Posted inଫୁରସତ

ଏହି ଦେଶରେ ମାତ୍ର ୪୦ ମିନିଟ୍‌ ପାଇଁ ହୋଇଥାଏ ରାତି

ସମଗ୍ର ବିଶ୍ୱ ପ୍ରକୃତିର ନିୟମ ଅନୁଯାୟୀ ଚାଲିଥାଏ। ପ୍ରକୃତିର ନିୟମଠାରୁ ଭିନ୍ନ କିଛି ଏହି ପୃଥିବୀରେ ଘଟେ ନାହିଁ। ଏକ ନିର୍ଦ୍ଦିଷ୍ଟ ସମୟରେ ଦିନରାତି ହୋଇଥାଏ। ନିର୍ଦ୍ଧାରିତ ସମୟରେ ସୂର୍ଯ୍ୟ ଉଦୟ ହୁଅନ୍ତି ଏବଂ ଅସ୍ତ ହୁଅନ୍ତି। ତଥାପି ଅନେକ ସ୍ଥାନରେ ଦିନରାତି ମଧ୍ୟରେ ସମୟର ପାର୍ଥକ୍ୟ ରହିଛି। ପୃଥିବୀରେ ଏପରି ଅନେକ ସ୍ଥାନ ଅଛି, ଯେଉଁଠାରେ ଦିନ ବହୁତ ବଡ଼ ଏବଂ ରାତି ଅଳ୍ପ ସମୟ ପାଇଁ ହୋଇଥାଏ। କିନ୍ତୁ ଏପରି ଏକ ଦେଶ ଅଛି, ଯେଉଁଠାରେ କେବେ ରାତି ହୁଏ ନାହିଁ। ଯଦିଓ ରାତି ହୁଏ ମାତ୍ର ୪୦ ମିନିଟ୍‌ ପାଇଁ। ଜାଣନ୍ତୁ ଏପରି ଦେଶ ସମ୍ପର୍କରେ…

ବିଶ୍ୱ ମାନଚିତ୍ରରେ ୟୁରୋପର ମାଳଦ୍ୱୀପରେ ନରଓ୍ବେ ଏକ ଦେଶ। ଏହା ମାଳଦ୍ୱୀପର ଉତ୍ତରରେ ରହିଛି। ନର୍ଥପୋଲ୍‌ର ନିକଟବର୍ତ୍ତୀ ଥିବା ଏହା ଏକ ଶୀତଳ ଦେଶ ମଧ୍ୟ। ଏହି ଦେଶରେ ବରଫର ପାହାଡ଼ ରହିଛି। ନରଓ୍ବେ ଏପରି ଏକ ଦେଶ, ଯେଉଁଠି ମାତ୍ର ୪୦ ମିନିଟ୍‌ ରାତି ହୋଇଥାଏ। ବାକି ସମୟ ଏଠାରେ ସୂର୍ଯ୍ୟକିରଣ ପଡ଼ିଥାଏ।

ଏଠାରେ ସୂର୍ଯ୍ୟ ରାତି ୧୨.୪୩ ରେ ଅସ୍ତ ହୁଅନ୍ତି ଏବଂ ମାତ୍ର ୪୦ ମିନିଟ୍‌ ପରେ ପୁଣି ଉଦୟ ହୁଅନ୍ତି। ଏଠାରେ ରାତି ସାଢ଼େ ଗୋଟାଏ ବେଳେ ସକାଳ ହୋଇଯାଏ। ଏହା ଅତ୍ୟନ୍ତ ଆଶ୍ଚର୍ଯ୍ୟଜନକ। ଏହି କ୍ରମଟି ଗୋଟିଏ, ଦୁଇଦିନ ନୁହେଁ, ଅଢ଼େଇ ମାସ ପର୍ଯ୍ୟନ୍ତ ଚାଲିଥାଏ। ନରୱେକ ‘କଣ୍ଟ୍ରି ଅଫ୍‌ ମିଡ୍‌ନାଇଟ୍‌ ସନ୍‌’ ମଧ୍ୟ କୁହାଯାଏ।

ଏତଦ୍‌ବ୍ୟତୀତ ମେ ଏବଂ ଜୁଲାଇରେ ୭୬ ଦିନ ପର୍ଯ୍ୟନ୍ତ ସୂର୍ଯ୍ୟ ଅସ୍ତ ହୁଅନ୍ତି ନାହିଁ। ହେମରଫେଷ୍ଟ ସହରରେ ମଧ୍ୟ ସମାନ ଦୃଶ୍ୟ ଦେଖିବାକୁ ମିଳେ।। ଏହା ଦେଖିବାକୁ ବହୁତ ସୁନ୍ଦର।

ନରଓ୍ବେ ଏମିତି ଏକ ଦେଶ ଯାହା ପ୍ରାକୃତିକ ଦୃଶ୍ୟରାଜିରେ ପରିପୂର୍ଣ୍ଣ। ପର୍ଯ୍ୟଟକମାନେ ଏହାର ମରୋରମ ଦୃଶ୍ୟ ଉପଭୋଗ କରିବାକୁ ଛୁଟିଆସିଥାନ୍ତି। କାରଣ ପୂରା ସହର କେବଳ ପାହାଡ଼ରେ ଘେରା ହୋଇଥାଏ। ଏହି ସ୍ଥାନ ପର୍ଯ୍ୟଟକଙ୍କ ପ୍ରଥମ ପସନ୍ଦ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri