ବ୍ରିଟେନରେ କରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ଟପିଲା

ଲଣ୍ଡନ,୨୭।୧: ବ୍ରିଟେନରେ କରୋନା ମୃତ୍ୟୁସଂଖ୍ୟା ୧ ଲକ୍ଷ ଟପିଛି। ପ୍ରଧାନମନ୍ତ୍ରୀ ବୋରିସ ଜନସନ ଏନେଇ ଦୁଃଖ ପ୍ରକାଶ କରିବା ନିଜ ମୁଣ୍ଡକୁ ଦାୟିତ୍ୱ ନେଇଛନ୍ତି। କରୋନା ମୃତ୍ୟୁରେ ଦୁଃଖ ପ୍ରକାଶ କରି ପ୍ରଧାନମନ୍ତ୍ରୀ ଜନସନ କହିଛନ୍ତି ଯେ ମୁଁ ଏଥିପାଇଁ ସମ୍ପୂର୍ଣ୍ଣ ଦାୟିତ୍ୱ ଗ୍ରହଣ କରୁଛି। ଯେଉଁମାନେ ନିଜର ପ୍ରିୟଜନଙ୍କୁ ହରାଇଛନ୍ତି ମୁଁ ସେମାନଙ୍କୁ ସମବେଦନା ଜଣାଇବାକୁ ଚାହେଁ। ଏକ ଖବରଦାତା ସମ୍ମିଳନୀରେ ସେ କହିଛନ୍ତି ଯେ ଏହାକୁ ନିୟନ୍ତ୍ରଣ କରିବା ପାଇଁ ଆମର ମନ୍ତ୍ରୀମାନେ ଯଥାସମ୍ଭବ ଉଦ୍ୟମ କରିଛନ୍ତି। ସେ ଏହା ମଧ୍ୟ କହିଛନ୍ତି ଯେ ମୃତକଙ୍କ ସମ୍ପର୍କୀୟଙ୍କ ଦୁଃଖ କମିପାରିବ ନାହିଁ। ଏହା ଏକ ଭଲ ବିଷୟ ଯେ ଟିକା ନେବା ଆରମ୍ଭ ହେବା ପରେ ମାମଲାଗୁଡ଼ିକରେ ହ୍ରାସ ଘଟିଛି। ଜାତୀୟ ପରିସଂଖ୍ୟାନ କାର୍ଯ୍ୟାଳୟର ମୃତ୍ୟୁ ମୂଲ୍ୟାଙ୍କନ ପ୍ରମାଣପତ୍ରର ପରିସଂଖ୍ୟାନରୁ ଜଣାପଡିଛି ଯେ ଗତବର୍ଷଠାରୁ ବ୍ରିଟେନ୍‌ରେ ପ୍ରାୟ ୧ ଲକ୍ଷ ୪ ହଜାର ଲୋକଙ୍କର କରୋନା ଯୋଗୁ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁଏନ୍‌ଏସ୍‌ସିରେ କଶ୍ମୀର ଆଲୋଚନା: ଅନୁରୋଧ ପ୍ରତ୍ୟାହାର କଲା ଚାଇନା

ଜାତିସଂଘ,୧୯।୧୨(ପି.ଟି): ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି)ରେ ଜମ୍ମୁ-କଶ୍ମୀର ସ୍ଥିତି ସମ୍ପର୍କରେ ଆଲୋଚନା ପାଇଁ ପୂର୍ବରୁ ଚାଇନା କରିଥିବା ଅନୁରୋଧକୁ ପ୍ରତ୍ୟାହାର କରିନେଇଛି। କଶ୍ମୀର ସ୍ଥିତିକୁ ନେଇ...

କରୋନାରେ ଅଧିକ ମରୁଛନ୍ତି ଅଣଶ୍ୱେତାଙ୍ଗ ଆମେରିକୀୟ

ଓ୍ବାଶିଂଟନ,୧୧ା୪: ମହାମାରୀ କରୋନା ସଂକ୍ରମଣରେ ଯୁକ୍ତରାଷ୍ଟ୍ର ଆମେରିକା ସର୍ବାଧିକ ପ୍ରଭାବିତ ହୋଇଛି। ସେଠାରେ ସଂକ୍ରମିତଙ୍କ ସଂଖ୍ୟା ୪,୬୮,୮୯୫ରେ ପହଞ୍ଚତ୍ଥିବାବେଳେ ୧୬ ହଜାରରୁ ଅଧିକ ଲୋକଙ୍କ ଜୀବନ...

ମୁମ୍ବାଇ ଆକ୍ରମଣ ଅଭିଯୁକ୍ତ ତାହୱୁର ରାଣାଙ୍କୁ ଭାରତକୁ ପ୍ରତ୍ୟର୍ପଣ କରିବାକୁ ଚାହୁଁଛି ଆମେରିକା, କୋର୍ଟରେ ଅପିଲ…

ଓ୍ବାଶିଂଟନ,୬।୭ : ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ସରକାର ମୁମ୍ବାଇ ଆକ୍ରମଣ ଅଭିଯୁକ୍ତ ତାହୱୁର ରାଣାଙ୍କୁ ଶୀଘ୍ର ଭାରତକୁ ପ୍ରତ୍ୟର୍ପଣ କରିବାକୁ ଚାହୁଁଛନ୍ତି। ବାଇଡେନ ସରକାର...

ଏହି ଗାଁରେ କେହି ଦେଖିପାରନ୍ତି ନାହିଁ…

କାନାଡ଼ାର ଓଣ୍ଟୋରିଓ ପ୍ରଦେଶରେ ରହିଛି ତିଲ୍‌ଟେକ୍‌ ଗାଁ। ଏଠାରେ ଜୋପ୍‌ଟେକ ଜନଜାତିର ଲୋକେ ବାସ କରନ୍ତି। ଏମାନେ ଉତ୍ତର ଆମେରିକାରୁ ଆସିଥିବା ରେଡ୍‌ ଇଣ୍ଡିଆନ ସମ୍ପ୍ରଦାୟର।...

ହ୍ୟୁଷ୍ଟନକୁ ଚାବି ଉପହାର ଦେଲେ

ହ୍ୟୁଷ୍ଟନ,୨୩ା୯ (ପି.ଟି./ଆଇଏଏନ୍‌ଏସ୍‌): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହ୍ୟୁଷ୍ଟନ ସହରକୁ ଏକ ବଡ଼ ଚାବି ଉପହାର ଦେଇଛନ୍ତି। ସେ ଏନ୍‌ଆର୍‌ଜି ଷ୍ଟାଡିୟମ୍‌ ମଞ୍ଚରେ ପହଞ୍ଚତ୍ବା ପରେ ସେଠାରେ...

ପ୍ରଥମଥର ଲାଗି ରାଷ୍ଟ୍ରପତି ରହିଥିବା ନେତାଙ୍କର ଗିରଫ ହେବା ପରେ ପୋଲିସ ଉଠାଇଲା ଫଟୋ

ଓ୍ବାଶିଂଟନ,୨୫।୮: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଗୁରୁବାର ମଗ ସଟର ସାମ୍ନା କରିବାକୁ ପଡିଥିଲା। ଏଭଳି ପରିସ୍ଥିତିରେ ଡୋନାଲ୍ଡ ଟ୍ରମ୍ପ ହେଉଛନ୍ତି ପ୍ରଥମ ନେତା...

୩୦ବର୍ଷରୁ ଊର୍ଦ୍ଧ୍ୱଙ୍କୁ ବୁଷ୍ଟର ଡୋଜ୍‌

ଲଣ୍ଡନ,୧୨।୧୨: କରୋନାର ଓମିକ୍ରନ୍‌ ଭାରିଆଣ୍ଟ ସଂକ୍ରମଣ ବଢ଼ୁଥିବାରୁ ବ୍ରିଟେନରେ ୩୦ ବର୍ଷ ଓ ତଦୂର୍ଦ୍ଧ୍ୱ ବୟସର ଲୋକଙ୍କୁ କୋଭିଡ୍‌ ଟିକାର ବୁଷ୍ଟର ଡୋଜ୍‌ ଦେବା ନେଇ...

ବାଇଡେନଙ୍କ ଘୋଷଣା: ଲଢ଼ିବି ୨୦୨୪ ନିର୍ବାଚନ…

ଓ୍ବାଶିଂଟନ,୨୫।୪ : ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ମୁଁ ୨୦୨୪ ରାଷ୍ଟ୍ରପତି ନିର୍ବାଚନ ଲଢ଼ିବି। ତାଙ୍କ ଘୋଷଣା ପରେ...

Advertisement
Archives

Model This Week