ପୁଣି ରାଜ୍ୟରେ ୧୩ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୯।୧୦(ବ୍ୟୁରୋ): ରାଜ୍ୟରେ ଗୁରୁବାର ଆଉ ୧୩ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୨୯୭ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ରାଜ୍ୟରେ କରୋନା ମୃତ୍ୟୁ ହାର ବଢ଼ିଚାଲିଛି। ଯାହାକି ଚିନ୍ତାର ବିଷୟ ହୋଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରାରେ ଯୋଗଦେଇ ପାରିବେନି ଜିଲା ବାହାର ଲୋକ

ବ୍ରହ୍ମପୁର ଅଫିସ୍‌,୨୧ା୩: ବ୍ରହ୍ମପୁର ମା’ ବୁଢ଼ୀ ଠାକୁରାଣୀଙ୍କ ଦ୍ୱିବାର୍ଷିକ ଯାତ୍ରାକୁ ନେଇ ନାନା ଦ୍ୱନ୍ଦ୍ୱ ଦେଖାଦେଇଥିବା ବେଳେ ରବିବାର ସ୍ଥାନୀୟ ଲୋକ ପ୍ରତିନିଧି, ପ୍ରଶାସନ ଓ...

ତିକ୍ତତାର ଅଠା ଖିଅରେ ବର୍ଷା-ଅନୁଭବ

ଉତ୍ତମ-ଅପରାଜିତା, ବିଜୟ-ତନ୍ଦ୍ରା, ଶ୍ରୀରାମ-ତ୍ରିପୁରା, ସିଦ୍ଧାନ୍ତ-ମାମା, ଦୁଷ୍ମନ୍ତ-କାଜଲ, ବବି-କୋଏଲଙ୍କ ପରେ ଅନୁଭବ-ବର୍ଷା। ରିଲ୍‌ ଲାଇଫ୍‌ରୁ ରିଏଲ ଲାଇଫ୍‌ର ଯାତ୍ରାକୁ ନେଇ ଏହି ଯୋଡ଼ିଙ୍କ ନଁା ଚର୍ଚ୍ଚାରେ। ହେଲେ...

ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ୍‌ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦ା୧୧(ବ୍ୟୁରୋ): ମେକ୍‌-ଇନ୍‌-ଓଡ଼ିଶା କନକ୍ଲେଭ୍‌ର ତୃତୀୟ ସଂସ୍କରଣକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଉଦ୍‌ଘାଟନ କରିଛନ୍ତି। ଜନତା ମଇଦାନରେ ଅନୁଷ୍ଠିତ ହେଉଥିବା ଏହି କନ୍‌କ୍ଲେଭକୁ ଏକ ସ୍ବତନ୍ତ୍ର...

ପୁଣି କଟକରୁ ନକଲି ସିମେଣ୍ଟ କାରଖାନା ଠାବ

କଟକ ଅଫିସ, ୨୩।୨: କଟକରୁ ମଙ୍ଗଳବାର ପୁଣି ନକଲି ସିମେଣ୍ଟ କାରଖାନା ଠାବ ହୋଇଛି। କମିଶନରେଟ ପୋଲିସ ନକଲି ସିମେଣ୍ଟ ଗୋଦାମ ଘରେ ଚଢ଼ାଉ କରି...

ପିପିପିକୁ ଯିବ ଭୁବନେଶ୍ୱର ବିମାନବନ୍ଦର

ନୂଆଦିଲ୍ଲୀ,୨୬।୮: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ନ୍ୟାଶନାଲ ମନିଟାଇଜେଶନ ପାଇପ୍‌ଲାଇନ ଯୋଜନା ସମ୍ପର୍କରେ ସୋମବାର ଘୋଷଣା କରିଥିଲେ। ଏଥିରେ ଭୁବନେଶ୍ୱର ବିମାନବନ୍ଦରର ୯୦୦ କୋଟି ଟଙ୍କାର ସମ୍ପତ୍ତି...

ବସ୍ତା ବିଧାୟକଙ୍କୁ ହତ୍ୟା ଧମକ

ବସ୍ତା,୧୩।୯(ଡି.ଏନ.ଏ.): ବାଲେଶ୍ୱର ଜିଲା ବସ୍ତା ନିର୍ବାଚନମଣ୍ଡଳୀ ବିଧାୟକ ନିତ୍ୟାନନ୍ଦ ସାହୁଙ୍କୁ ହତ୍ୟା ଧମକ ମିଳିଛି। ଏହି ଖବର ପ୍ରଚାରିତ ହେବା ପରେ ସାରା ଜିଲାରେ ଏହା...

ମାସ୍କ ନ ମିଳିବାରୁ ରାଗିଲେ ଡାକ୍ତର

ବିଶାଖାପଟନମ,୭।୪: କରୋନା ସଂକ୍ରମଣଠାରୁ ଦୂରେଇ ରହିବାକୁ ସାଧାରଣ ଲୋକଙ୍କୁ ମାସ୍କ ପିନ୍ଧିବା ଜରୁରୀ ବୋଲି କିଛି ରାଜ୍ୟରେ ଘୋଷଣା କରାଯାଇଛି। ହେଲେ ଯେଉଁଠି ଡାକ୍ତରଙ୍କ ପାଇଁ...

ଆଜି ହେରାପଞ୍ଚମୀ

ପୁରୀ ଅଫିସ,୧୬।୭: ଆଷାଢ଼ ମାସ ଶୁକ୍ଳପକ୍ଷ ଷଷ୍ଠୀ ତିଥିରେ ଶୁକ୍ରବାର ହେରାପଞ୍ଚମୀରେ ମା’ ମହାଲକ୍ଷ୍ମୀ ଶ୍ରୀଗୁଣ୍ଡିଚା ମନ୍ଦିରରେ ଥିବା ମହାପ୍ରଭୁଙ୍କ ନିକଟକୁ ବିଜେ କରିବେ। ତାଙ୍କୁ...

Advertisement
Archives

Model This Week