Posted inଜାତୀୟ

ରାଜସ୍ଥାନ ସଙ୍କଟ ମଧ୍ୟରେ ଏହି ରାଜ୍ୟର ୬ଜଣ ସଦସ୍ୟ ହାତ ଛାଡ଼ି ଧରିଲେ ପଦ୍ମ

ଇମ୍ଫାଲ,୩୦।୭: ରାଜସ୍ଥାନରେ ଚାଲିଥିବା ରାଜନୈତିକ ସଙ୍କଟ ମଧ୍ୟରେ ମଣିପୁର ଇମ୍ଫାଲ ନଗର ନିଗମରେ କଂଗ୍ରେସର ୬ଜଣ ଓ ନ୍ୟାସନାଲ ପିପୁଲ୍ସ ପାର୍ଟି(ଏନ୍‌ପିପି)ର ଜଣେ ସଦସ୍ୟ ଭାଜପାରେ ଯୋଗଦେଇଥିବା ଜଣାପଡ଼ିଛି। ରାଜ୍ୟର ମୁଖ୍ୟମନ୍ତ୍ରୀ ଏନ୍‌. ବିରେନ ସିଂହ ଓ ଭାଜପା ପ୍ରଦେଶ ଅଧ୍ୟକ୍ଷ ପ୍ରୋଫେସର ଏସ୍‌. ତିକେନ୍ଦ୍ର ସିଂହଙ୍କ ଉପସ୍ଥିତିରେ ବୁଧବାର ସମସ୍ତ ସଦସ୍ୟ ଭାଜପାରେ ସାମିଲ ହୋଇଛନ୍ତି। ଉକ୍ତ ସଦସ୍ୟଙ୍କୁ ମୁଖ୍ୟମନ୍ତ୍ରୀ ଦଳରେ ସ୍ବାଗତ କରିବା ସହ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ହର୍ମୁଜ ବନ୍ଦ: ଇରାନ ଉପରେ ବଡ଼ ଆକ୍ରମଣ କଲା ଆମେରିକା

ଓ୍ବାଶିଂଟନ୍‌/ତେହରାନ,୧୧।୬: ଏକ ଆପାଚେ ହେଲିକପ୍ଟର ଖସାଇ ଦିଆଯିବା ପରେ ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧ ପୁଣି ତୀବ୍ର ହୋଇଛି। ଲଗାତାର ଦ୍ୱିତୀୟ ଦିନ ପାଇଁ ଆମେରିକା…

ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ବିଧାୟକ, ତୁରନ୍ତ କାର୍ଯ୍ୟ ସାରିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ

ମହାକାଳପଡ଼ା,୧୧ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡା ବିଧାନସଭା ନିର୍ବାଚନ ମଣ୍ଡଳୀସ୍ତରୀୟ ଉନ୍ନୟନମୂଳକ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ସମୀକ୍ଷା ବୈଠକ ବ୍ଲକ ସଭା ଗୃହରେ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏହି…

ଘରେ ଶୋଇଥିବାବେଳେ ଲାଗିଲା ନିଆଁ, ଜଳିଗଲା ସ୍ପେୟାର ପାଟର୍‌ସ ଦୋକାନ ସହ ଦୋକାନୀଙ୍କ ଘର

ନନ୍ଦପୁର/ପାଡୁଆ,୧୧ା୬(ତୁଷାରକାନ୍ତ ମହାନ୍ତି/ଶଙ୍କର ପୂଜାରୀ): କାଳବୈଶାଖୀ ପ୍ରଭାବରେ ଗଛ ଉପୁଡ଼ି କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବିଦ୍ୟୁତ୍‌ ସରବରାହ ବନ୍ଦ ଥିବାବେଳେ ବୁଧବାର ରାତିରେ ପାଡୁଆ ବଜାରରେ…

ଆଜିଠୁ ଫିଫା ବିଶ୍ୱକପ୍‌: ଭାଗନେବେ ୪୮ ଦେଶ

ମେକ୍ସିକୋ ସିଟି (ମେକ୍ସିକୋ), ୧୧ା୬:ବିଶ୍ୱର ସର୍ବାଧିକ ଲୋକପ୍ରିୟ କ୍ରୀଡ଼ା ଭାବେ ବିବେଚନା କରାଯାଉଥିବା ଫିଫା ବିଶ୍ୱକପ୍‌ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି। ଇତିହାସରେ ପ୍ରଥମଥର ପାଇଁ ଫୁଟ୍‌ବଲ…

ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣା: ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ପୁରୁଷବନ୍ଧୁ

କଟକ,୧୦।୬(କାର୍ତ୍ତିକ ସାହୁ): ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣାରେ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଥିବା ବେଳେ ପୋଲିସ ଗିରଫଦାରିରୁ ରକ୍ଷା ପାଇବା ପାଇଁ ତାଙ୍କ…

ମାରପିଟ୍ ସହିନପାରି ଘର ଛାଡ଼ିଥିଲେ ସ୍ତ୍ରୀ, ରାଗରେ ପେଟ୍ରୋଲ ଢାଳି ଶାଶୁ-ଶ୍ୱଶୁରଙ୍କୁ ଜାଳିଦେବାକୁ ଜ୍ୱାଇଁଙ୍କ ଉଦ୍ୟମ

ବାରିପଦା/ମୋରଡା,୧୦/୬(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ଜ୍ୱାଇଁ ନିଜ ଶାଶୁ ଓ ଶ୍ୱଶୁରଙ୍କୁ…

ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା: ୩ ଘର ଭାଙ୍ଗିଲା, ୭ ସ୍ଥାନରେ ଗଛ ଉପୁଡ଼ି ଯାତାୟାତ ଠପ୍

ନନ୍ଦପୁର, ୧୦।୬(ତୁଷାର କାନ୍ତ ମହାନ୍ତି): ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା ଦେଖିବାକୁ ମିଳିଛି। ବୁଧବାର ଅପରାହ୍ନରେ ପ୍ରାୟ ଘଣ୍ଟାଏ ଧରି ଚାଲିଥିବା ପ୍ରବଳ ବର୍ଷା ଓ ପବନ ଯୋଗୁ…

ତଦନ୍ତ କମିଶନ ଫାଇଲ ଗାଏବ, କ୍ୟାପିଟାଲ ଥାନାରେ FIR ଦେଲେ…

ଭୁବନେଶ୍ବର,୧୦।୬:  ତଦନ୍ତ କମିଶନ ଫାଇଲ ଗାଏବକୁ ନେଇ ବର୍ତ୍ତମାନ ଚର୍ଚ୍ଚା ବଢ଼ିବାରେ ଲାଗିଛି । ଏନେଇ କ୍ୟାପିଟାଲ ଥାନାରେ ମାମଲା ରୁଜୁ ହୋଇଛି । ଗୃହ ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri