Posted inଜାତୀୟ

ବାହାନଗା ଟ୍ରେନ୍‌ ଟ୍ରାଜେଡିକୁ ପୁରିଲା ବର୍ଷେ, ସକାଳୁ ସକାଳୁ ଆଉ ଏକ ବଡ଼ ଟ୍ରେନ୍‌ ଦୁର୍ଘଟଣା

ପଞ୍ଜାବ,୨।୬: ପୁଣି ଘଟିଛି ବଡ଼ ଟ୍ରେନ୍‌ ଦୁର୍ଘଟଣା। ବାହାନଗା ଟ୍ରେନ୍‌ ଟ୍ରାଜେଡିକୁ ଆଜି ବର୍ଷେ ପୁରୁଥିବାବେଳେ ଆଉ ଏକ ଟ୍ରେନ୍‌ ଟ୍ରାଡେଜି ହୋଇଛି। ଯେଉଁଥିରେ ଦୁଇ ଲୋକ ପାଇଲଟ ଗୁରୁତର ହୋଇଛନ୍ତି। ପଞ୍ଜାବର ଫତେହଗଡ ସାହିବର ସରହିନ୍ଦର ମାଧୋପୁର ନିକଟରେ ଏହି ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ଦୁଇ ମାଲବାହୀ ଟ୍ରେନ୍‌ ପରସ୍ପର ଧକ୍କା ହୋଇଛି । ଏଥିରେ ଦୁଇ ଟ୍ରେନ୍‌ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି।

ଆହତଙ୍କୁ ଶ୍ରୀ ଫତେହଗଡ ସାହିବ ସିଭିଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତେବେ ସେଠାରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ଉଭୟଙ୍କୁ ରାଜିନ୍ଦର ହସ୍ପିଟାଲ ପଟିଆଲାକୁ ରେଫର୍‌ କରାଯାଇଛି। ସେପଟେ ଦୁର୍ଘଟଣାସ୍ଥଳର ଭିଡିଓ ଓ ଫଟୋ ସାମ୍ନାକୁ ଆସିଛି। ଫଟୋରେ ଉଭୟ ଟ୍ରେନ ପୂରାପୁରି କ୍ଷତିଗ୍ରସ୍ତ ହୋଇ ପଡିଛି। ଏଯାଏଁ କୌଣସି କ୍ଷୟକ୍ଷତି ସମ୍ପର୍କିତ ସୂଚନା ମିଳିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଲାପଙ୍କୁ ପୋଡ଼ି ମାରିବାକୁ ଉଦ୍ୟମ କରିଥିଲେ ଶ୍ୱଶୁର ଘର ଲୋକେ: ପୋଲିସ ନେଲା…

ଆନନ୍ଦପୁର, ୩୦।୧(ସୁଶାନ୍ତ କୁମାର ସାହୁ): ବୋହୂଙ୍କୁ ଘର ଭିତରେ କବାଟ ଦେଇ ପୋଡି ମାରିଦେବାକୁ ଉଦ୍ୟମ କଲେ ଶ୍ୱଶୁର ଘର ଲୋକେ। ଏଭଳି ଏକ ସମ୍ବେଦନଶୀଳ ଘଟଣା…

୧, ୨ କି ୩ ନୁହେଁ, ୯ଟି ଶୁଭ ସଂଯୋଗରେ ଆସିବ ଏଥର ବଜେଟ୍‌

ନୂଆଦିଲ୍ଲୀ,୩୦।୧: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଫେବୃଆରୀ ୧ରେ ସାଧାରଣ ବଜେଟ ଉପସ୍ଥାପନ କରିବେ। ବଜେଟ ଦିବସ ସମସ୍ତ ବର୍ଗର ଲୋକଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଦିନ। ଗୁରୁତ୍ୱପୂର୍ଣ୍ଣ…

ଧାର ଟଙ୍କା ମାଗିବାରୁ ଗୁଳିମାଡ଼, ନଷ୍ଟ ହେଲା ବ୍ୟକ୍ତିଙ୍କ ଆଖି

ଭୁବନ,୩୦ା୧(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ବାରୁଆ (ଖ) ଗ୍ରାମର ପଞ୍ଚାନନ ରାଉତ ଧାନ କିଣିବା ପାଇଁ ଦେଇଥିବା ଟଙ୍କା ମାଗିବାରୁ ଗୁରୁବାର ରାତି…

ବିନା ଗ୍ରାମସଭାରେ ‘ଇଡକୋ’କୁ ଜମି ହସ୍ତାନ୍ତର ଅଭିଯୋଗ: ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

ଥୁଆମୁଳ ରାମପୁର,୩୦।୧(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ବ୍ଲକରେ ଜମି ଅଧିକାରକୁ ନେଇ ପୁଣିଥରେ ସ୍ବର ତୀବ୍ର ହୋଇଛି। ଗୁଣପୁର ପଞ୍ଚାୟତର ପୁଲିଙ୍ଗପଦର ଗ୍ରାମବାସୀ ନିଜର ସାମ୍ବିଧାନିକ…

T20 ବିଶ୍ୱକପ ପୂର୍ବରୁ ଭାରତ ବିରୋଧରେ ବଡ଼ ଷଡଯନ୍ତ୍ର: ଖୋଲିଗଲା ପାକିସ୍ତାନର ପୋଲ୍‌

ଇସଲାମାବାଦ୍‌,୩୦।୧: ଭାରତରେ ଫେବୃଆରୀ ୭ରୁ ଆରମ୍ଭ ହେଉଥିବା T20 ବିଶ୍ୱକପ ପୂର୍ବରୁ ପଡ଼ୋଶୀ ପାକିସ୍ତାନ ନିପା ଭାଇରସ ସମ୍ପର୍କରେ ଭାରତ ବିରୋଧରେ ଏକ ନକଲି ଅଭିଯାନ ଚଳାଇଛି।…

ଭାଜପା ଏମ୍‌ପିଙ୍କ ବଡ଼ ବୟାନ, ‘ଯଦି ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ପଦବୀ ଦିଆଯାଏ, ତା’ହେଲେ…’

ନୂଆଦିଲ୍ଲୀ,୩୦।୧: ଅଜିତ ପାୱାରଙ୍କ ଦେହାନ୍ତ ପରେ ଦୁଇ ଏନସିପି ଗୋଷ୍ଠୀ ଏକାଠି ହେବାର ଆଲୋଚନା ହୋଉଛି। ଏହି ସମୟରେ, ଭାଜପା ରାଜ୍ୟ ସଭା ଏମ୍‌ପି ଧନଞ୍ଜୟ ମହାଦିକ…

ସ୍କୁଲରେ ଝିଅମାନଙ୍କ ପାଇଁ ଅଲଗା ଶୌଚାଳୟ, ସାନିଟାରୀ ପ୍ୟାଡ ରହିବା ଜରୁରୀ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦।୧: ସୁପ୍ରିମକୋର୍ଟ ସ୍କୁଲରେ ଝିଅମାନଙ୍କ ପାଇଁ ପୃଥକ ଶୌଚାଳୟ ଏବଂ ସାନିଟାରୀ ପ୍ୟାଡ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି। ସୁପ୍ରିମକୋର୍ଟ ସମସ୍ତ ସରକାରୀ ଏବଂ…

ବିମାନକୁ ବୋମା ପକାଇ ଉଡ଼ାଇ ଦେବାକୁ ଧମକ,ଟିସ୍ୟୁ ପେପରରେ ଏମିତି ଲେଖା ଦେଖି..

ନୂଆଦିଲ୍ଲୀ,୩୦ା୧: ବିମାନ କମ୍ପାନୀଗୁଡ଼ିକ ବାରମ୍ବାର ବୋମା  ଏବଂ ଅପହରଣ ଧମକ ପାଉଛନ୍ତି। ଏହି ସମୟରେ ଶୁକ୍ରବାର କୁଏତ୍‌ରୁ ଦିଲ୍ଲୀ ଆସୁଥିବା ଏକ ଇଣ୍ଡିଗୋ ବିମାନକୁ ବୋମା ପକାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri