ଅଧରାତିରେ ଗାଁ ଶେଷ ମୁଣ୍ଡରେ ଫୁଟିଲା ବୋମା, ପରେ…

ଧରାକୋଟ,୧୨ା୨ (ବିଷ୍ଣୁ କେଶରୀ ଆଚାର୍ଯ୍ୟ) ଧରାକୋଟ ଥାନା ଅନ୍ତର୍ଗତ ସରଧାପୁର ପଞ୍ଚାୟତ କୁସରାବ ଗ୍ରାମରେ ରବିବାର ବିଳମ୍ବିତ ରାତିରେ ବୋମାମାଡ଼ ହୋଇଛି। ଗୋଟିଏ ବୋମା ଫୁଟିଥିବା ବେଳେ ପୋଲିସ ଗୋଟିଏ ଅଫୁଟା ବୋମା ଜବତ କରିଛି। ବୋମାମାଡରେ କାହାର କିଛି କ୍ଷତି ହୋଇ ନାହିଁ। କୁସରାବ ଗ୍ରାମ ଶେଷ ମୁଣ୍ଡରେ ଥିବା ଠାକୁରାଣୀ ମନ୍ଦିର ନିକଟରେ ଏକ କୋଠା ନିର୍ମାଣ ହେଉଛ। ଏଥିରେ ବାହାର ରାଜ୍ୟର ୬ ଜଣ ଶ୍ରମିକ ନିୟୋଜିତ ଅଛନ୍ତି। କୁସରାବ ଗ୍ରାମର ଯୁବକ ସଂଘ ଘରେ ଶ୍ରମିକମାନେ ରାତିରେ ବିଶ୍ରାମ ନେଉଥିବା ବେଳେ ଘର ଉପରକୁ ବୋମା ମାଡ଼ ହୋଇଥିତ୍ଲା। ସ୍ଥାନୀୟ ସରପଞ୍ଚଙ୍କ ଠାରୁ ଖବରପାଇ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ସେବା ସଂକଳ୍ପ ଅଭିଯାନ’ରେ ସାମିଲ ହେଲେ ରାଜ୍ୟ ସଭା ଏମ୍‌ପି: କଲେ ବୃକ୍ଷରୋପଣ

କର୍ଲାମୁଣ୍ଡା, ୨୯।୯ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ଅଞ୍ଚଳକୁ ମଙ୍ଗଳବାର ରାଜ୍ୟ ସଭା ଏମ୍‌ପି ସୁଜିତ୍‌ କୁମାର ଗସ୍ତ କରିଛନ୍ତି। ତାଙ୍କ ସହ…

ମୃତକଙ୍କ ପରିବାର ଲୋକଙ୍କୁ ଭେଟିଲେ ଗଣ୍ଡ ସମାଜ ପ୍ରତିନିଧି ଦଳ, ବଢ଼ାଇଲେ ସହାୟତାରେ ହାତ

ତୁମୁଡିବନ୍ଧ,୨୯।୯:(ଦୀପକ କୁମାର ପରାସେଠ): ରାଜ୍ୟସ୍ତରୀୟ ଗଣ୍ଡ ସମାଜର ଏକ ପ୍ରତିନିଧି ଦଳ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଲଙ୍କାଗଡ଼ ପଞ୍ଚୟତ ଗସ୍ତକରି ଏକ ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରାଣ…

ଐଶ୍ୱର୍ଯ୍ୟାଙ୍କ ରୟାଲ ଲୁକ୍‌ ଦେଖି ଅଟକିଗଲା ସମସ୍ତଙ୍କ ନଜର

ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ପୁଣିଥରେ ନିଜ ଗ୍ଲାମରସ ଲୁକ୍‌କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଆଇଫେଲ ଟାୱାର୍‌ର ଚମତ୍କାର ପୃଷ୍ଠଭୂମିରେ ଆୟୋଜିତ ‘ଲୋରିଆଲ ପ୍ୟାରିସ ଲେ…

ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ, ଖେଳ ଶିକ୍ଷକ ନିଲମ୍ବିତ

ଖୋର୍ଦ୍ଧା,୨୯।୯(ପ୍ରଭାତ ପାଣିଗ୍ରାହୀ): ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ । ଖୋର୍ଦ୍ଧା ଜିଲା ନରଣଗଡ଼ସ୍ଥିତ ଚିନ୍ତାମଣି ବିଦ୍ୟା ନିକେତନ ନିକଟରେ ଘଟିଛି…

ବନ୍ଦ ହେଲା ହୀରାକୁଦର ୬ ଗେଟ୍‌, ଏତିକି ଗେଟ୍‌ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ

ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବା ପରେ ମଙ୍ଗଳବାର ୪ଟି ଗେଟ୍‌ ବନ୍ଦ କରି ଦିଆଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର ବାମ…

ସଭା କଲେ ନାଁ ନେଲେନି

ଭୁବନେଶ୍ୱର, ୨୯।୯(ସୁନିତ୍‌ ମିଶ୍ର): ଏମ୍‌ଏମ୍‌ଡିଆର୍‌ ସଂଶୋଧନ ବିଲ୍‌ ଏକ ସାଧାରଣ କଥା ନୁହେଁ। ରାଜ୍ୟର ଅଧିକାର ସହିତ ଏହି ବିଲ୍‌ ଜଡ଼ିତ। ଓଡ଼ିଶାର ଖଣି, ଜମି ଉପରେ…

ଗୋବିନ୍ଦା-କୋମଲ ରାଣୀଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା; ପୁଣି ମୁହଁ ଖୋଲିଲେ ସୁନିତା, କହିଲେ ସେ ଖୁସିରେ…

ମୁମ୍ବାଇ,୨୯।୯: ବଲିଉଡ୍‌ ଅଭିନେତା ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବିବାହିତ ଜୀବନକୁ ନେଇ କିଛି ସମୟ ଧରି ବିଭିନ୍ନ ଚର୍ଚ୍ଚା ହେଉଛି। ଏହାରି ମଧ୍ୟରେ…

ବିଦା ହେଲେ ପ୍ରେମିକା! ଏଥର ସୁନିତା ଆହୁଜାଙ୍କ ହାତ ଧରିଥିବା ନଜର ଆସିଲେ ଗୋବିନ୍ଦା; ୟୁଜର୍ସ କହିଲେ…

ମୁମ୍ବାଇ,୨୯।୯: ବଲିଉଡର ବରିଷ୍ଠ ଅଭିନେତା ଗୋବିନ୍ଦାଙ୍କ ବ୍ୟକ୍ତିଗତ ଜୀବନ କିଛି ସମୟ ଧରି କ୍ରମାଗତ ଭାବେ ଚର୍ଚ୍ଚାର ବିଷୟ ପାଲଟିଛି। ସୋସିଆଲ ମିଡିଆ ଏବଂ ମନୋରଞ୍ଜନ ଜଗତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?