ସ୍ବାଧୀନତା ଦିବସର ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ୧୪ ଦେଶର ଯୁବବର୍ଗ…

ନୂଆଦିଲ୍ଲୀ, ୧୧।୮ ସ୍ବାଧୀନତା ଦିବସ ଉପଲକ୍ଷେ ୯ ଅଗଷ୍ଟରୁ ୧୭ ଅଗଷ୍ଟ ପର୍ଯ୍ୟନ୍ତ ଅନୁଷ୍ଠିତ ହେଉଥିବା ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ୧୪ ଦେଶର ଯୁବବର୍ଗ ଅଂଶଗ୍ରହଣ କରିଛନ୍ତି। ସ୍ବାଧୀନତା ଦିବସ ପାଳନ ଅବସରରେ ପ୍ରଥମ ଥର ପାଇଁ ଏଭଳି ଏକ ସ୍ବତନ୍ତ୍ର ଯୁବବର୍ଗଙ୍କ ମଧ୍ୟରେ ଭାବ ଆଦାନ ପ୍ରଦାନ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ଏହି ସମାରୋହରେ ଯୋଗଦେବା ପାଇଁ ଆମେରିକା, ବ୍ରିଟେନ, ଆର୍ଜେଣ୍ଟିନା, ବ୍ରାଜିଲ, ଫିଜି, ଇଣ୍ଡୋନେସିଆ, କିରଗିଜସ୍ତାନ, ମାଳଦ୍ୱୀପ, ମରିସସ, ମୋଜାମ୍ବିକ, ନାଇଜେରିଆ, ସେଚେଲ୍ସ, ୟୁଏଇ ଏବଂ ଉଜବେକିସ୍ତାନର ମୋଟ ୨୬ ଅଧିକାରୀ, ପର୍ଯ୍ୟବେକ୍ଷକ ଏବଂ ୧୨୭ କ୍ୟାଡେଟ ଯୁବବର୍ଗ ଭାରତ ଆସିଛନ୍ତି।

ଲାଲ କିଲ୍ଳାରେ ମୁଖ୍ୟ କାର୍ଯ୍ୟକ୍ରମରେ ଯୋଗଦେବା ସହିତ ଯୁବବର୍ଗମାନେ ଦିଲ୍ଲୀ ଏବଂ ଆଗ୍ରାରେ ସାଂସ୍କୃତିକ ଏବଂ ଐତିହାସିକ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ପରିଦର୍ଶନ କରିବେ। ବିଭିନ୍ନ ଦେଶରେ ଆୟୋଜିତ ଦେଶବ୍ୟାପୀ ପ୍ରତିଯୋଗିତା ମାଧ୍ୟମରେ ୧୨୭ ଯୁବବର୍ଗଙ୍କୁ ଚୟନ କରାଯାଇଛି। ଯେଉଁଥିରେ ଲକ୍ଷ ଲକ୍ଷ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁଧୁରୁନି ପାକିସ୍ତାନ: ଆଫଗାନିସ୍ତାନ ଉପରେ କଲା ବଡ଼ ଆକ୍ରମଣ

ଇସଲାମାବାଦ୍‌,୧୦।୬: ପାକିସ୍ତାନ ପୁଣି ଥରେ ଆଫଗାନିସ୍ତାନରେ ବିମାନ ଆକ୍ରମଣ କରିଛି। ଫଳରେ ୧୩ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ୧୪ ଜଣ ଆହତ ହୋଇଛନ୍ତି। ତାଲିବାନର ମୁଖ୍ୟ…

ସରକାରଙ୍କ ବଡ଼ ପଦକ୍ଷେପ, ଶେଷ ହେବ ‘ଦୁଇ ସନ୍ତାନ’ ନିୟମ

ଇନ୍ଦୋର,୧୦।୬: ମଧ୍ୟପ୍ରଦେଶ ସରକାର ଚାକିରି ଆଶାୟୀ ଏବଂ ବର୍ତ୍ତମାନର ସରକାରୀ କର୍ମଚାରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ମୋହନ ଯାଦବ ପ୍ରଶାସନ ୨୩ ବର୍ଷ ପୁରୁଣା ‘ଦୁଇ…

ଟିମ ଇଣ୍ଡିଆରେ ସ୍ଥାନ ପାଇବା ପରେ ପ୍ରଥମଥର ଏମିତି କାରନାମା କଲେ ବୈଭବ ସୂର୍ଯ୍ୟବଂଶୀ: ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧୦।୬: ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ଭାରତ ଏ ଦଳ ସହିତ ଶ୍ରୀଲଙ୍କା ଗସ୍ତରେ ଯାଇଛନ୍ତି। ସେଠାରେ ଏକ ଦିନିକିଆ ସିରିଜ ଚାଲିଛି। ଏଥିରେ ଭାରତ ଏ, ଶ୍ରୀଲଙ୍କା…

ସରକାରଙ୍କ ବଡ଼ ଘୋଷଣା: ମେଟ୍ରୋ, ବସ୍‌ରେ ଅଫିସ ଯିବାଆସିବା କରୁଥିବା କର୍ମଚାରୀଙ୍କୁ ମିଳିବ ଅଧିକ ଦରମା

ନୂଆଦିଲ୍ଲୀ,୧୦।୬: ଦିଲ୍ଲୀ ସରକାର ନିଜ କର୍ମଚାରୀଙ୍କ ହିତ ପାଇଁ ଏବଂ ବଢୁଥିବା ଇନ୍ଧନ (ଫ୍ୟୁଏଲ) ସଙ୍କଟର ମୁକାବିଲା କରିବା ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସରକାର…

ମୀନାକ୍ଷୀ ନଟରାଜନଙ୍କ ନାମାଙ୍କନପତ୍ର ଖାରଜ, ଆଜି ହୋଇପାରେ ଆଲୋଚନା

ଭୋପାଳ,୧୦ା୬: ମଧ୍ୟପ୍ରଦେଶରୁ ରାଜ୍ୟ ସଭାରେ ଖାଲି ପଡ଼ିବାକୁ ଥିବା ୩ଟି ଆସନ ଲାଗି ନିର୍ବାଚନ ହେବାକୁ ଯାଉଥିବାବେଳେ ଭାଜପାର ଏକ ଅଭିଯୋଗ ଆଧାରରେ କଂଗ୍ରେସ ପ୍ରାର୍ଥୀ ମୀନାକ୍ଷୀ…

ଆମେରିକା-ଇରାନ ଡିଲ୍‌ ଫାଇଲ କ୍ଲୋଜ? ଆମେରିକାର ବିମାନ ଆକ୍ରମଣରେ ୮ ସହର ଧୂଆଁରେ ଆଚ୍ଛାଦିତ

ତେହରାନ,୧୦।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ଆଲୋଚନା ସ୍ଥଗିତ ଥିବା ପରି ମନେ ହେଉଛି। ଏକ ଆମେରିକୀୟ ଆପାଚେ ହେଲିକପ୍ଟରକୁ ଖସାଇ ଦେବା…

ନେହେରୁଙ୍କୁ ଟପିଲେ ମୋଦି: ଦେଶର ରାଜନୀତିରେ ନୂତନ ଅଧ୍ୟାୟ

ନୂଆଦିଲ୍ଲୀ,୧୦।୬: ଜୁନ ୧୦ ଅର୍ଥାତ୍‌ ଆଜି ଦେଶର ରାଜନୀତିରେ ଏକ ନୂତନ ଅଧ୍ୟାୟ ଲେଖାହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ…

ହର୍ମୁଜରେ ଜାହାଜ ଚଳାଚଳ ବନ୍ଦ, ଇରାନ ଉପରେ ଜୋରଦାର ଆକ୍ରମଣ କଲା ଆମେରିକା

ତେହରାନ,୧୦।୬: ଓମାନ ଉପକୂଳରେ ଆମେରିକୀୟ ସେନାର ଏକ ଆପାଚି ହେଲିକପ୍ଟରକୁ ଖସାଇ ଦେବା ପରେ ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧ ଭଳି ପରିସ୍ଥିତି ସୃଷ୍ଟି ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri