ଅସତ୍ୟ ଉପରେ ସତ୍ୟର ଜୟ: ଭୁବନେଶ୍ୱରର ଏସବୁ ସ୍ଥାନରେ ହେବ ରାବଣ ପୋଡ଼ି 

ଭୁବନେଶର, ୨୪।୧୦: ମଙ୍ଗଳବାର ଦୁର୍ଗାପୂଜାର ଶେଷ ଦିନ  ବିଜୟାଦଶମୀ । ଅସତ୍ୟ ଉପରେ ସତ୍ୟର ହେବ ଜୟ। ମାଙ୍କୁ ସିନ୍ଦୂର ଲାଗି ପରେ ସିନ୍ଦୂର ଖେଳିବେ ମହିଳା। ପରେ ସାରେ ଅନୁଷ୍ଠିତ ହେବ ରାବଣପୋଡ଼ି ।
ତେବେ ଅଗ୍ନିଶମ ବିଭାଗ ପକ୍ଷରୁ ରାଜଧାନୀରେ ରାବଣ ପୋଡି ପାଇଁ ୬ଟି ସ୍ଥାନକୁ ଅନୁମତି ମିଳିଛି । ଝାରପଡ଼ା, ବରମୁଣ୍ଡା, ନହରକଣ୍ଟା, କୋରଡ଼କଣ୍ଟା, ଛତାବର ଓ ତମାଣ୍ଡୋକୁ ରାବଣ ପୋଡି ପାଇଁ ଅନୁମତି ମିଳିଛି। ଏ ନେଇ ସୁରକ୍ଷାକୁ କଡ଼ା କଡ଼ି କରାଯାଇଛି।

Enter your email to get our daily news in your inbox.

All Right Reserved By Dharitri.Com

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

୧୬ ବର୍ଷୀୟା ଶାଳୀଙ୍କୁ ବଳାତ୍କାର କରି ହତ୍ୟା କରିଥିଲେ ଭିଣୋଇ, ଆସିଲା ମାମଲାର ରାଏ…

ବ୍ରହ୍ମପୁର,୨୬।୩(ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ୍‌ ପୋକ୍‌ସୋ ଜଜ୍‌ ପ୍ରଣତି ପଟ୍ଟନାୟକ ଗୁରୁବାର ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ବିଚାର କରି ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ…

ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ କରିଥିଲେ ପୋଷ୍ଟ, ଏବେ…

ବାଲିଗୁଡ଼ା, ୨୬ା୩(ସଞ୍ଜୟ କୁମାର ପାଣିଗ୍ରାହୀ):ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ ଫଟୋ ପୋଷ୍ଟ କରିବା ମହଙ୍ଗା ପଡିଛି। ବନ ବିଭାଗ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ସ୍କୁଲ ଆସୁ ନ ଥିଲେ ପିଲା: ଘରକୁ ଘର ବୁଲି ଛାତ୍ରୀଛାତ୍ରଙ୍କୁ ଡାକିଲେ ବିଇଓ, ୩ ମାସ ମଧ୍ୟରେ…

କୋକସରା, ୨୬।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ଼ପୋଡ଼ାଗୁଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶ୍ରେଣୀଗୃହ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏଣୁ ଛାତ୍ରୀଛାତ୍ରଙ୍କ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

RCBର ବିକ୍ରି ପରେ ମୁହଁ ଖୋଲିଲେ ମାଲ୍ୟା: ସମାଲୋଚକଙ୍କୁ କହିଲେ…

ନୂଆଦିଲ୍ଲୀ,୨୬ା୩: ଆଇପିଏଲ୍‌ ଫ୍ରାଞ୍ଚାଇଜ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୧୮,୭୭୬ କୋଟି ଟଙ୍କାରେ ବିକ୍ରି ହେବା ପରେ ଏହାର ମୂଳ ମାଲିକ ତଥା ପଳାତକ ବ୍ୟବସାୟୀ ବିଜୟ…

ରୋହିତ ଶର୍ମା-ବିରାଟ କୋହଲି ଆଗାମୀ ଗୋଟିଏ ବର୍ଷ ମଧ୍ୟରେ କେତେ ମ୍ୟାଚ ଖେଳିବେ, ସିଡ୍ୟୁଲ ଜାରିକଲା BCCI

ନୂଆଦିଲ୍ଲୀ,୨୬।୩: ଆଗାମୀ ବର୍ଷ ପାଇଁ ଟିମ ଇଣ୍ଡିଆର ଘରୋଇ ସିରିଜ ସୂଚୀ ପ୍ରକାଶ ପାଇଛି। ଅଷ୍ଟ୍ରେଲିଆ, ୱେଷ୍ଟଇଣ୍ଡିଜ, ଶ୍ରୀଲଙ୍କା ଏବଂ ଜିମ୍ବାୱେ ଆଗାମୀ ୧୨ ମାସ ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri