କଲମ୍ବୋ,୧୩ା୭: ଶ୍ରୀଲଙ୍କା ରାଷ୍ଟ୍ରପତି ଗୋଟାବାୟା ରାଜପାକ୍ସେ ନିଜ ଇସ୍ତଫାପତ୍ରରେ ସ୍ବାକ୍ଷର କରି ଏହାକୁ ଜଣେ ବରିଷ୍ଠ ସରକାରୀ ଅଧିକାରୀଙ୍କୁ ହସ୍ତାନ୍ତର କରିଛନ୍ତି। ସମ୍ପୃକ୍ତ ଅଧିକାରୀ ଉକ୍ତ ଇସ୍ତଫାପତ୍ରକୁ ବୁଧବାର ପାର୍ଲାମେଣ୍ଟ ବାଚସ୍ପତି ମହିନ୍ଦା ୟାପା ଆବେୟଓ୍ବର୍ଦେନାଙ୍କୁ ପ୍ରଦାନ କରିବେ। ବାଚସ୍ପତି ରାଷ୍ଟ୍ରପତିଙ୍କ ଇସ୍ତଫା ସମ୍ପର୍କରେ ସାର୍ବଜନୀନ କରିବେ। ଏହା ପରେ ପ୍ରଧାନମନ୍ତ୍ରୀ ରାନିଲ ଓ୍ବିକ୍ରମସିଂଘେ ଜୁଲାଇ ୨୦ରେ ନୂଆ ରାଷ୍ଟ୍ରପତି ଚୟନ କରାଯିବା ପର୍ଯ୍ୟନ୍ତ ଅସ୍ଥାୟୀ ରାଷ୍ଟ୍ରପତି ଭାବେ ଦାୟିତ୍ୱ ତୁଲାଇବେ। ନୂଆ ରାଷ୍ଟ୍ରପତି ନିର୍ବାଚନ ପାଇଁ ୧୯ରେ ନାମାଙ୍କନପତ୍ର ଦାଖଲ କରାଯିବ। ବର୍ତ୍ତମାନ ସୁଦ୍ଧା ପ୍ରଧାନମନ୍ତ୍ରୀ ଓ ବିରୋଧୀ ଦଳ ନେତା ସାଜିଥ୍ ପ୍ରେମାଦାସା ରାଷ୍ଟ୍ରପତି ଦୌଡ଼ରେ ଥିବା ଜଣାପଡ଼ିଛି।
Posted inHome, Home Left, ଅନ୍ତର୍ଜାତୀୟ View All
ବନ୍ୟାଜଳରେ ବୁଡ଼ିଲା କୁକୁଡ଼ା ଫାର୍ମ, ୩ ହଜାରରୁ ଅଧିକ କୁକୁଡ଼ା ମୃତ
ଗଞ୍ଜାମ, ୨୬/୯ (ଅନାଥ ତରାଇ/ଦିଲୀପ ସାମଲ): ଗଭୀର ଅବପାତ ପ୍ରଭାବରେ ଲଗାଣ ବର୍ଷା ଯୋଗୁଁ ଗଞ୍ଜାମ ଏନ୍ଏସି ଅନ୍ତର୍ଗତ ଦାମୋଦରପୁର ଅଞ୍ଚଳରେ ଏକ କୁକୁଡ଼ା ଫାର୍ମରେ ପାଣି…
ବାଇକ୍-ବୋଲେରୋ ମୁହାଁମୁହିଁ ଧକ୍କା: ଯୁବକ ମୃତ
ବଲାଙ୍ଗିର, ୨୬।୯(ସୁନିଲ ମହାନ୍ତି ): ବଲାଙ୍ଗୀର-ସୋନପୁର ରାସ୍ତାର ମଳମୁଣ୍ଡା ନିକଟରେ ଶୁକ୍ରବାର ଏକ ବାଇକ୍ ଓ ବୋଲେରୋ ମଧ୍ୟରେ ଦୁର୍ଘଟଣା ଘଟି ଜଣେ ଯୁବ ବାଇକ୍ ଚାଳକଙ୍କ…
ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍ : କଳାହାଣ୍ଡି ଝିଅ ରେଶମା ବେହେରା ଜିତିଲେ ସ୍ୱର୍ଣ୍ଣ ପଦକ
ଭବାନୀପାଟଣା, ୨୬।୯ (ଉତ୍ତମ କୁମାର ଦାଶ): ବିହାରର ପାଟନାଠାରେ ଗତ ୩ ଦିନ ଧରି ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍ ଆୟୋଜିତ ହୋଇଥିଲା। ଏଥିରେ କଳାହାଣ୍ଡିର ଝିଅ…
ତାମ୍ପରା ହ୍ରଦର ଜଳସ୍ତର : ଆଉ ୪ ଫୁଟ ପାଣି ବଢ଼ିଲା, ଜଳନିଷ୍କାସନ ନ ହେଲେ ବଢ଼ିବ ସମସ୍ୟା
ଛତ୍ରପୁର, ୨୬।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଉପକଣ୍ଠ ତାମ୍ପରା ହ୍ରଦ କୂଳରେ ଅବସ୍ଥିତ ବ୍ୟାଙ୍କ କଲୋନୀ ଅଞ୍ଚଳରେ ଜମି ରହିଥିବା ଜଳସ୍ତର ଶନିବାର ସକାଳୁ…
ମାଡ଼ି ଆସୁଛି ସମୁଦ୍ର: ଗର୍ଭରେ ଲୀନ ହେବାକୁ ବସିଲାଣି ଆଉ ଦୁଇ ମନ୍ଦିର
ଛତ୍ରପୁର, ୨୬।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ରକୂଳରେ ଦିନକୁ ଦିନ ସମୁଦ୍ର ଅତିକ୍ରମଣ କରିବା ସହ ଉଚ୍ଚ ଜୁଆର ଢେଉ…
ଘରେ ତାଲା ଭାଙ୍ଗି ଗହଣା ଲୁଟ୍
ଡେରାବିଶ, ୨୬।୯ (ବାର୍ତ୍ତାଦାତା ଅଜୟ ଦାସ): ନିକିରେଇ ଥାନା ଅନ୍ତର୍ଗତ ଡେରାବିଶ ବ୍ଲକ ଛୋଟୀ ପଞ୍ଚାୟତର ଛୋଟୀ ଗ୍ରାମରେ ଗୃହକର୍ତ୍ତାଙ୍କ ଅନୁପସ୍ଥିତିର ସୁଯୋଗ ନେଇ ଶୁକ୍ରବାର ବିଳମ୍ବିତ…
ଆସନ୍ତା ଦୁର୍ଗା ପୂଜା ପାଇଁ ପ୍ରସ୍ତୁତି ଜୋର୍ଦାର: ମୂର୍ତ୍ତି ନିର୍ମାଣରେ ନିମଗ୍ନ କାରିଗର
ଦାରିଙ୍ଗବାଡ଼ି,୨୬ା୯(ଅରୁଣ ସାହୁ): ଆଗକୁ ପାର୍ବଣ ଋତୁ। ଏଥିପାଇଁ ଚାରିଆଡ଼େ ଚଳଚଞ୍ଚଳ। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଏହି ପର୍ବ ପାଳନ ପାଇଁ ମା’…
ବିବାଦ ଭିତରେ ନିର୍ବାଚନ କମିଶନରଙ୍କ ବଡ଼ ବୈଠକ: CEC ଓ ଦୁଇ କମିଶନରଙ୍କ ଉପସ୍ଥିତିରେ ନେଲେ ବଡ଼ ନିଷ୍ପତ୍ତି!
ନୂଆଦିଲ୍ଲୀ,୨୬।୯: ଦେଶର ମୁଖ୍ୟ ନିର୍ୱାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଲାଗିରହିଥିବା ବିବାଦ ମଧ୍ୟରେ ନିର୍ୱାଚନ ଆୟୋଗ ଶନିବାର (୨୬ ସେପ୍ଟେମ୍ୱର, ୨୦୨୬) ଏକ ଗୁରୁତ୍ୱପୂର୍ଣ୍ଣ…

