ନୂଆବର୍ଷରେ ବିଶ୍ୱ ଜନସଂଖ୍ୟା ୭୯୦ କୋଟି ହେବ

ନ୍ୟୁୟର୍କ,୩୧ା୧୨: ନୂଆବର୍ଷ ୨୦୨୩ର ପ୍ରଥମ ଦିନରେ ବିଶ୍ୱ ଜନସଂଖ୍ୟା ୭୯୦ କୋଟିରେ ପହଞ୍ଚତ୍ବ ବୋଲି ଆମେରିକା ସେନ୍‌ସସ୍‌ ବ୍ୟୁରୋ ଆକଳନ କରିଛି। ୨୦୨୨ ଜାନୁୟାରୀ ୧ରୁ ଇତିମଧ୍ୟରେ ଲୋକ ସଂଖ୍ୟାରେ ୭.୩୭ କୋଟି ଯୋଡ଼ି ହୋଇଛି ଅର୍ଥାତ୍‌ ବର୍ଷକରେ ବିଶ୍ୱ ଜନସଂଖ୍ୟା ୦.୯ ପ୍ରତିଶତ ବୃଦ୍ଧି ପାଇଛି। ୨୦୨୩ ଜାନୁୟାରୀରେ ସାରା ବିଶ୍ୱରେ ପ୍ରତି ସେକେଣ୍ଡରେ ୪.୩ ଶିଶୁ ଜନ୍ମହେବାକୁ ଥିବାବେଳେ ୨ ଜଣଙ୍କର ମୃତ୍ୟୁ ଘଟିବ ବୋଲି ସେନ୍‌ସସ୍‌ ବ୍ୟୁରୋ କହିଛି।
ଅନୁଯାୟୀ ୨୦୨୩ ନୂଆ ବର୍ଷରେ ଆମେରିକା ଜନସଂଖ୍ୟା ୩୩ କୋଟି ୪୨ ଲକ୍ଷରେ ପହଞ୍ଚତ୍ବ। ବର୍ଷକରେ ସେଠାରେ ଲୋକସଂଖ୍ୟା ୧୫ ଲକ୍ଷ ବୃଦ୍ଧି ପାଇଛି ଯାହାକି ୦.୫ ପ୍ରତିଶତ। ଆମେରିକାରେ ଆସନ୍ତାବର୍ଷ ଜାନୁୟାରୀରେ ପ୍ରତି ୯ ସେକେଣ୍ଡରେ ଜଣେ ଶିଶୁ ଜନ୍ମ ହେବାକୁ ଥିବାବେଳେ ପ୍ରତି ୧୦ ସେକେଣ୍ଡରେ ଜଣକର ମୃତ୍ୟୁ ଘଟିବ ବୋଲି କୁହାଯାଇଛି। ସେହିପରି ଅନ୍ତର୍ଜାତୀୟ ପ୍ରବାସନ ଯୋଗୁ ଆମେରିକା ଲୋକ ସଂଖ୍ୟା ପ୍ରତି ୩୨ ସେକେଣ୍ଡରେ ୧ ବଢ଼ିବ ବୋଲି ସେନ୍‌ସସ୍‌ ବ୍ୟୁରୋ ଆକଳନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

Khaleda Zia Death: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କର ଭାରତ ସହ ଥିଲା କ’ଣ କନ୍ସେନ? ଜାଣନ୍ତୁ…

ଢାକା,୩୦।୧୨: ବାଂଲାଦେଶ ରାଜନୀତିର ଜଣେ ପ୍ରବୀଣ ବ୍ୟକ୍ତିତ୍ୱ ଏବଂ ଦେଶର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କର ମଙ୍ଗଳବାର (ଡିସେମ୍ବର ୩୦, ୨୦୨୫)ରେ ୮୦ ବର୍ଷ...

ମୃତ୍ୟୁର ୪ବର୍ଷ ପରେ ମଧ୍ୟ ସହାୟତା ମିଳୁନି: ହଇରାଣ ହେଉଛନ୍ତି ହିତାଧିକାରୀ

ନୂଆପଡ଼ା,୩୦।୧୨(ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶ୍ରମକାର୍ଡ ଧାରୀଙ୍କ ମୃତ୍ୟୁର ୪ବର୍ଷ ପରେ ମଧ୍ୟ ସହାୟତା ମିଳୁନି। ବିଭାଗୀୟ ଅଧିକାରୀ ଓ କର୍ମଚାରୀମାନଙ୍କ ଅବହେଳା ଯୋଗୁ ଯୋଜନାଗୁଡିକ ଗରିବ...

First Banknote: କେଉଁ ଦେଶରେ ତିଆରି ହୋଇଥିଲା ବିଶ୍ୱର ପ୍ରଥମ ନୋଟ୍, ଜାଣନ୍ତୁ କିଏ …

ଆଜିକା ସମୟରେ ଯେତେବେଳେ ଆମେ ଟଙ୍କା ବିଷୟରେ ଚିନ୍ତା କରୁ, କାଗଜ ମୁଦ୍ରା ବହୁତ ସାଧାରଣ ମନେହୁଏ। କିନ୍ତୁ ଧାତୁ ମୁଦ୍ରା ବଦଳରେ କାଗଜ ବ୍ୟବହାର...

‘ନେତାନ୍ୟାହୁ ନ ଥିଲେ ଆଜି ମାନଚିତ୍ରରେ ହୁଏତ ଇସ୍ରାଏଲ ନ ଥାଆନ୍ତା’, କାହିଁକି ଏମିତି କହିଲେ ଟ୍ରମ୍ପ? ଜାଣନ୍ତୁ ଏହାର କାରଣ

ଓ୍ବାଶିଂଟନ,୩୦ ।୧୨: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସୋମବାର ଆମେରିକାର ଫ୍ଲୋରିଡାରେ ପହଞ୍ଚିଥିଲେ, ଯେଉଁଠାରେ ସେ ପୂର୍ବତନ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଭେଟିଥିଲେ। ଏହି...

ଜାଡ଼ରେ ଥରୁଛି ଓଡ଼ିଶା: ୧୦ ଡିଗ୍ରୀ ତଳେ ୧୫ ସହର

ଭୁବନେଶ୍ୱର,୩୦।୧୨(ବନ୍ଦନା ସେଠୀ):ଜାଡ଼ରେ ଥରୁଛି ସାରା ରାଜ୍ୟ। ନୂଆବର୍ଷ ପର୍ଯ୍ୟନ୍ତ ଶୀତରେ ସେଭଳି କିଛି ବଡ଼ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ତେବେ ଆସନ୍ତା ୨୪ ଘଣ୍ଟା...

‘ଆଣ୍ଟିବାୟୋଟିକ ପାଇଁ ବଢୁଛି ନିରବ ମହାମାରୀ’, ମୋଦିଙ୍କ ପରାମର୍ଶକୁ ନେଇ ବିଶେଷଜ୍ଞ କହିଲେ ସମୟ ଆବଶ୍ୟକ

ନୂଆଦିଲ୍ଲୀ,୩୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆଣ୍ଟିବାୟୋଟିକ ଅପବ୍ୟବହାର ବିରୋଧରେ ବାର୍ତ୍ତା ସମୟର ଆବଶ୍ୟକତା ଏବଂ ଦେଶରେ ଦ୍ରୁତ ଗତିରେ ବଢୁଥିବା ଆଣ୍ଟିମାଇକ୍ରୋବାୟଲ ପ୍ରତିରୋଧ (AMR)ର ଗମ୍ଭୀର...

ଏଇ ଭାରତରେ

ରାଜସ୍ଥାନର କୋଲିଆ ଗାଁର ଗୁପ୍ତା ପରିବାରର ପ୍ରୟାସରେ ଅନେକ ହଜାର ମହିଳା ସଶକ୍ତହେବା ସହ ରୋଜଗାରକ୍ଷମ ହୋଇପାରିଛନ୍ତି। ୨୦୧୫ରେ ଏକ କୌଶଳ ବିକାଶ କେନ୍ଦ୍ର ଖୋଲି...

ଉତ୍ସବ ଓ ଭାଷଣ

ଗୋଟିଏ ବର୍ଷ ସରୁଛି, ଆଉ ଗୋଟିଏ ଆସୁଛି। ଏଇ ଗମନାଗମନ ବେଳରେ ସାରା ରାଇଜ ଉତ୍ସବମୁଖର ହୋଇଉଠିଛି। ଶିକ୍ଷା ଅନୁଷ୍ଠାନରେ ଚାଲିଛି କ୍ରୀଡ଼ା ଉତ୍ସବ, ପୁରସ୍କାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri