କମୁନି କରୋନା ମୃତ୍ୟୁ ହାର : ପୁଣି ରାଜ୍ୟରେ ୧୭ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୭ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୫୬୦ ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ୪ ଓ ସମ୍ବଲପୁରରୁ ୩ ଜଣ ଅଛନ୍ତି। ଜଗତସିଂହପୁର, ସୁବର୍ଣ୍ଣପୁର ଜିଲାରୁ ୨ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟଛି। ଏହାବ୍ୟତୀତ ଭୁବନେଶ୍ୱର, ଭଦ୍ରକ, ବରଗଡ଼ ପୁରୀ, ଗଞ୍ଜାମ ଓ କଟକ ଜିଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି।
ତେବେ ରାଜ୍ୟରେ କରୋନା ପଜିଟିଭ୍‌ଙ୍କ ସଂଖ୍ୟା କମୁଥିବା ବେଳେ କରୋନା ମୃତ୍ୟୁ ହାର କମିବାର ନାଁ ନେଉନି। ଯାହାକି ଚିନ୍ତାର ବିଷୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ଫେରିଲେ ଇଣ୍ଡିଆନ ଆଇଡଲ ବିଜେତା ଜ୍ୟୋତିର୍ମୟୀ, କହିଲେ ମହାପ୍ରଭୁଙ୍କ ଜଗନ୍ନାଥଙ୍କ ପାଇଁ…

ଭୁବନେଶ୍ୱର,୨୭ା୭: ଓଡ଼ିଶା ଫେରିଛନ୍ତି ଇଣ୍ଡିଆନ ଆଇଡଲ ବିଜେତା ଜ୍ୟୋତିର୍ମୟୀ ନାୟକ। ଇଣ୍ଡିଆନ ଆଇଡଲ ଟ୍ରଫି ସହ ଜ୍ୟୋତିର୍ମୟୀ ସୋମବାର ସକାଳେ ଆସି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି।…

ଏଇ ଭାରତରେ

ଉତ୍ତରପ୍ରଦେଶ କାନପୁର, ପ୍ରୟାଗରାଜ ଓ ଫାରୁଖାବାଦର ବିଭିନ୍ନ ପ୍ରାଥମିକ ବିଦ୍ୟାଳୟରେ ୧୦,୦୦୦ରୁ ଊର୍ଦ୍ଧ୍ୱ ଗଛ ଲଗାଯାଇଥିବାବେଳେ ସେଥିରୁ ୭୫ ପ୍ରତିଶତ ଗଛ ବଞ୍ଚାଇବାରେ ସଫଳ ହୋଇଛନ୍ତି ପିଲମାନେ।…

ଗଣଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ନବୀନ: କହିଲେ-ଧର୍ମେନ୍ଦ୍ର ପ୍ରଧାନଙ୍କ ଭଳି…

ଭୁବନେଶ୍ୱର, ୨୭।୭: ପ୍ରଥମରୁ ଅଷ୍ଟମ ପାଠ୍ୟ ପୁସ୍ତକ ତ୍ରୁଟି ପ୍ରସଙ୍ଗରେ ସରକାରଙ୍କୁ ଘେରିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ନବୀନ ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ…

ସବୁଜ ବିକାଶର ଭିତ୍ତିଭୂମି

ଧୁନିକ ଯୁଗରେ ଶକ୍ତି ହେଉଛି ବିକାଶର ମୂଳ ଆଧାର। ବିଦ୍ୟୁତ୍‌ ବିନା ଆଜିର ଜୀବନଯାତ୍ରାକୁ କଳ୍ପନା କରିବା ଅସମ୍ଭବ। କିନ୍ତୁ ଜନସଂଖ୍ୟା ବୃଦ୍ଧି, ଶିଳ୍ପାୟନ ଓ ସହରୀକରଣ…

ଗାଦିଚ୍ୟୁତ ହେବେ ଭାଜପା ସରକାର! CJP ପରେ ମୁଣ୍ଡ ଟେକିଲାଣି RHA; ୩୫ ଲକ୍ଷ ଫଲୋୟର୍ସ, E20 ଜନତା ପାର୍ଟି ବି ଦେଲାଣି ଟେନସନ

ନୂଆଦିଲ୍ଲୀ,୨୭।୭: ‘କକ୍ରୋଚ ଜନତା ପାର୍ଟି’ (CJP) ସୋସିଆଲ ମିଡିଆ – ବିଶେଷକରି ଇନଷ୍ଟାଗ୍ରାମ – ମାଧ୍ୟମରେ ଏତେ ବଡ଼ ପ୍ରତିବାଦ କରିଥିଲା ଯେ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଶିକ୍ଷାମନ୍ତ୍ରୀ…

ବିଭବେ ସ୍ବଭାବ ନଷ୍ଟ

ମଣିଷର ସ୍ବଭାବ ବା ପ୍ରକୃତି ଜନ୍ମଗତ, ଯାହାକୁ ନେଇ ସେ ଜନ୍ମ ହୋଇଥାଏ ଏବଂ ମୃତୁ୍ୟୁ ପର୍ଯ୍ୟନ୍ତ ଛାଡ଼ି ପାରେନା। ତେଣୁ ହୁଏତ କୁହାଯାଏ ‘ମଣିଷ ପ୍ରକୃତି…

ଯୁଦ୍ଧର ଦେୟ ମହଙ୍ଗା ପଡ଼ିପାରେ

ପ୍ରଥମ ବିଶ୍ୱଯୁଦ୍ଧ (ଜୁଲାଇ ୧୯୧୪- ନଭେମ୍ବର ୧୯୧୮)ର ଅବସାନ ହୋଇଥାଏ, ଏବେ କ୍ଳାନ୍ତି ମେଣ୍ଟାଇବାର ସମୟ। ୩ ମିତ୍ରଶକ୍ତି ପ୍ରାୟ ଛଅ ମିଲିୟନ ମାନବ ସମ୍ବଳ ହରେଇବା…

୫ବର୍ଷରେ ବାଦ୍‌ ପଡ଼ିଲେଣି ୭୪.୮୯ଲକ୍ଷ ଭୋଟର

ଭୁବନେଶ୍ୱର,୨୭ା୭ (ରବିନାରାୟଣ ଜେନା): ଭାରତର ନିର୍ବାଚନ ଆୟୋଗ (ଇସିଆଇ)ଙ୍କ ପକ୍ଷରୁ ରାଜ୍ୟରେ ଭୋଟରତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟା ଜାରି ରହିଛି। ଗତ ୫ତାରିଖରେ ଭୋଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri