ଏଇ ଭାରତରେ

ପ୍ଲାଷ୍ଟିକ କିମ୍ବା କୃଷି ବର୍ଜ୍ୟର ପୁନଃ ଉପଯୋଗ କରିବା ଲାଗି ଅନେକେ ପ୍ରୟାସ କରୁଛନ୍ତି। କିନ୍ତୁ ଇ-ବର୍ଜ୍ୟ କ୍ଷେତ୍ରରେ କାର୍ଯ୍ୟ କରୁଥିବା ହାତଗଣତି କେତେଜଣଙ୍କ ମଧ୍ୟରେ ବେଙ୍ଗାଲୁରୁର ବିଶ୍ୱନାଥ ମାଲାବାଡ଼ି ଦବଙ୍ଗେର ଅନ୍ୟତମ। ସେ ବିଭିନ୍ନ ସ୍ଥାନରୁ ଅଦରକାରୀ କମ୍ପ୍ୟୁଟର, କି-ବୋର୍ଡ, ଡିଭିଡି, ପୁରୁଣା ଲ୍ୟାଣ୍ଡଫୋନ, କର୍ଡଲେସ୍‌ ଫୋନ, ସେଟ୍‌ଅପ ବକ୍ସ, ମେଡିକାଲ ଡିଭାଇସ ଓ ଗ୍ଲୁକୋମିଟର ଇତ୍ୟାଦି ସଂଗ୍ରହ କରି ସେଥିରେ ଆକର୍ଷଣୀୟ ଜିନିଷ ତିଆରି କରୁଛନ୍ତି। ଇ-ବର୍ଜ୍ୟରୁ ସେ କପର, ଗୋଲ୍ଡ ଓ ବିଭିନ୍ନ ରଙ୍ଗର ତା’ର ବାହାର କରି ତାହାକୁ ଜିନିଷ ତିଆରିରେ ଲଗାଉଛନ୍ତି। ଏହି ଇକୋ ଆର୍ଟିଷ୍ଟ ୨୦୦ କେଜି ଇ-ବର୍ଜ୍ୟକୁ କାମରେ ଲଗାଇ ସାରିଲେଣି। ଏଥିରୁ ସେ ଅଳଙ୍କାର, ବିଭିନ୍ନ ହସ୍ତକଳା, ଓ୍ବାଲଆର୍ଟ ଏପରି କି ରୋବୋ ମଧ୍ୟ ନିର୍ମାଣ କରୁଛନ୍ତି। ଏବେ ଏହାକୁ ନେଇ ସେ ନିଜସ୍ବ ବ୍ୟବସାୟ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ପିଲା ପାଠ ପଢ଼ିବା ସହ ମାଟି ପରୀକ୍ଷାର ଟେକ୍‌ନିକ ଶିଖୁଛନ୍ତି ପୁଣେ ଦୀପ ଗୃହ ଏକାଡେମୀରେ । ସେମାନେ ମାଟି ପରୀକ୍ଷା କୌଶଳ ଶିକ୍ଷା କରିବା ସହ…

ଖୁସିର ଦେଶ ଭୁଟାନ

ଭୁଟାନକୁ ଖୁସିର ଦେଶ କୁହାଯାଏ । ଏହି ଦେଶର ଜନସାଧାରଣ ବୌଦ୍ଧଧର୍ମକୁ କେବଳ ଗ୍ରହଣ କରିନାହାନ୍ତି ସେମାନେ ଏହାକୁ ନିଜର ନୀତିଦିନର ବ୍ୟବହାର, କାର୍ଯ୍ୟକଳାପ ଓ ଜୀବନଶୈଳୀରେ…

କାହିଁ ଆମର ସ୍ବାଭିମାନ

ବେଳେ ବେଳେ ମନେହୁଏ, ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଏତେ ବର୍ଷ ପରେ ଆମେ ଓଡ଼ିଶାର ଅଧିବାସୀ ତଥା ଓଡ଼ିଆ ଭାଷାଭାଷୀମାନେ ସାମଗ୍ରିକ ଭାବରେ ଆମ ରାଜ୍ୟ…

ଧାର୍ମିକ ଦୁର୍ନୀତି

ଉତ୍ତରପ୍ରଦେଶର ଅଯୋଧ୍ୟାରେ ରାମ ଜନ୍ମଭୂମି ବାବ୍ରୀ ମସ୍‌ଜିଦ୍‌ ବିବାଦରେ ସମାଧାନ ଘଟିବା ପରେ ସେହି ସ୍ଥାନରେ ଶ୍ରୀରାମ ମନ୍ଦିର ସ୍ଥାପନ ହୋଇ ୨୨ ଜାନୁଆରୀ ୨୦୨୪ରେ ରାମଲାଲାଙ୍କ…

ମଣିଷ ହେବା ଏଥର

ଧନୀ ଲୋକଟିଏ ଥିଲା। କପଟ ଓ ଛଳନାକରି ତା’ର ବ୍ୟବସାୟ ଚଲେଇଥିଲା। ଖୁବ୍‌ କମ୍‌ ଦିନ ଭିତରେ ସେ ବିପୁଳ ସମ୍ପତ୍ତି ଅର୍ଜନକଲେ। ଲୋକେ କହିଲେ ଦୋ…

ବାମପନ୍ଥୀରୁ ଦକ୍ଷିଣପନ୍ଥୀ ଆଡ଼କୁ

ଭାରତବର୍ଷରେ ବାମପନ୍ଥୀ ଆନ୍ଦୋଳନ କ୍ରମେ ଦୁର୍ବଳ ହେବାପରି ମନେ ହେଉଛି। ନିକଟରେ ଅନୁଷ୍ଠିତ ୫ ରାଜ୍ୟରେ ବିଧାନସଭା ନିର୍ବାଚନରୁ ଏହା ଜଣାପଡ଼ିଛି। କେରଳ ଥିଲା ଶେଷ ବାମପନ୍ଥୀ…

କାନ୍ଥରେ ନାମ

ଭାରତର ଜମ୍ମୁ ଓ କଶ୍ମୀରର ପହଲଗାମ ଆତଙ୍କବାଦୀ ଆକ୍ରମଣ ୨୨ ଏପ୍ରିଲ ୨୦୨୫ରେ ଘଟିଥିଲା ଓ ସେଥିରେ ୨୬ ଜଣ ସାଧାରଣ ନାଗରିକଙ୍କ ମୃତ୍ୟୁ ହୋଇଥିଲା। ଏହି…

ଏଇ ଭାରତରେ

ବୁଲା କୁକୁର, ଗାଈ ଓ ବାଛୁରିଙ୍କୁ ରୁଟି ଖାଇବାକୁ ଦେଉଛନ୍ତି ରାଜସ୍ଥାନ ଯୋଧପୁର ଜିଲା ବେରୁନ୍ଦର ଗୌତମ ଯାଦବ। ସେ ଠେଲାଗାଡ଼ିରେ ପ୍ରତିଦିନ ସନ୍ଧ୍ୟାରେ ଘରକୁ ଘର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri