Posted inଜାତୀୟ

ବିରୋଧୀ ଏକତା ବୈଠକରେ ପ୍ରଥମେ ଅଧ୍ୟାଦେଶ ଉପରେ ହେଉ ଚର୍ଚ୍ଚା: କେଜରିଓ୍ବାଲ ଲେଖିଲେ ଚିଠି…

ନୂଆଦିଲ୍ଲୀ,୨୨।୬ : ଆମ ଆଦମୀ ପାର୍ଟିର ସଂଯୋଜକ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ୨୩ ଜୁନରେ ପାଟନାରେ ଅନୁଷ୍ଠିତ ହେବାକୁ ଥିବା ବିରୋଧୀ ଏକତା ବୈଠକ ପୂର୍ବରୁ ବିରୋଧୀ ଦଳର ନେତାମାନଙ୍କୁ ଚିଠି ଲେଖିଛନ୍ତି। ସେ ଅନୁରୋଧ କରିଛନ୍ତି ଅଧ୍ୟାଦେଶ ସମ୍ପର୍କରେ ପ୍ରଥମେ ବିରୋଧୀ ଦଳର ବୈଠକରେ ଆଲୋଚନା ହେବା ଉଚିତ।

ଦିଲ୍ଲୀର ଏହି ନିୟମ ଏକ ପରୀକ୍ଷଣ, ଯଦି ଏହା ସଫଳ ହୁଏ ତେବେ କେନ୍ଦ୍ର ସରକାର ଅଣ-ଭାଜପା ରାଜ୍ୟମାନଙ୍କ ପାଇଁ ସମାନ ନିୟମ ଆଣି ଏକକାଳୀନ ତାଲିକାର ବିଷୟରୁ ରାଜ୍ୟ ସରକାରଙ୍କ ଅଧିକାର ଛଡ଼ାଇ ନେଇଯିବେ। ଏହି ନିୟମ ଲାଗୁ ହେଲେ ଦିଲ୍ଲୀରୁ ଗଣତନ୍ତ୍ର ଶେଷ ହେବ। ଉପରାଜ୍ୟପାଳଙ୍କ ମାଧ୍ୟମରେ ସରକାର ଚାଲିବ। ଦିଲ୍ଲୀ ପରେ ଅନ୍ୟ ରାଜ୍ୟରୁ ଗଣତନ୍ତ୍ର ମୂଳପୋଛ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୩୩ ରାଜ୍ୟପାଳ ଏବଂ ଉପରାଜ୍ୟପାଳଙ୍କ ମାଧ୍ୟମରେ ସମସ୍ତ ରାଜ୍ୟ ସରକାର ଚଳାଇବେ।

ଅଧ୍ୟାଦେଶ ବିରୋଧରେ କେଜରିୱାଲ ବିଭିନ୍ନ ରାଜନୈତିକ ଦଳର ନେତାଙ୍କୁ ଭେଟିଛନ୍ତି। ତେବେ ସେ ଏପର୍ଯ୍ୟନ୍ତ କଂଗ୍ରେସରୁ ସମର୍ଥନ ପାଇବାରେ ସକ୍ଷମ ହୋଇନାହାଁନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀକୁ ପ୍ରେମିକ ସହ ବିବାହ କରାଇଲେ ସ୍ୱାମୀ, ଲୋକେ କହିଲେ ୫ଟା ଛୁଆ ପରେ…

ଉତ୍ତରପ୍ରଦେଶ,୬।୮ : ପ୍ରେମ ଦୁଇଟି ହୃଦୟର ମିଳନ ନୁହେଁ, ଏହା ବିଶ୍ୱାସ, ସମ୍ମାନ ଓ ତ୍ୟାଗର ଏକ ସୁନ୍ଦର ଅନୁଭୂତି । ପ୍ରେମରେ ଶବ୍ଦଠାରୁ ଅଧିକ ମୂଲ୍ୟବାନ…

ଏହି ମନ୍ଦିରରେ ୩୦୦ ବର୍ଷ ଧରି ଜଳୁଛି ଅଖଣ୍ଡ ଦୀପ, ଦିନକୁ ୩ ଥର ହୋଇଥାଏ ଶିବଲିଙ୍ଗର ରଙ୍ଗ ପରିବର୍ତ୍ତନ

ଶ୍ରାବଣ ମାସରେ ଭଗବାନ ଶିବଙ୍କ ପୂଜା କରିବାର ବହୁତ ମହତ୍ତ୍ୱ ରହିଛି। ସାରା ଦେଶରେ ଅନେକ ଶିବ ମନ୍ଦିର ଅଛି। ଏହି ମନ୍ଦିରଗୁଡ଼ିକ ମଧ୍ୟରୁ ଅନେକକୁ ଚମତ୍କାର…

ବୁମ୍‌ରାଙ୍କୁ ବର୍ଷେ ଯାଏ ବିଦା କରିଦିଅ….ପୂର୍ବତନ କ୍ରିକେଟର୍‌ଙ୍କ ଆଶ୍ଚର୍ଯ୍ୟଜନକ ମନ୍ତବ୍ୟ

ନୂଆଦିଲ୍ଲୀ,୬।୮: ଭାରତୀୟ ପେସ୍‌ ବୋଲର୍‌ ଜସପ୍ରିତ ବୁମରା ନିଜ ବୋଲିଂ ଆକ୍ସନକୁ ନେଇ ପ୍ରାୟତଃ ଚର୍ଚ୍ଚାରେ ଥାନ୍ତି। ବୁମରା ଆଣ୍ଠୁ ଆଘାତ ସହିତ ସଂଘର୍ଷ କରୁଛନ୍ତି। ଫଳରେ…

ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଦ୍ୱନ୍ଦ୍ବ ଭିତରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ସରକାର ଅନୁଧ୍ୟାନ କରି….

ଭୁବନେଶ୍ୱର,୬।୮: ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଦ୍ୱନ୍ଦ୍ବ ଭିତରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ବଡ଼ ସୂଚନା ଦେଇଛନ୍ତି । ଏନେଇ ସରକାର ଅନୁଧ୍ୟାନ କରିବେ ବୋଲି କହିଛନ୍ତି ।…

ମା’ଙ୍କ ପାଇଁ ଔଷଧ ଆଣିବାକୁ ଯାଇ ବନ୍ୟାସ୍ରୋତରେ ଭାସିଗଲେ ଯୁବକ, ୨୪ ଘଣ୍ଟା ପରେ…

ଆଳି,୬ା୮(ବନମାଳୀ ସେନାପତି): ମା’ଙ୍କ ଔଷଧ ପାଇଁ ସିଂହପୁର ଯିବା ସମୟରେ ମାନପୁର ଘୋଷରାରେ ପ୍ରବାହିତ ବନ୍ୟା ସ୍ରୋତରେ ଜଣେ ଯୁବକ ମଙ୍ଗଳବାର ସନ୍ଧ୍ୟାରେ ଭାସି ଯାଇଥିଲେ। ବୁଧବାର…

୧୬ ବର୍ଷ ପରେ ଭଞ୍ଜନଗର କେଭି ପାଳିଲା ପ୍ରତିଷ୍ଠା ଦିବସ, ବିଧାୟକ କହିଲେ ଆତ୍ମନିର୍ଭର ଭାରତର ସ୍ବପ୍ନ…

ଭଞ୍ଜନଗର,୬ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ(କେଭି) ସ୍ଥାପନାର ୧୬ ବର୍ଷ ପରେ ଗୁରୁବାର ପ୍ରଥମ ଥର ପାଇଁ ପ୍ରତିଷ୍ଠା ଦିବସ ଧୂମ୍‌ଧାମରେ ପାଳନ କରିଛି।…

ସରକାରୀ କର୍ମଚାରୀଙ୍କୁ ବଡ଼ ଖୁସି ଖବର: ଏତିକି ପ୍ରତିଶତ ବଢ଼ିବ ମହଙ୍ଗା ଭତ୍ତା, ଜାଣନ୍ତୁ କେତେ ବଢ଼ିଯିବ ଦରମା

ନୂଆଦିଲ୍ଲୀ,୬।୮: କେନ୍ଦ୍ର ସରକାରଙ୍କ ୧ କୋଟିରୁ ଅଧିକ କର୍ମଚାରୀ ଓ ପେନନସନଭୋଗୀଙ୍କ ପାଇଁ ବଡ଼ ଆଶ୍ୱସ୍ତିର ଖବର ଆସିଛି। ଜୁଲାଇ ୨୦୨୬ରୁ ସେମାନଙ୍କ ମହଙ୍ଗା ଭତ୍ତା (DA)…

ଆଶାରାମ ବାପୁଙ୍କୁ ଲାଗିଲା ବଡ଼ ଝଟ୍‌କା: ଜାମିନ ଦେବାକୁ ମନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୬।୮: ଆଶାରାମ ବାପୁଙ୍କୁ ସୁପ୍ରିମକୋର୍ଟରୁ ଏକ ବଡ଼ ଝଟକା ଲାଗିଛି। ଜଣେ ନାବାଳିକା ବଳାତ୍କାର ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମ ବାପୁଙ୍କୁ ସୁପ୍ରିମକୋର୍ଟ ବର୍ତ୍ତମାନ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri