Posted inUncategorized

ପୁଣି ରାଜ୍ୟରେ ୧୭ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୭ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୦୫୭ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ରାଜ୍ୟରେ କରୋନା ପଜିଟିଭ୍‌ଙ୍କ ସଂଖ୍ୟା କମୁଥିବା ବେଳେ କରୋନା ମୃତ୍ୟୁ ହାର ବଢ଼ିଚାଲିଛି। ଯାହାକି ଚିନ୍ତାର ବିଷୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inUncategorized View All

ବ୍ୟକ୍ତିଠାରେ ଏହି ଗୁଣ ରହିବା ଆବଶ୍ୟକ, ଯାହା କେବେ ପ୍ରେମ, ବୈବାହିକ ଜୀବନକୁ ହେବାକୁ ଦେବ ନାହିଁ ବିଫଳ

ପ୍ରେମ ଏବଂ ବୈବାହିକ ସମ୍ପର୍କ ମଣିଷ ପାଇଁ ଗୁରୁତ୍ୱପୂର୍ଣ୍ଣ ଏବଂ ପବିତ୍ର ବୋଲି ବିବେଚନା କରାଯାଏ। ଜଣେ ବ୍ୟକ୍ତି ଏହି ଦୁଇଟି ସମ୍ପର୍କରେ କେବେ ବିଫଳ...

ଉନ୍ନୟନ ପ୍ରକଳ୍ପ ଉଦ୍‌ଘାଟନ, ଭିତ୍ତିପ୍ରସ୍ତର ସ୍ଥାପନ

କଣିହାଁ, ୧୩ା୧(ଡି.ଏନ.ଏ.):  ପାଲଲହଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ରେଙ୍ଗାଳି ଡ୍ୟାମ ସାଇଟ ଥାନା ଅଞ୍ଚଳକୁ ଶନିବାର ଏମପି ମହେଶ ସାହୁ ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ...

ତୁଟିଲା ଟୋକନ ବିବାଦ: ନଡ଼ିଆ ଫଟାଇ ଧାନବିକ୍ରିର ଶୁଭାରମ୍ଭ କଲେ ଚାଷୀ

ବରଗଡ଼ ଅଫିସ,୨୨।୧୧: ରାଜ୍ୟ ସରକାରଙ୍କ ଟୋକନ ବ୍ୟବସ୍ଥାକୁ ନେଇ ଗତ କିଛିଦିନ ଧରି ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାରେ ଦେଖାଯାଇଥିବା ଅଚଳାବସ୍ଥା ଆପାତତଃ ଦୂର ହୋଇଛି।...

ଆନନ୍ଦପୁରରେ ସ୍ବାଧୀନତା ଦିବସ

ଆନନ୍ଦପୁର, ୧୫।୮(ସ୍ବ.ପ୍ର): କେନ୍ଦୁଝର ଜିଲା ଆନନ୍ଦପୁର ଷ୍ଟାଡିୟମରେ ୭୩ତମ ସ୍ବାଧୀନତା ଦିବସ ପାଳନ କରାଯାଇଛି। ଆନନ୍ଦପୁର ଉପଜିଲାପାଳ ରବୀନ୍ଦ୍ର କୁମାର ସାହୁ ମୁଖ୍ୟ ଅତିଥି ଭାବେ...

ସାନ ରାମଚନ୍ଦ୍ରପୁରରେ ଗୋଷ୍ଠୀ ସଂଘର୍ଷ: ପୋଲିସର ମୃଦୁ ଲାଠିଚାଳନା, ୭୦ରୁ ଉର୍ଦ୍ଧ୍ୱ ଅଟକ

ଗଞ୍ଜାମ,୨୩ା୬(ଡି.ଏନ.ଏ.)-ରମ୍ଭା ଥାନା ଗଞ୍ଜାମ ବ୍ଲକ ସାନ ରାମଚନ୍ଦ୍ରପୁର ଗ୍ରାମରେ ଓଡିଆର୍‌ପି ଯୋଜନାରେ ମିଳୁଥିବା ଗୃହକୁ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ୪ ବର୍ଷରୁ ଉର୍ଦ୍ଧ୍ୱ ହେବ ଛକାପଞ୍ଝା...

ଚାଇନା କୋଇଲା ଖଣି ବିସ୍ଫୋରଣ: ୧୪ ମୃତ

ବେଜିଂ,୧୭।୧୨: ଚାଇନାରେ ଏକ କୋଇଲା ଖଣିରେ ବିସ୍ଫୋରଣ ହେବା ଫଳରେ ୧୪ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଖଣିରେ ପାଖାପାଖି ୩୪୬ ଶ୍ରମିକ କାମ କରୁଥିବା...

ନ୍ୟାୟ ନ ମିଳିବାରୁ ୨ ସନ୍ତାନଙ୍କ ସହ ପାଣି ଟାଙ୍କିରେ ଚଢ଼ିଲେ ମହିଳା

ଲକ୍ଷ୍ନୌ, ୯।୯: ଉତ୍ତର ପ୍ରଦେଶର ଭଦୋହୀ ଜିଲାରୁ ଚକିତ କଲା ଭଳି ଏକ ମାମଲା ସାମ୍ନାକୁ ଆସିଛି। ଜମିବାଡ଼ି ମାମଲାରେ ନ୍ୟାୟ ନ ମିଳିବାରୁ ଜଣେ...


Coronavirus Update

Archives

Model This Week

Why Dharitri