ଆସନ୍ତା ଦୁଇଦିନରେ ୨ରୁ ୪ ଡିଗ୍ରୀ ଯାଏ କମିଯିବ ରାତି ତାପମାତ୍ରା, ବୁଧବାର ବର୍ଷା

ଭୁବନେଶ୍ୱର,୧୨।୧୧: ଚଳିତ ବର୍ଷ ଶୀତ ପଡ଼ିବା ବିଳମ୍ବ ହେଉଇଁଥିଲେ ମଧ୍ୟ ଆଉ ଦିନେ କିମ୍ବା ଦୁଇଦିନ ଶୀତ ବଢିବାକୁ ଯାଉଛି। ଆଞ୍ଚଳିକ ପାଣିପ[ଆଜି କେନ୍ଦ୍ର ଭୁବନେଶ୍ୱର ପକ୍ଷରୁ ମିଳିଥିବା ସୂଚନ ଅନୁଯାୟୀ ଆସନ୍ତା ୧୫ ତାରିଖରୁ ରାଜ୍ୟରେ ଶୀତ ବଢ଼ିବ। ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ ଯାଏ କମିଯିବ। ଏହା ପ୍ରଭାବରେ ଅଧିକ ଶୀତ ଅନୁଭୂତ ହୋଇପାରେ।

ରବିବାର ଫୁଲବାଣୀରେ ରାତି ତାପମାତ୍ରା ସବୁଠୁ କମ୍ ବା ୧୫.୨ ଡିଗ୍ରୀ ରେକର୍ଡ ହୋଇଥିଲା। ଅନୁଗୁଳରେ ୧୬, କେନ୍ଦୁଝରରେ ୧୭, କୋରାପୁଟ ଓ ଭବାନୀପାଟଣାରେ ୧୬.୫, ନବରଙ୍ଗପୁରରେ ୧୭, ରାୟଗଡ଼ାରେ ୧୮, ରାଉରକେଲାରେ ୧୮.୪, ବଲାଙ୍ଗୀରରେ ୧୮.୫, ଢେଙ୍କାନାଳରେ ୧୮.୯, ସୋନପୁର ଓ ନୟାଗଡ଼ରେ ୧୯.୨, ବୌଦ୍ଧରେ ୧୯.୮ ଓ ହୀରାକୁଦରେ ୧୯.୯ ଡିଗ୍ରୀ ରେକର୍ଡ ହୋଇଛି।

ମଙ୍ଗଳବାର ଉପକୂଳ ଓଡ଼ିଶା, ମୟୁରଭଞ୍ଜ, କେନ୍ଦୁଝର ଏବଂ ବୁଧବାର ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ ଓ ରାୟଗଡ଼ା ଜିଲ୍ଲାରେ ହାଲୁକା ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଗୁରୁବାର ପାଗ ଶୁଖିଲା ରହିବ । ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଉପରେ ଆଜି ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହା ପଶ୍ଚିମ ଦିଗରେ ଗତି କରିବା ସ‌ହ ଦୁଇ ଦିନ ଭିତରେ ତାମିଲନାଡୁ ଓ ଶ୍ରୀଲଙ୍କା ଉପକୂଳରେ ପହଞ୍ଚିବ। ଓଡ଼ିଶା ଉପରେ ଏହାର କୌଣସି ପ୍ରଭାବ ରହିବନି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ଚାଞ୍ଚଲ୍ୟ: ଭାଜପା ନେତା ଶୁଭେନ୍ଦୁ ଅଧିକାରୀଙ୍କ PAଙ୍କୁ ଗୁଳି କରି ହତ୍ୟା, ବାଜିଛି ୩ ରାଉଣ୍ଡ ଗୁଳି

କୋଲକାତା,୬।୫: ପଶ୍ଚିମବଙ୍ଗରୁ ବଡ଼ ଖବର ସାମ୍ନାକୁ ଆସିଛି। ଭାଜପାର ବରିଷ୍ଠ ନେତା ତଥା ବିରୋଧୀ ଦଳ ନେତା ଶୁଭେନ୍ଦୁ ଅଧିକାରୀଙ୍କ ବ୍ୟକ୍ତିଗତ ସହକାରୀ (PA) ଚନ୍ଦ୍ରନାଥ ରଥଙ୍କୁ…

ବିଶ୍ବରେ ଚହଳ! ଇରାନକୁ ଖୋଲା ଧମକ ଦେଲେ ଟ୍ରମ୍ପ, ହର୍ମୁଜ୍‌ ନ ଖୋଲିଲେ ବୋମାମାଡ଼…

ଓ୍ବାଶିଂଟନ,୬ା୫: ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ପୁନର୍ବାର ଇରନକୁ ଧମକ ଦେଇଛନ୍ତି। ତୁରନ୍ତ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ ନ ଖୋଲିରେ ଅଧିକ ବୋମାମାଡ଼ ହେବ ବୋଲି…

କାଲି ତାମିଲନାଡୁରେ ହେବନି ଶପଥ ସମାରୋହ! ଟିଭିକେକୁ ସଂଖ୍ୟାଗରିଷ୍ଠତାର ପ୍ରମାଣ ମାଗିଲେ ରାଜ୍ୟପାଳ

ଚେନ୍ନାଇ,୬ା୫: ତାମିଲନାଡୁରେ ଗୁରୁବାର ହେବାକୁ ଥିବା ବିଜୟଙ୍କ ଶପଥ ଗ୍ରହଣ ସମାରୋହକୁ ସ୍ଥଗିତ ରଖାଯାଇପାରେ । ଥଲାପତି ବିଜୟଙ୍କ ନେତୃତ୍ୱାଧୀନ ତାମିଲାଗା ଭେଟ୍ଟ୍ରି କାଝଗମ୍‌ (ଟିଭିକେ) ତାମିଲନାଡୁରେ…

ସବ୍‌ସିଡି ପାଇଁ ୩୦ହଜାର ଲାଞ୍ଚ ନେଉଥିଲେ ଡିଆର୍‌ପି, ମାଡିବସିଲା ଭିଜିଲାନ୍ସ

ବରଗଡ଼,୬।୫(ପ୍ରେମାନନ୍ଦ ଖମାରୀ): ପ୍ରଧାନମନ୍ତ୍ରୀ ସୂକ୍ଷ୍ମ ଖାଦ୍ୟ ପ୍ରକ୍ରିୟାକରଣ ଉଦ୍ୟୋଗ ଔପଚାରିକରଣ ଯୋଜନା(ପିଏମ୍‌ଏଫ୍‌ଏମ୍‌ଇ)ରେ ଦିଆଯାଉଥିବା ଋଣର ରିହାତି (ସବ୍‌ସିଡି) ରିଲିଜ୍‌ ପାଇଁ ଲାଞ୍ଚ ନେବା ବରଗଡ଼ ଜିଲା ଶିଳ୍ପକେନ୍ଦ୍ର…

ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ, ୧୦ ବେଳକୁ ହେବ….

ଭୁବନେଶ୍ବର,୬ା୫: ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । ଏକ ମଡେଲ୍ ଅନୁଯାୟୀ ୧୦ରେ ଲଘୁଚାପ ଦାନା ବାନ୍ଧିବାର ସମ୍ଭାବନା ରହିଛି । ଶ୍ରୀଲଙ୍କା ଓ ତାମିଲନାଡୁ ଉପକୂଳରେ…

ପାରିବାରିକ ହିଂସା; ମଉସାଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା, ବନ୍ଧାହେଲେ ପୁତୁରା

ଦିଗପହଣ୍ଡି,୬ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଡା ଗ୍ରାମର ଏସ.ପୁନିଆ ରେଡ୍ଡୀ(୬୮) ଙ୍କୁ ତାଙ୍କ ପୁତୁରା ଏସ. ସିମାଞ୍ଚଳ ରେଡ୍ଡୀ ପାରିବାରିକ ବିବାଦକୁ କେନ୍ଦ୍ରକରି…

ଚିଚୈଗୁଡା ମଣ୍ଡି ନିର୍ମାଣ କାମରେ ଅନିୟମିତତା, ଉପଜିଲାପାଳଙ୍କୁ ଲିଖିତ ଅଭିଯୋଗ

ଜୁନାଗଡ଼,୬।୫(ସୁନୀଲ କୁମାର ସିଂହ): ଧାନ ମଣ୍ଡି ନିର୍ମାଣ ନାମରେ ଚାଷୀଙ୍କ ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ହେଲେ କିଛି ଅସାଧୁ ଠିକାଦାର…

TMC ବିଧାୟକ ଦଳ ବୈଠକରେ ଗର୍ଜିଲେ ଦିଦି; ‘ବହିଷ୍କାର କରନ୍ତୁ,ଇସ୍ତଫା ଦେବିନି’

କୋଲକାତା,୬ା୫: TMC ବିଧାୟକ ଦଳ ବୈଠକରେ ଗର୍ଜିଲେ ମମତା ବାନାର୍ଜୀ । ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ଉପରେ ତୀବ୍ର ଆପତ୍ତି ପ୍ରକାଶ କରି, ଟିଏମସି ମୁଖ୍ୟ ମମତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri