନାର ଲିଓନେଲ ମେସି ଫୁଟବଲ ଜଗତର ଦୁଇ କିମ୍ବଦନ୍ତୀ ତାରକା। ପ୍ରାୟ 15 ବର୍ଷ ଧରି, ସେମାନଙ୍କର ପ୍ରତିଦ୍ୱନ୍ଦ୍ୱିତା ବିଶ୍ୱ…

୨୦୨୭ ଯାଏ ୩ ରାଶିଙ୍କୁ କଲବଲ କରିବେ ଶନି, ଛୋଟ ଛୋଟ ଭୁଲ ପଡିବ ଭାରି!

ବର୍ତ୍ତମାନ ସମୟରେ ଶନିଦେବ ମୀନ ରାଶିରେ ଅବସ୍ଥାନ କରୁଛନ୍ତି ଏବଂ ତାଙ୍କ ଗୋଚରର ପ୍ରଭାବ କିଛି ରାଶି ଉପରେ ବିଶେଷ ଭାବରେ ଦେଖିବାକୁ ମିଳୁଛି। ସାଢ଼େସାତୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri