ଦ୍ୱିତୀୟ ଲହରରେ ଗଞ୍ଜାମରୁ ୩୯ ଜଣଙ୍କ ମୁଣ୍ଡ ନେଲାଣି କରୋନା

ଛତ୍ରପୁର,୪।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଆଉ ୨ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ କରୋନାର ଦ୍ୱିତୀୟ ଲହରରେ ଗଞ୍ଜାମ ଜିଲାରୁ ୩୯ ଜଣଙ୍କ ଜୀବନ ଗଲାଣି।
ମିଳିଥିବା ସୂଚନା ଅନୁସାରେ, କରୋନାର ପ୍ରଥମ ଓ ଦ୍ୱିତୀୟ ଲହରରେ ଏଯାବତ ୨୮୭ ଜଣଙ୍କ ମୃତ୍ୟୁ ଘଟିଛି। ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା ଜିଲାରେ କମି କମି ଆସୁଥିବାବେଳେ ମୃତ୍ୟୁ ନେଇ ଚିନ୍ତା ବଢୁଛି । ଶୁକ୍ରବାର ଜିଲାର ଆଉ ୧୫୩ ଜଣ କରୋନାରେ ସଂକ୍ରମିତ ହୋଇଛନ୍ତି । ଏବେବି ଜିଲାରେ ୧ ହଜାରରୁ ଊର୍ଦ୍ଧ୍ୱ ଆକ୍ଟିଭ କେସ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ମହତ୍ କାମ: ବାଲୁଙ୍କୀ ଦାଶ ସ୍ମୃତି ପାଠାଗାର ଜମିକୁ ଜିଲା ପ୍ରଶାସନକୁ ହସ୍ତାନ୍ତରଣ କଲେ…

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ଅଧିନରେ ରହିଥିବା ସ୍ଥାନୀୟ ସରକାରୀ ଡ଼ାକ୍ତରଖାନା ସମ୍ମୁଖସ୍ଥ ବାଲୁଙ୍କୀ ଦାଶ ସ୍କୃତି ପାଠାଗାର ଜମିକୁ ବୁଧବାର ଜିଲା…

ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: ମାର୍ଚ୍ଚ ୧୧ରେ ଶୁଭଖୁଣ୍ଟି ସ୍ଥାପନ,ମେ’ ୨୦ରେ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ବୁଧବାର ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri