Posted inଖେଳ

ମହିଳା ସିଙ୍ଗଲ୍ସରେ ବେନ୍‌ସିକ୍‌ଙ୍କୁ ସ୍ବର୍ଣ୍ଣ

ଟୋକିଓ,୧ା୮ (ଏପି)-ସୁଇଜରଲାଣ୍ଡର ବେଲିଣ୍ଡା ବେନ୍‌ସିକ୍‌ ଅଲିମ୍ପିକ ଟେନିସ ମହିଳା ସିଙ୍ଗଲ୍ସରେ ସ୍ବର୍ଣ୍ଣ ପଦକ ଲାଭ କରିଛନ୍ତି। ୧୨ତମ ର଼୍ୟାଙ୍କିଙ୍ଗପ୍ରାପ୍ତ ବେନ୍‌ସିକ୍‌ ଚେକ୍‌ ରିପବ୍ଲିକର ମାର୍କେଟା ଭୋନ୍ଦ୍ରୋସୋଭାଙ୍କୁ ୭-୫, ୨-୬, ୬-୩ ସେଟ୍‌ରେ ପରାସ୍ତ କରି ତାଙ୍କ କ୍ୟାରିୟରର ପ୍ରଥମ ପ୍ରମୁଖ ଟାଇଟଲ ହାସଲ କରିଛନ୍ତି। ବେନ୍‌ସିକ୍‌ ଆହୁରି ମଧ୍ୟ ମହିଳା ଡବଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। ବେନ୍‌ସିକ୍‌ ଓ ତାଙ୍କ ସୁଇସ୍‌ ପାର୍ଟନର ଭିକ୍ଟୋରିଜା ଗୋଲୁବିକ୍‌ ସ୍ବର୍ଣ୍ଣ ପଦକ ମୁକାବିଲାରେ ଟପ୍‌ ସିଡ୍‌ ଚେକ୍‌ ରିପବ୍ଲିକର ବାର୍ବୋରା କ୍ରୋଜ୍‌ସିକୋଭା ଓ କାଟରିନା ସିନିଆକୋଭାଙ୍କୁ ଭେଟିବେ।
ବ୍ରୋଞ୍ଜ ପଦକ ମୁକାବିଲାରେ ହାରିଲେ ଜୋକୋଭିଚ୍‌
ଅନ୍ୟପକ୍ଷରେ ପୁରୁଷ ସିଙ୍ଗଲ୍ସରେ ଏକ ଗୋଲ୍ଡେନ ସ୍ଲାମ ହାସଲ କରିବା ଲକ୍ଷ୍ୟ ନେଇ ଆସିଥିବା ସର୍ବୀୟ ଖେଳାଳି ନୋଭାକ୍‌ ଜୋକୋଭିଚ୍‌ ତାଙ୍କ ବ୍ରୋଞ୍ଜ ପଦକ ମୁକାବିଲାରେ ହାରିଯାଇଛନ୍ତି। ଏହି ଶୀର୍ଷ ର଼୍ୟାଙ୍କିଙ୍ଗପ୍ରାପ୍ତ ଖେଳାଳିଙ୍କୁ ସ୍ପେନର ପାବ୍‌ଲୋ କାରେନୋ ବୁଷ୍ଟା ୬-୪, ୬-୭ (୬), ୬-୩ ସେଟ୍‌ରେ ହରାଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅବସର ନେଲେ ଭାରତର ଏହି ଉଇକେଟକିପର ବ୍ୟାଟର, ଜାଣନ୍ତୁ…

ମୁମ୍ବାଇ, ୪ା୬- ଉଇକେଟକିପର ବ୍ୟାଟର କେଏସ୍‌ ଭରତ ଗୁରୁବାର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ସେ ଇନ୍‌ଷ୍ଟାଗ୍ରାମ ପୋଷ୍ଟ ଜରିଆରେ ଏହି ନେଇ ସୂଚନା ଦେଇଛନ୍ତି।…

62,81,17,91,250… ଏହା କୌଣସି ଫୋନ ନମ୍ବର ନୁହେଁ – ଏହା FIFA ବିଶ୍ୱକପ ପାଇଁ ପୁରସ୍କାର ରାଶି! କ୍ରିକେଟ ଜଗତ ବି ପଛରେ ରହିଯିବ

ନୂଆଦିଲ୍ଲୀ,୪।୬: ପ୍ରଥମ ନଜରରେ, ଏହି ଶିରୋନାମାଟିର ଆରମ୍ଭରେ ଆପଣଙ୍କୁ ଏହା ଏକ ମୋବାଇଲ ଫୋନ ନମ୍ବର ବୋଲି ଲାଗିପାରେ; ତଥାପି, ଏହା 2026 FIFA ବିଶ୍ୱକପ ପାଇଁ…

ଆଫଗାନିସ୍ତାନ ସିରିଜ୍‌ରୁ ବାଦ୍‌ପଡ଼ିଲେ କୋହଲି

ନୂଆଦିଲ୍ଲୀ, ୪ା୬: ବ୍ୟାଟିଂ ସୁପରଷ୍ଟାର ବିରାଟ କୋହଲି ହାମଷ୍ଟ୍ରିଙ୍ଗ ଇଞ୍ଜୁରୀ କାରଣରୁ ଆଗାମୀ ଆଫଗାନିସ୍ତାନ ବିପକ୍ଷ ଦିନିକିଆ ସିରିଜ୍‌ରୁ ବାଦ୍‌ ପଡ଼ିଛନ୍ତି। ସେହିପରି ପୂର୍ବତନ ଅଧିନାୟକ ରୋହିତ…

ଟିମ ଇଣ୍ଡିଆକୁ ମିଳିବ ନୂଆ ବସ୍‌, ଶ୍ରେୟସ ଆୟାର ହେବେ ଅଧିନାୟକ! IPLରେ ରହିଛନ୍ତି ସୁପରହିଟ

ନୂଆଦିଲ୍ଲୀ,୪।୬: ଟି-୨୦ କ୍ରିକେଟରେ ଟିମ ଇଣ୍ଡିଆକୁ ନୂଆ ବସ୍‌ ମିଳିବାକୁ ଯାଉଛି। ଜୁନ ୨୬ରୁ ଆରମ୍ଭ ହେଉଥିବା ଆୟରଲାଣ୍ଡ ବିପକ୍ଷରେ ଏବଂ ଜୁଲାଇ ୧ରୁ ଆରମ୍ଭ ହେଉଥିବା…

ବିରାଟ କୋହଲିଙ୍କ ପରେ ରୋହିତ ଶର୍ମା ମଧ୍ୟ ଦିନିକିଆ ସିରିଜରୁ ବାଦ୍‌; ସଂଯୋଗ ନା ଯୋଜନାବଦ୍ଧ ଷଡ଼ଯନ୍ତ୍ର? ଜାଣନ୍ତୁ…

ନୂଆଦିଲ୍ଲୀ,୪।୬: ଜୁନ ୧୩ ରୁ ଆରମ୍ଭ ହେଉଥିବା ଆଫଗାନିସ୍ତାନ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା ହୋଇଛି। ଏହି ସମୟରେ,…

ଆଫଗାନିସ୍ତାନ ବିପକ୍ଷ ସିରିଜ୍‌ ପୂର୍ବରୁ ଭାରତୀୟ ଦଳକୁ ଶକ୍ତ ଝଟ୍‌କା: କୋହଲି ବିଦା

ନୂଆଦିଲ୍ଲୀ,୪।୬: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ସିରିଜ ଆରମ୍ଭ ହେବାକୁ ଯାଉଛି। ପ୍ରଥମେ ଜୁନ ୬ରୁ ଏକ ଟେଷ୍ଟ ମ୍ୟାଚ ଖେଳାଯିବ। ଏହା ପରେ ଜୁନ ୧୩ରୁ…

ଜୁନ୍‌ ୯ରେ କ’ଣ କରିବେ ବିରାଟ କୋହଲି? ସାମ୍ନାକୁ ଆସିଲା ବଡ଼ ଖବର 

ନୂଆଦିଲ୍ଲୀ,୩।୬: ଆଇପିଏଲ ୨୦୨୬ର ରୋମାଞ୍ଚକର ସମାପ୍ତି ପରେ ଏବେ ପୁଣି ଥରେ ମଇଦାନକୁ ଓହ୍ଲାଇବା ପାଇଁ ପ୍ରସ୍ତୁତ ହେଉଛି ଭାରତୀୟ କ୍ରିକେଟ ଦଳ । ଆସନ୍ତା ଜୁନ…

IND vs AFG: ଆଫଗାନିସ୍ତାନ ବିପକ୍ଷ ମ୍ୟାଚରେ ଖେଳିବେନି ମହମ୍ମଦ ସିରାଜ! ସାମ୍ନାକୁ ଆସିଲା ବଡ଼ କାରଣ

ନୂଆଦିଲ୍ଲୀ,୩।୬: ଆଫଗାନିସ୍ତାନ ବିପକ୍ଷ ଟେଷ୍ଟ ମ୍ୟାଚ୍‌ରେ ଡାହାଣହାତୀ ଦ୍ରୁତ ବୋଲର ମହମ୍ମଦ ସିରାଜ ଖେଳିବା ସମ୍ଭାବନା ବହୁତ କମ୍ ରହିଛି । ଏହି ଟେଷ୍ଟ ମ୍ୟାଚ୍ ଜୁନ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri