ଏଇ ଭାରତରେ

ବୁଲାକୁକୁରଙ୍କ ସେବାରେ ସମର୍ପିତ ଜଣେ ମହିଳା ହେଉଛନ୍ତି ଉଦୟପୁରର ଡା. ମାଲା। ତାଙ୍କୁ ବୟସ ଏବେ ୩୯। ମାଲା ୧୪ ବର୍ଷ ହେଲା ରାସ୍ତାରେ ରହୁଥିବା କୁକୁରମାନଙ୍କ ସେବା କରୁଛନ୍ତି। ଏଯାବତ ସେ ୨୫୦୦ ବୁଲାକୁକୁରଙ୍କୁ ଉଦ୍ଧାର କରି ନୂଆ ଜୀବନ ଦେଇସାରିଲେଣି। ସେ ଉଦୟପୁର ସହର ଓ ନିକଟବର୍ତ୍ତୀ ଗାଁଗୁଡ଼ିକରୁ ଆହତ ଓ ରୋଗଗ୍ରସ୍ତ କୁୁକରଙ୍କୁ ଉଦ୍ଧାର କରି ସେମାନଙ୍କ ଚିକିତ୍ସା କରିଥାନ୍ତି। ଦୁର୍ଘଟଣାରୁ ବଞ୍ଚାଇବା ପାଇଁ କୁକୁରମାନଙ୍କୁ ରେଡିୟମ ବେଲ୍ଟ ପିନ୍ଧାଉଛନ୍ତି। ଏହିସବୁ କାର୍ଯ୍ୟ ଚାଲୁଛି ଡା.ମାଲାଙ୍କ ଦ୍ୱାରା ପ୍ରତିଷ୍ଠିତ ‘ଆନିମଲ ପ୍ରୋଟେକଶନ ସୋସାଇଟି’ ଦ୍ୱାରା। ମାଲାଙ୍କ ସହ ଏବେ ତାଙ୍କର ଅନେକ ବନ୍ଧୁ ଯୋଡ଼ି ହୋଇ ଏହି କାର୍ଯ୍ୟରେ ସହଯୋଗ କରୁଛନ୍ତି। କେବଳ କୁୁକୁର ନୁହନ୍ତି ସେ ମଧ୍ୟ ବିଭିନ୍ନ ସ୍ଥାନରୁ ଆହତ ପକ୍ଷୀମାନଙ୍କୁ ଉଦ୍ଧାର କରୁଛନ୍ତି। ସେ ପଶୁପକ୍ଷୀଙ୍କ ସୁରକ୍ଷା ଲାଗି ଏଯାବତ ୧୦୦ରୁ ଊର୍ଦ୍ଧ୍ୱ ସଚେତନତା ଅଭିଯାନ କରିସାରିଲେଣି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଜଳ ସଙ୍କଟ ଦୂର କରିବା ପାଇଁ ପୂର୍ବତନ ଭାରତୀୟ ରାଜସ୍ବ ଅଧିକାରୀ (ଆଇଆର୍‌ଏସ୍‌) ଉଜ୍ଜ୍ୱଳ କୁମାର ଚଭନ ମହାରାଷ୍ଟ୍ରର ମରାଠାଓ୍ବାଡା ଓ ଖଣ୍ଡେଶ ଅଞ୍ଚଳରେ ଜଳାଶୟ ଓ…

ବିଲ୍‌ ଗେଟ୍ସଙ୍କ କୃତ୍ରିମ ବର୍ଷା

ବିଲ୍‌ ଗେଟ୍ସଙ୍କ କୃତ୍ରିମ ବର୍ଷା’ ଶୀର୍ଷକ ଏକ ଭାଇରାଲ ରିଲ୍‌ କିଛିଦିନ ହେଲା ଭାରତୀୟଙ୍କ ହ୍ବାଟ୍ସଆପ୍‌ରେ ଆଲୋଡ଼ନ ସୃଷ୍ଟି କରିଥିଲା ଓ ଏହି ଅସମୟ ବର୍ଷାରେ ବାହାରକୁ…

ଗରିବ କିଏ

ସଂସାରରେ ଏମିତି ଅନେକ ଲୋକ ଅଛନ୍ତି ଯେଉଁମାନେ ବହୁତ ଧନ ସମ୍ପତ୍ତିର ଅଧିକାରୀ ତ ହୋଇଥାନ୍ତି; କିନ୍ତୁ ସେମାନଙ୍କର ଆଚରଣ ଭିକାରିର ଆଚରଣ ସହିତ ପ୍ରାୟ ସମାନ…

ଅନ୍ତର୍ଜାତୀୟ ବ୍ୟବସ୍ଥାରେ ଅସଙ୍ଗତି

ନିକଟରେ କାନାଡ଼ାର ପ୍ରଧାନମନ୍ତ୍ରୀ ମାର୍କ କାର୍ନି ତାଙ୍କ ଭାଷଣରେ ନିୟମ ଆଧାରିତ ଅନ୍ତର୍ଜାତୀୟ ବ୍ୟବସ୍ଥାକୁ ‘ଛଳନାତ୍ମକ’ ବା ଅବାସ୍ତବ ବୋଲି ବର୍ଣ୍ଣନା କରିଥିଲେ। ଏହି ମନ୍ତବ୍ୟ ଗ୍ଲୋବାଲ…

ଅହିଂସା ଓ ଅସ୍ପୃଶ୍ୟତା

ଅହିଂସାକୁ ହିନ୍ଦୁଧର୍ମରେ ଶ୍ରେଷ୍ଠ ସଦାଚାର ବା ଗୁଣ ବୋଲି ବିବେଚନା କରାଯାଏ। ଏହା ସଦାଚାରୀ ସନ୍ନ୍ୟାସୀ, ଦୟାଶୀଳ ଋଷି ତଥା ଶ୍ରେଷ୍ଠ ନୈତିକ ଜୀବନର ଭାବମୂର୍ତ୍ତିକୁ ପରିପ୍ରକାଶକରେ।…

ଏମିତି ଥିଲା ଗାଁ

ଭାରତର ଆତ୍ମା ହେଉଛି ଗାଁ। ସଭ୍ୟତା, ସଂସ୍କୃତି, ପରମ୍ପରା, ସାମାଜିକ ବନ୍ଧନ ଓ ସଦାଚାରର ପ୍ରାଣକେନ୍ଦ୍ର ଯେଉଁଠି ଗୋଟିଏ ଘରେ ସୋରିଷ ଫୁଟିଲେ ସମ୍ପୂର୍ଣ୍ଣ ଗାଁକୁ ବାସିଥାଏ।…

କୃଷି ରପ୍ତାନିର ନୂତନ ଆଶା

ରାଜ୍ୟର କୃଷିବିକାଶ ଓ କୃଷକମାନଙ୍କ ଆୟବୃଦ୍ଧି ପାଇଁ କୃଷି-ରପ୍ତାନି ଏକ ପ୍ରମୁଖ ମାର୍ଗ। କୃଷି-ରପ୍ତାନି ପାଇଁ ପାରମ୍ପରିକ ଜୈବିକ କୃଷି ଓ ଅତ୍ୟାଧୁନିକ କୃଷି ଅଧିକ ସୁଯୋଗ…

ଲକ୍ଷ୍ୟହୀନ ଯୁଦ୍ଧ

ଇରାନ୍‌ ଉପରେ ଆମେରିକା ଓ ଇସ୍ରାଏଲର ମିଳିତ ଆକ୍ରମଣ ପରେ ମଧ୍ୟପ୍ରାଚ୍ୟରେ ସୃଷ୍ଟି ହୋଇଥିବା ଯୁଦ୍ଧ ୨୩ ମାର୍ଚ୍ଚରେ ଭିନ୍ନ ମୋଡ଼ରେ ପହଞ୍ଚିଥିଲା। ଏହିଦିନ ଆମେରିକା ରାଷ୍ଟ୍ରପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri