Posted inଜାତୀୟ

ସଭାରେ ଆଦାନୀଙ୍କ ନାଁ ନେଉ ନେଉ ମୁଣ୍ଡରେ ବୋତଲେ ପାଣି ଢାଳିଦେଲେ ରାହୁଲ, ଆଉ ତା’ ପରେ…

ନୂଆଦିଲ୍ଲୀ,୨୮।୫: ଶେଷ ପର୍ଯ୍ୟାୟରେ ନିର୍ବାଚନ। ନିର୍ବାଚନ ସରି ସରି ଆସୁଥିବାବେଳେ ସେତିକି ରୋଚକ ହେଉଛି। ଦେଶରେ ଗ୍ରୀଷ୍ମ ଲହରୀ ପାରା ଛୁଇଁଥିବାବେଳେ ଏହି ଲୋକ ସଭା ନିର୍ବାଚନରେ ସେତିକି ଧୂଆଁଧାର ପ୍ରଚାର କରୁଛନ୍ତି ନେତା। ଏହାରି ଭିତରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଏକ ଜନସଭାର ଭିଡିଓ ଭାଇରାଲ ହୋଇଛି। ଯେଉଁଥିରେ ସେ ଡହଡହ ଖରାରୁ ବଞ୍ଚିବା ପାଇଁ ଭାଷଣ ମଝିରେ ବୋତଲ ପାଣି ମୁଣ୍ଡରେ ଢାଳୁଛନ୍ତି। ଯାହାର ଭିଡିଓ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେବାରେ ଲାଗିଛି।

ବାଂସଗାଁର ରୁଦ୍ରପୁରର ଏକ ସଭାକୁ ସମ୍ବୋଧନ କରିବା ଭିତରେ ଏପରି ମଜାଦାର ଘଟଣା ଦେଖିବାକୁ ମିଳିଛି। ଏହି ସଭାରେ ସମାଜବାଦୀ ପାର୍ଟି ନେତା ଅଖିଳେଶ ଯାଦବ ମଧ୍ୟ ମଞ୍ଚରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଇଖାନା ଯାଇଥିବା ବେଳେ ପଡ଼ିଗଲା କାନ୍ଥ, ଅକାଳରେ ଚାଲିଗଲା ଜୀବନ

ପାଇକମାଳ,୨୮ା୧( ବଡ ଶତପଥୀ) : ବରଗଡ଼ ଜିଲା ପାଇକମାଳ ବ୍ଲକ୍ ମାଣ୍ଡୋସିଲ ଗାଁରେ ଅଭାବନୀୟ ଘଟଣା । ମଙ୍ଗଳବାର ଭୋର ୫ଟାରେ ପାଇଖାନା କାନ୍ଥ ପଡ଼ି ଜଣେ…

ନବନିର୍ମାଣ କୃଷକ ସଙ୍ଗଠନର ଓଡ଼ିଶା ବନ୍ଦ ଡାକରା, ଥୁଆମୂଳ ରାମପୁରରେ ମିଶ୍ରିତ ପ୍ରଭାବ

ଥୁଆମୂଳ ରାମପୁର, ୨୮ା୧ (ଦୁର୍ଗା କୀର୍ତ୍ତି): ରାଜ୍ୟରେ ଧାନ ବିକ୍ରିରେ ଅବ୍ୟବସ୍ଥା, ସ୍ମାର୍ଟ ମିଟର ନାମରେ ଟାଟା ପାୱାରର ଶୋଷଣ ଏବଂ ପରିବହନ କ୍ଷେତ୍ରରେ ମାତ୍ରାଧିକ ଜରିମାନା…

ଯୋଗାଣ ମନ୍ତ୍ରୀଙ୍କ କଡ଼ା ତାଗିଦ, ମୃତ ବ୍ୟକ୍ତିଙ୍କ ନାଁରେ ଯେତିକି ଚାଉଳ ଉଠିଥିବ ଦେଢ଼ଗୁଣା…

ଭୁବନେଶ୍ବର,୨୮ା୧:  ମୃତକଙ୍କ ନାଁରେ ଚାଉଳ ଉଠାଉଥିବା ବ୍ୟକ୍ତିଙ୍କୁ କଡ଼ା ତାଗିଦ କଲେ ଯୋଗାଣ ମନ୍ତ୍ରୀ । ମୃତକଙ୍କ ନାଁରେ ଚାଉଳ ଉଠାଉଥିଲେ ଆକ୍ସନ୍ ହେବ କହିଛନ୍ତି କୃଷ୍ଣଚନ୍ଦ୍ର…

୩୦ ବର୍ଷ ପରେ ଅସ୍ତ ହେବେ ଶନି, ହୋଲି ପରେ ଖୋଲିବ ଏହି ୩ ରାଶିର ଭାଗ୍ୟ

ନଅଟି ଗ୍ରହ ମଧ୍ୟରୁ ଗୋଟିଏ ଶନି ମହାରାଜଙ୍କୁ ନ୍ୟାୟ, ଶୃଙ୍ଖଳା ଏବଂ ଦାୟିତ୍ୱର କାରକ ବୋଲି ବିବେଚନା କରାଯାଏ। ଏହା ବ୍ୟକ୍ତିର ଜୀବନର ଅନେକ ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରକୁ…

“ରାଜନୀତିରେ ମୂଲ୍ୟ ଦେବାକୁ ପଡ଼େ”: ଅଜିତଙ୍କ ମୃତ୍ୟୁ ପରେ ଏପରି କାହିଁକି କହିଲେ ରାଜ ଠାକରେ

ପୁଣେ,୨୮।୧: ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଆକସ୍ମିକ ନିଧନରେ ଅନେକ ବ୍ୟକ୍ତିବିଶେଷ ଶୋକ ପ୍ରକାଶ କରିଛନ୍ତି। ଏପରି ସମୟରେ ମହାରାଷ୍ଟ୍ର ନବନିର୍ମାଣ ସେନା (MNS) ମୁଖ୍ୟ ରାଜ…

ଶେଷ କଲ୍‌, ଶେଷ ଉଡ଼ାଣ… ଅଜିତ ପାଓ୍ବାରଙ୍କ ପରିଚାରିକା ପିଙ୍କି ମାଲିଙ୍କ କାହାଣୀ ସମସ୍ତଙ୍କ ଆଖିରେ ଆଣିବ ଲୁହ

ମୁମ୍ବାଇ,୨୮ା୧: ବାରାମତି ବିମାନ ଦୁର୍ଘଟଣାରେ ବୁଧବାର ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ଦେହାନ୍ତ ହୋଇଛି। ଏହି ଦୁର୍ଘଟଣାରେ ଅଜିତ ପାଓ୍ବାରଙ୍କ ସମେତ ଆଉ ୫ ଜଣଙ୍କର ମଧ୍ୟ…

ରାଉରକେଲାକୁ ୮୮୮୪ କୋଟିର ଭେଟି, ବମ୍ପର ନିଯୁକ୍ତି ସୃଷ୍ଟି ହେବ କହିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୨୮।୧: ରାଉରକେଲାରେ ଏଣ୍ଟରପ୍ରାଇଜ ଓଡ଼ିଶାର ରଜତ ଜୟନ୍ତୀ ସଂସ୍କରଣ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ରାଉରକେଲା ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଆଜି ବଡ଼ ଘୋଷଣା…

ଅଜିତ ପାୱାରଙ୍କ ମୃତ୍ୟୁ ପରେ ମୁହଁ ଖୋଲିଲେ VSR Aviation ମାଲିକ, ସମସ୍ୟା….

ମୁମ୍ବାଇ,୨୮।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର VSR ଆଭିଏସନ୍ ଦ୍ୱାରା ପରିଚାଳିତ ଏକ ବମ୍ବାର୍ଡିୟର୍ ଲିୟରଜେଟ ୪୫ ବିମାନରେ ଯାତ୍ରା କରୁଥିଲେ । ବାରାମତି ବିମାନବନ୍ଦରରେ ଅବତରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri