ଏଇ ଭାରତରେ

କିଶୋର ବୟସରେ ସ୍ବପ୍ନକୁ ସାକାର କରିବାରେ ଅରଣ୍ୟୋ ରାୟ ଏକ ଦୃଷ୍ଟାନ୍ତ। ତାଙ୍କ ଦ୍ୱାରା ପ୍ରସ୍ତୁତ କୀଟନାଶକ କୃଷି ଓ କୃଷକଙ୍କୁୁ ବେଶ୍‌ ଲାଭ ପହଞ୍ଚାଇଛି। ଅରଣ୍ୟୋଙ୍କ ବୟସ ୧୬ ଓ ସେ ହାଇସ୍କୁଲରେ ପଢୁଛନ୍ତି। ରହୁଛନ୍ତି କୋଲକାତା ନିକଟସ୍ଥ ବରସାତ ସହରରେ। ସେ ଝୋଟ ଚାଷୀମାନଙ୍କ ପାଇଁ ପ୍ରସ୍ତୁତ କରିଛନ୍ତି ଏକ ପ୍ରକାର କୀଟନାଶକ (ନାନୋ ପେଷ୍ଟିସାଇଡ୍‌ସ)।
ଏହା ପରିବେଶକୁ ପ୍ରଭାବିତ କରୁନାହିଁ କିି କୃଷକମାନଙ୍କର କୌଣସି ସ୍ବାସ୍ଥ୍ୟଗତ ସମସ୍ୟା ସୃଷ୍ଟି କରୁନାହିଁ। ଏହି ପରିବେଶ ଉପଯୋଗୀ କୀଟନାଶକ ଉପଯୋଗ କରି ୧,୦୦୦ ଝୋଟ ଚାଷୀ ଉପକୃତ ହେଉଛନ୍ତି। ଉକ୍ତ କୀଟନାଶକ ଦ୍ୱାରା ସେମାନେ ଅଧିତ୍ତ୍କ ଅମଳ କରୁଛନ୍ତି, ଯାହାଦ୍ୱାରା ସେମାନଙ୍କ ଆର୍ଥିକ ସ୍ଥିତି ମଜଭୁତ ହୋଇପାରିଛି। ଅରଣ୍ୟୋ ମଧ୍ୟ ‘ନାନୋସାଇଡ’ ସଂସ୍ଥା ପ୍ରତିଷ୍ଠା କରି ଏହା ମାଧ୍ୟମରେ କୃଷକମାନଙ୍କୁ ଅନ୍ୟାନ୍ୟ ସହାୟତା ଯୋଗାଇ ଦେଉଛନ୍ତି। ସେ ସାମାଜିକ ଗଣମାଧ୍ୟମ ଜରିଆରେ ଚାଷୀମାନଙ୍କୁ କୀଟନାଶକର ପ୍ରଭାବ ସମ୍ପର୍କରେ ସଚେତନ କରୁଛନ୍ତି। ପ୍ରାୟ ୨୦୦ କୃଷକ ପରିବାର ‘ନାନୋସାଇଡ’ ସହ ଯୋଡ଼ି ହୋଇସାରିଲେଣି। ୨୦୧୯ରେ ତାଙ୍କ ପ୍ରସ୍ତୁତ କୀଟନାଶକର କ୍ଷେତ୍ର ପରୀକ୍ଷା ଶେଷ ହେବା ପରେ ତାହାକୁ ବ୍ୟବହାର ଯୋଗ୍ୟ ବୋଲି ଘୋଷଣା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଦିମାନବରୁ ଆଧୁନିକ ଭାରତୀୟ

ଲୋକଙ୍କୁ ଠିକ୍‌ ଭାବେ ବୁଝିଲେ ଆମେ ସେମାନଙ୍କ ସଂସ୍କୃତିକୁ ଜାଣିିପାରିବା। ଭାରତ ସମ୍ପର୍କରେ ସବିଶେଷ ଜାଣିବାକୁ ହେଲେ ଆମକୁ ଭାରତୀୟଙ୍କ ଜୀବନ ଧାରା, ଭାଷା ତଥା ସଂସ୍କୃତିକୁ…

ସବୁ ଜଣାଇବ ‘ଫାଇବ୍ରୋ ସ୍କାନ୍‌’

ବର୍ଷାଋତୁରେ ଲିଭର ସମ୍ବନ୍ଧୀୟ ବଡ଼ ସମସ୍ୟା କାରକ ରୋଗଗୁଡ଼ିକ ହେଉଛି ‘ଜଣ୍ଡିସ୍‌’, ‘ଡେଙ୍ଗୁ’, ‘ଝାଡ଼ାବାନ୍ତି’ ଇତ୍ୟାଦି। ତେବେ ଏସବୁଠାରୁ ବଡ଼ ଗୁରୁତ୍ୱପୂର୍ଣ୍ଣ ହେଉଛି ଅନେକଙ୍କ କ୍ଷେତ୍ରରେ ପେଟ…

ଯେଉଁ ଅନ୍ଧକାରର ଅବସାନ ନାହିଁ

ଆମ ଦେଶରେ କେତେକ ଘଟଣା ବର୍ତ୍ତମାନର ପ୍ରବାହରେ ଘଟିଚାଲିଛି ଯାହାର ଅନ୍ତ ଘଟୁନାହିଁ। ଆମେ କାଳର ହିସାବ ରଖନ୍ତି ନାହିଁ। ଯେପରି ଆଜି ପରେ କାଲି, ବିଂଶଶତାବ୍ଦୀ…

ରୋଷେଇ ଘରେ ଇଥାନଲ

ମଣିଷ ଆଦିମ ଯୁଗରେ ପଥରକୁ ପଥରରେ ଘସି ନିଅଁା ବାହାର କରିଥିଲା। ସେବେଠାରୁ ତାହାର ଅନୁସନ୍ଧିତ୍ସୁ ମନ ବିକଳ୍ପ ବାହାର କରିବାରେ ଲାଗିରହିଛି। ବର୍ତ୍ତମାନର ସ୍ଥିତିକୁ ଦେଖିଲେ…

ଏଇ ଭାରତରେ

ଜଣେ ବ୍ୟକ୍ତିଙ୍କ ଦୃଢ଼ ଇଚ୍ଛାଶକ୍ତି ତାଙ୍କୁ ନୂତନତ୍ୱ ସନ୍ଧାନର ପଥ ଦେଖାଏ ଏବଂ ଲକ୍ଷ୍ୟ ହାସଲ କରିବାରେ ସହାୟକ ହୋଇଥାଏ। ଏମିତି ଜଣେ ବ୍ୟକ୍ତି ହେଉଛନ୍ତି ଗୁଜରାଟର…

ମଶାରି ମଶା

ମଣିଷ କୁଆଡେ ସମୟର ଦାସ। ଏ କଥା କହନ୍ତି ସଭିଏଁ। ବୋଧହୁଏ ସମୟ ସୁଅରେ ସେଇ ଉକ୍ତିରେ ସାମାନ୍ୟ ବ୍ୟତିକ୍ରମ ହେଲା ଭଳିଆ ଛୋଟିଆ ଅନୁଭବଟେ କାହିଁକି…

ଜୁଆଙ୍ଗ ଯୁବତୀଙ୍କ ଜଳନ୍ତା ଜୁଇ

କିଛିଦିନ ହେଲାଣି ଅରୁଚିକର ଖବରମାନଙ୍କର ଶୋଭାଯାତ୍ରାରେ ଓଡ଼ିଶାବାସୀ ବ୍ୟଥିତ-ଭାବପ୍ରବଣ ଓଡ଼ିଆଙ୍କ ପାଇଁ ଅନେକ ଚିନ୍ତାର କାରଣ ପାଲଟିଛି। ଜୁନ୍‌ ଏକୋଇଶରେ ତାମିଲନାଡୁର ଚିଙ୍ଗୁଡ଼ି ପ୍ରସ୍ତୁତୀକରଣ କାରଖାନାରେ ହୋଇଥିବା…

ଇସ୍ରୋ ସଙ୍କଟ

ଘରୋଇ ମହାକାଶ ଗବେଷଣା କ୍ଷେତ୍ରରେ ଭାରତକୁ ୧୮ ଜୁଲାଇରେ ବଡ଼ ସଫଳତା ମିଳିଛି । ହାଇଦ୍ରାବାଦର ବେସରକାରୀ ମହାକାଶ ସଂସ୍ଥା ସ୍କାଏରୁଟ୍‌ ଏରୋସ୍ପେସ୍‌ ଶ୍ରୀହରିକୋଟାସ୍ଥିତ ସତୀଶ ଧାବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri