Posted inରାଜ୍ୟ

ରାଜ୍ୟରେ ସୁସ୍ଥ ହେଲେ ୩୩୮ କରୋନା ଆକ୍ରାନ୍ତ

ରାଜ୍ୟରେ ରବିବାର ୩୩୮ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଖୋର୍ଦ୍ଧାରୁ ସୁସ୍ଥ ହୋଇଛନ୍ତି ସର୍ବାଧିକ ୪୯ ଜଣ। ସେହିଭଳି ସୁନ୍ଦରଗଡ଼ରୁ ୩୬, ଭଦ୍ରକରୁ, କଟକ ୨୧, ବାଲେଶ୍ବରରୁ ୨୦, ଅନୁଗୁଳ, ମୟୁରଭଞ୍ଜରୁ ୧୮, ବରଗଡ଼ ୧୭ , କଳାହାଣ୍ଡି, ପୁରୀରୁ ୧୫, ଝାରସୁଗୁଡ଼ାରୁ ୧୪, ନୂଆପଡ଼ାରୁ ୧୨, ସମ୍ବଲପୁରରୁ ୧୦, ଯାଜପୁର, କେନ୍ଦୁଝରରୁ ୯, ଜଗତସିଂହପୁରୁ ୮, ବଲାଙ୍ଗୀର, ଗଞ୍ଜାମରୁ ୬, କେନ୍ଦ୍ରାପଡ଼ାରୁ ୫, ଦେବଗଡ଼, ଢ଼େଙ୍କାନାଳ, ରାୟଗଡ଼ା ୩, କୋରାପୁଟ, ନବରଙ୍ଗପୁର, ନୟାଗଡ଼ରୁ ୨, ସୁବର୍ଣ୍ଣପୁରରୁ ୧ ଓ ଷ୍ଟେଟ ପୁଲରୁ ୧୩ଜଣ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କୁ ମିଶାଇ ରାଜ୍ୟରେ ଏପର୍ଯ୍ୟନ୍ତ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚତ୍ଛି ୩,୨୧,୬୪୭ରେ। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri