ଏଇ ଭାରତରେ

କିଶୋର ବୟସରେ ସ୍ବପ୍ନକୁ ସାକାର କରିବାରେ ଅରଣ୍ୟୋ ରାୟ ଏକ ଦୃଷ୍ଟାନ୍ତ। ତାଙ୍କ ଦ୍ୱାରା ପ୍ରସ୍ତୁତ କୀଟନାଶକ କୃଷି ଓ କୃଷକଙ୍କୁୁ ବେଶ୍‌ ଲାଭ ପହଞ୍ଚାଇଛି। ଅରଣ୍ୟୋଙ୍କ ବୟସ ୧୬ ଓ ସେ ହାଇସ୍କୁଲରେ ପଢୁଛନ୍ତି। ରହୁଛନ୍ତି କୋଲକାତା ନିକଟସ୍ଥ ବରସାତ ସହରରେ। ସେ ଝୋଟ ଚାଷୀମାନଙ୍କ ପାଇଁ ପ୍ରସ୍ତୁତ କରିଛନ୍ତି ଏକ ପ୍ରକାର କୀଟନାଶକ (ନାନୋ ପେଷ୍ଟିସାଇଡ୍‌ସ)।
ଏହା ପରିବେଶକୁ ପ୍ରଭାବିତ କରୁନାହିଁ କିି କୃଷକମାନଙ୍କର କୌଣସି ସ୍ବାସ୍ଥ୍ୟଗତ ସମସ୍ୟା ସୃଷ୍ଟି କରୁନାହିଁ। ଏହି ପରିବେଶ ଉପଯୋଗୀ କୀଟନାଶକ ଉପଯୋଗ କରି ୧,୦୦୦ ଝୋଟ ଚାଷୀ ଉପକୃତ ହେଉଛନ୍ତି। ଉକ୍ତ କୀଟନାଶକ ଦ୍ୱାରା ସେମାନେ ଅଧିତ୍ତ୍କ ଅମଳ କରୁଛନ୍ତି, ଯାହାଦ୍ୱାରା ସେମାନଙ୍କ ଆର୍ଥିକ ସ୍ଥିତି ମଜଭୁତ ହୋଇପାରିଛି। ଅରଣ୍ୟୋ ମଧ୍ୟ ‘ନାନୋସାଇଡ’ ସଂସ୍ଥା ପ୍ରତିଷ୍ଠା କରି ଏହା ମାଧ୍ୟମରେ କୃଷକମାନଙ୍କୁ ଅନ୍ୟାନ୍ୟ ସହାୟତା ଯୋଗାଇ ଦେଉଛନ୍ତି। ସେ ସାମାଜିକ ଗଣମାଧ୍ୟମ ଜରିଆରେ ଚାଷୀମାନଙ୍କୁ କୀଟନାଶକର ପ୍ରଭାବ ସମ୍ପର୍କରେ ସଚେତନ କରୁଛନ୍ତି। ପ୍ରାୟ ୨୦୦ କୃଷକ ପରିବାର ‘ନାନୋସାଇଡ’ ସହ ଯୋଡ଼ି ହୋଇସାରିଲେଣି। ୨୦୧୯ରେ ତାଙ୍କ ପ୍ରସ୍ତୁତ କୀଟନାଶକର କ୍ଷେତ୍ର ପରୀକ୍ଷା ଶେଷ ହେବା ପରେ ତାହାକୁ ବ୍ୟବହାର ଯୋଗ୍ୟ ବୋଲି ଘୋଷଣା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ରାଜସ୍ଥାନର କୋଲିଆ ଗାଁର ଗୁପ୍ତା ପରିବାରର ପ୍ରୟାସରେ ଅନେକ ହଜାର ମହିଳା ସଶକ୍ତହେବା ସହ ରୋଜଗାରକ୍ଷମ ହୋଇପାରିଛନ୍ତି। ୨୦୧୫ରେ ଏକ କୌଶଳ ବିକାଶ କେନ୍ଦ୍ର ଖୋଲି...

ଉତ୍ସବ ଓ ଭାଷଣ

ଗୋଟିଏ ବର୍ଷ ସରୁଛି, ଆଉ ଗୋଟିଏ ଆସୁଛି। ଏଇ ଗମନାଗମନ ବେଳରେ ସାରା ରାଇଜ ଉତ୍ସବମୁଖର ହୋଇଉଠିଛି। ଶିକ୍ଷା ଅନୁଷ୍ଠାନରେ ଚାଲିଛି କ୍ରୀଡ଼ା ଉତ୍ସବ, ପୁରସ୍କାର...

ପେନ୍‌ସନ୍‌ଭୋଗୀଙ୍କ ଆଶଙ୍କା

ଏବେ ସାମାଜିକ ଗଣମାଧ୍ୟମରେ ଗୋଟିଏ ବାର୍ତ୍ତା ପ୍ରଚାରିତ ହେଉଛି ଯେ ଆଗାମୀ ଅଷ୍ଟମ ଦରମା ଆୟୁକ୍ତଙ୍କ ସୁପାରିସରେ ପେନ୍‌ସନଭୋଗୀଙ୍କ ପେନ୍‌ସନ୍‌ ପରିମାଣ ପୁନଃ ନିର୍ଦ୍ଧାରିତ ହେବନାହିଁ।...

ନୀରବ ଘାତକ

ବାୟୁ ପ୍ରଦୂଷଣ କୋଭିଡ୍‌ ପରବର୍ତ୍ତୀ କାଳରେ ଭାରତର ସବୁଠାରୁ ଗମ୍ଭୀର ଜନସ୍ବାସ୍ଥ୍ୟ ସଙ୍କଟ ବୋଲି ଜଣାପଡ଼ିଛି। ଚିକିତ୍ସା ବିଶେଷଜ୍ଞମାନେ ସତର୍କ କରାଇଛନ୍ତି ଯେ, ଜରୁରୀ ଓ...

ଏଇ ଭାରତରେ

ତ୍ରିପୁରା ସେପାହିଜାଲା ଜିଲାରେ ଅତ୍ୟଧିକ ବାଲ୍ୟବିବାହ ହୋଇଥାଏ। ଏବେ କିନ୍ତୁ ତାହା ବହୁ ପରିମାଣରେ କମିଯାଇଛି। ସେପାହିଜାଲା ଜିଲାପାଳ ସିଦ୍ଧାର୍ଥ ଜୟସ୍ବାଲଙ୍କ ଦ୍ୱାରା ଏହା ସମ୍ଭବ...

ସତରେ ଆମେ କ’ଣ ମଣିଷ

ତପଡ଼ାରୁ ପୁରୀ ଫେରିବା ବାଟରେ ଏକ ଅଜବ ତଥା ଭାରାକ୍ରାନ୍ତ ଅନୁଭୂତି ନେଇ ଘରକୁ ଫେରିଲି। ବିଶେଷକରି ସାତପଡ଼ାରୁ ବ୍ରହ୍ମଗିରି ମୁଖ୍ୟ ରାସ୍ତାରେ ପଲପଲ ଗାଈ,...

ଭାରତର ସାଗରକେନ୍ଦ୍ର

ସାମଗ୍ରିକ ଭାବେ ମହାକାଶ ଏବଂ ବିଶେଷକରି ଚନ୍ଦ୍ର ଓ ମଙ୍ଗଳ ଉପରେ ବିଗତ ବର୍ଷ ବର୍ଷ ଧରି ଚାଲିଛି ବିବିଧ ଗବେଷଣା। ଏବେ ସେଠାରେ ନିୟମିତ...

ଓଟ ଉପରେ ବରଫ

ଓଟକୁ ମରୁଭୂମିର ଜାହାଜ ବୋଲି କୁହାଯାଏ। ବିସ୍ତୀର୍ଣ୍ଣ ବାଲୁକା ଉପରେ ଏହି ପ୍ରାଣୀ ମାଇଲ ମାଇଲ ଯାଉଥିବାର ଦୃଶ୍ୟ ଆଖିରେ ଯେଉଁମାନେ ଦେଖି ନ ଥିବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri