Posted inଫୁରସତ

ଏହି ଦେଶରେ ଅପରାଧୀଙ୍କୁ ମିଳେ ଅଜବ ଦଣ୍ଡ, ଯାହା ଆଗରୁ କେବେ ଶୁଣି ନ ଥିବେ

ଓ୍ବାଶିଂଟନ୍‌: ସାଧାରଣତଃ ଯେ କୌଣସି ଅପରାଧୀଙ୍କୁ ନ୍ୟାୟାଳୟ ଦଣ୍ଡ ତ ନିଶ୍ଚିତ ପ୍ରଦାନ କରିଥାନ୍ତି। ସେ ଛୋଟ ଅପରାଧ ହେଉ କି ବଡ଼। କିନ୍ତୁ କିଛି ଦେଶରେ ଅଜବ ଦଣ୍ଡ ରହିଛି, ଯାହା ଶୁଣିଲେ ଆଶ୍ଚର୍ଯ୍ୟ ଲାଗେ। ଆମେରିକାରେ ଅପରାଧୀଙ୍କୁ ଏମିତି କିଛି ଅଜବ ଦଣ୍ଡ ମିଳିଥାଏ। ଯାହା ଆଗରୁ କେବେ ଶୁଣି ନ ଥିବେ। ମିସୋରୀରେ ରହୁଥିବା ଡେଭିଡ୍‌ ବେରୀ ନାମକ ଜଣେ ବ୍ୟକ୍ତି ୧୦୦ ହରିଣ ଶିକାର କରିଥିଲେ। ୨୦୧୮ ମସିହାରେ ତାଙ୍କୁ ଅଦାଲତ ଦୋଷୀ ସାବ୍ୟସ୍ତ କରି ବର୍ଷେ ଜେଲ୍‌ ଦଣ୍ଡ ସହ ମାସକୁ ଅତି କମ୍‌ରେ ଡିଜ୍‌ନୀ ଚ୍ୟାନେଲ୍‌ରେ ‘ବାମ୍ବି’ କାର୍ଟୁନ ଦେଖିବାକୁ ରାୟ ଶୁଣାଇଥିଲେ।

ସେହିପରି ସ୍ପେନ୍‌ର ଆଣ୍ଡାଲୁସିୟାରେ ରହୁଥିବା ଜଣେ ୨୫ ବର୍ଷୀୟ ଯୁବକଙ୍କ ମାତା ପିତା ତାଙ୍କୁ ପକେଟ୍‌ ମନି ଦେବା ବନ୍ଦ କରି ଦେଇଥିଲେ। ଫଳରେ ଏହି ମାମଲା ଅଦାଲତକୁ ଯାଇଥିଲା। କିନ୍ତୁ କୋର୍ଟ ତାଙ୍କୁ ଓଲଟା ଦଣ୍ଡ ଦେଇଥିଲେ। ଆସନ୍ତା ୩୦ ଦିନ ମଧ୍ୟରେ ସେ ମାତାପିତାଙ୍କ ଘର ଛାଡ଼ି ଗୋଟିଏ ଗୋଡ଼ରେ ଠିଆ ହେବାକୁ ପଡ଼ିବ ବୋଲି ରାୟ ଶୁଣାଇଥିଲେ। ଏପରି ଅନେକ ଦେଶରେ ଅଜବ ଦଣ୍ଡ ସବୁ ରହିଛି। ଯାହା ଶୁଣିଲେ ଆଶ୍ଚର୍ଯ୍ୟ ଲାଗେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri