ଫିଲିପାଇନ୍ସରେ ଗଭର୍ନରଙ୍କ ସମତେ ୮ ଜଣଙ୍କୁ ହତ୍ୟା, ଜଣେ ସନ୍ଦିଗ୍ଧଙ୍କ ମୃତ୍ୟୁ-୩ ଗିରଫ…

ମାନିଲା,୫।୩ : ଫିଲିପାଇନ୍ସରେ କେତେକ ଲୋକ ଆଖିବୁଜା ଗୁଳି ଚଳାଇଛନ୍ତି। ଯେଉଁଥିରେ କେନ୍ଦ୍ରୀୟ ଫିଲିପାଇନ୍ସର ପ୍ରାଦେଶିକ ରାଜ୍ୟପାଳ ରୋଏଲ ଡାଗାମୋ ଏବଂ ନୀରିହ ଗ୍ରାମବାସୀଙ୍କ ସମେତ ୮ ଜଣଙ୍କର ମୃତ୍ୟୁ ଘଟିଛି। ରବିବାର ଅଧିକାରୀ ମାନେ କହିଛନ୍ତି ଯେ ପୋଲିସ ଜଣେ ସନ୍ଦିଗ୍ଧଙ୍କୁ ହତ୍ୟା କରି ଅନ୍ୟ ତିନି ଜଣଙ୍କୁ ଗିରଫ କରିଛି। ଆକ୍ରମଣକାରୀ ରାଇଫଲରେ ସଜ୍ଜିତ ହୋଇଥିଲେ। ୬ ଜଣ ବ୍ୟକ୍ତି ବୁଲେଟ ପ୍ରୁଫ ଜ୍ୟାକେଟ ପିନ୍ଧି ଏଭଳି କାଣ୍ଡ ଭିଆଇଥିଲେ।

ପୋଲିସର ସୂଚନାନୁସାରେ, କେନ୍ଦ୍ରୀୟ ଫିଲିପାଇନ୍ସର ତାଙ୍କ ଘରେ ପ୍ରାଦେଶିକ ନେତା ଗ୍ରାମବାସୀଙ୍କ ସହ ସାକ୍ଷାତ କରୁଥିବାବେଳେ ବନ୍ଧୁକଧାରୀମାନେ ଗୁଳି ଚଳାଇଥିଲେ।

ଗୁଳି କାଣ୍ଡରେ ଡାକ୍ତର ଏବଂ ଦୁଇ ସେନା କର୍ମଚାରୀଙ୍କ ସମେତ ଅନ୍ୟ ୧୭ ଜଣ ଆହତ ହୋଇଛନ୍ତି ବୋଲି ପୋଲିସ କହିଛି। ପୋଲିସ ତୁରନ୍ତ ସଡକ ଯାଞ୍ଚ ପଏଣ୍ଟ ସ୍ଥାପନ କରିଥିଲା। ଅଭିଯୁକ୍ତଙ୍କ ନିକଟରୁ ଅନେକ ରାଇଫଲ ଏବଂ ପିସ୍ତଲ ଜବତ କରାଯାଇଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍କରେ ସାରିଦେଲେ

ଭୁବନେଶ୍ୱର, ୧୫।୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ୱାଚନ ପରଠାରୁ ଅନେକ ବିଷୟକୁ ନେଇ ନାନା ପ୍ରକାର ରାଜନୈତିକ ଚର୍ଚ୍ଚା ଜାରି ରହିଛି। ବିଜେଡିର ଭବିଷ୍ୟତ କ’ଣ ହେବ, ବିରୋଧୀ…

ଲମ୍ୱା ଯୁଦ୍ଧ ପାଇଁ ଆମେରିକାର ସଜବାଜ

ଓ୍ୱାଶିଂଟନ୍‌,୧୫ା୨: ଇରାନ ଏବଂ ଆମେରିକା ମଧ୍ୟରେ ଆଲୋଚନା ଫେଲ୍‌ ମାରିଛି। ଇରାନର ଆଣବିକ କାର୍ଯ୍ୟକ୍ରମକୁ ନେଇ ଗତ ସପ୍ତାହରେ ଓମାନ ମଧ୍ୟସ୍ଥତାରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

ଭାରତ-ପାକିସ୍ତାନ ମୁକାବିଲା ଆଜି

କଲମ୍ୱୋ, ୧୫।୨: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସବୁଠାରୁ ଚର୍ଚ୍ଚିତ ଭାରତ-ପାକିସ୍ତାନ ମୁକାବିଲା ରବିବାର ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟରୁ ବାଂଲାଦେଶକୁ ବାଦ୍‌ ଦିଆଯିବାକୁ ନେଇ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri