ଏଇ ଭାରତରେ

ଜଳ ସଙ୍କଟ ଏବେ ଚିନ୍ତାର କାରଣ ହେଉଛି। ଏହା ଦୂର କରିବା ଲାଗି ଉଜ୍ଜୟିନୀ ମ୍ୟୁନିସିପାଲ କର୍ପୋରେଶନ କମିଶନର ଅନଶୁଲ ଗୁପ୍ତାଙ୍କ ପ୍ରୟାସ ପ୍ରଶଂସନୀୟ। ସେ ଉଜ୍ଜୟିନୀ ସହର ତଳି ଅଞ୍ଚଳରେ ଥିବା ଯମ ତାଲାୟା ପୁଷ୍କରିଣୀକୁ ପୁନରୁଦ୍ଧାର କରି ସେଠାକାର ଜଳ ସଙ୍କଟ ଦୂର କରିପାରିଛନ୍ତି, ଯାହାଫଳରେ ସେହି ଅଞ୍ଚଳର କୃଷକମାନେ ଉପକୃତ ହେଉଛନ୍ତି। ଏହି ପୁଷ୍କରିଣୀଟି ପୋତି ହୋଇଯାଇଥିବାରୁ ଏହାର ଜଳଧାରଣ କ୍ଷମତା କମିଯାଇଥିଲା। ୨୦୧୬ ବ୍ୟାଚ୍‌ ଆଇଏଏସ୍‌ ଅଧିକାରୀ ଅନଶୁଲ ୨୦୨୧ରେ କମିଶନର ଭାବେ ଯୋଗଦେବା ପରେ ୧୨୫ ଜଣ ସ୍ବେଚ୍ଛାସେବୀଙ୍କୁ ନେଇ ଏହି କାର୍ଯ୍ୟ ସମ୍ପାଦନ କରିଛନ୍ତି। ବଡ଼ କଥା ହେଉଛି, କୌଣସି ସରକାରୀ ପାଣ୍ଠି ଏଥିରେ ବିନିଯୋଗ କରାଯାଇନାହିଁ। ପୁଷ୍କରିଣୀ ପୁନରୁଦ୍ଧାରରେ ଖର୍ଚ୍ଚ ହୋଇଥିବା ମୋଟ ୬୦ ଲକ୍ଷ ଟଙ୍କାରୁ ୧୦ ଲକ୍ଷ ଟଙ୍କା ସିଏସ୍‌ଆର(କର୍ପୋରେଟ ସୋସିଆଲ ରେସପନ୍‌ସିବିଲିଟି) ଫଣ୍ଡରୁ ଯୋଗାଡ଼ ହୋଇଥିବାବେଳେ ସବୁ ପାଣ୍ଠି ଦାତାଙ୍କଠାରୁ ଗ୍ରହଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅହିଂସା ଓ ଅସ୍ପୃଶ୍ୟତା

ଅହିଂସାକୁ ହିନ୍ଦୁଧର୍ମରେ ଶ୍ରେଷ୍ଠ ସଦାଚାର ବା ଗୁଣ ବୋଲି ବିବେଚନା କରାଯାଏ। ଏହା ସଦାଚାରୀ ସନ୍ନ୍ୟାସୀ, ଦୟାଶୀଳ ଋଷି ତଥା ଶ୍ରେଷ୍ଠ ନୈତିକ ଜୀବନର ଭାବମୂର୍ତ୍ତିକୁ ପରିପ୍ରକାଶକରେ।…

ଏମିତି ଥିଲା ଗାଁ

ଭାରତର ଆତ୍ମା ହେଉଛି ଗାଁ। ସଭ୍ୟତା, ସଂସ୍କୃତି, ପରମ୍ପରା, ସାମାଜିକ ବନ୍ଧନ ଓ ସଦାଚାରର ପ୍ରାଣକେନ୍ଦ୍ର ଯେଉଁଠି ଗୋଟିଏ ଘରେ ସୋରିଷ ଫୁଟିଲେ ସମ୍ପୂର୍ଣ୍ଣ ଗାଁକୁ ବାସିଥାଏ।…

କୃଷି ରପ୍ତାନିର ନୂତନ ଆଶା

ରାଜ୍ୟର କୃଷିବିକାଶ ଓ କୃଷକମାନଙ୍କ ଆୟବୃଦ୍ଧି ପାଇଁ କୃଷି-ରପ୍ତାନି ଏକ ପ୍ରମୁଖ ମାର୍ଗ। କୃଷି-ରପ୍ତାନି ପାଇଁ ପାରମ୍ପରିକ ଜୈବିକ କୃଷି ଓ ଅତ୍ୟାଧୁନିକ କୃଷି ଅଧିକ ସୁଯୋଗ…

ଲକ୍ଷ୍ୟହୀନ ଯୁଦ୍ଧ

ଇରାନ୍‌ ଉପରେ ଆମେରିକା ଓ ଇସ୍ରାଏଲର ମିଳିତ ଆକ୍ରମଣ ପରେ ମଧ୍ୟପ୍ରାଚ୍ୟରେ ସୃଷ୍ଟି ହୋଇଥିବା ଯୁଦ୍ଧ ୨୩ ମାର୍ଚ୍ଚରେ ଭିନ୍ନ ମୋଡ଼ରେ ପହଞ୍ଚିଥିଲା। ଏହିଦିନ ଆମେରିକା ରାଷ୍ଟ୍ରପତି…

ଜୀବନର ନୈତିକ ମୂଲ୍ୟବୋଧ

କଥାରେ ଅଛି-‘ଥିଲେ ଥାଉ ପଛେ ଗୁଣ ହଜାର, ଚରିତ୍ର ନଥିଲେ ସବୁ ଅସାର।’ ସୁତରାଂ ଆମ ଜୀବନରେ ନୈତିକ ମୂଲ୍ୟବୋଧର ଏକ ମୁଖ୍ୟ ଆଧାର ହେଉଛି –…

ପେଟ୍ରୋଡଲାର ସାମ୍ରାଜ୍ୟ

ପୃଥିବୀର କୌଣସି ଏକ ପେଟ୍ରୋଲ୍‌ ପମ୍ପରେ ଗାଡ଼ିରେ ଇନ୍ଧନ ଭରିବା ଦୃଶ୍ୟ ସାଧାରଣ ହୋଇପାରେ, କିନ୍ତୁ ଏହା ପ୍ରଚ୍ଛଦପଟରେ ଏକ ବିଶାଳ ଆର୍ଥିକ ବ୍ୟବସ୍ଥା କାମ କରୁଥାଏ,…

ଆମେରିକା ଅପଦସ୍ଥ

ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜକୁ ୪୮ ଘଣ୍ଟା ମଧ୍ୟରେ ସମ୍ପୂର୍ଣ୍ଣ ଖୋଲା ନ କଲେ ଇରାନକୁ ଭୟାବହ ସ୍ଥିତିର ସମ୍ମୁଖୀନ ହେବାକୁ ପଡ଼ିବ ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ…

ତିନି ଚିରଞ୍ଜୀବୀଙ୍କ ବିଚାର

ଶହୀଦ ଭଗତ ସିଂ, ସୁଖଦେବ ଓ ଶିବରାମ ରାଜଗୁରୁଙ୍କ ଅପରାଧଜନିତ ବିଚାରକୁ କଦାପି ବିଚାର କୁହାଯାଇ ପାରିବ ନାହିଁ। ତାହା ଅନ୍ୟାୟ, ଅବିବେକିତା ଓ ଅସଭ୍ୟତାର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri