ଏଇ ଭାରତରେ

କୋଭିଡ୍‌ ମହାମାରୀରେ ଲକ୍‌ଡାଉନ ଯୋଗୁ ଲୋକମାନଙ୍କ ଦୁର୍ଦ୍ଦଶା ବଢ଼ିଯାଇଛି। ଏବେ ସୁଦ୍ଧା ସେମାନେ ନିଜକୁ ସଳଖି ପାରିନାହାନ୍ତି। କିନ୍ତୁ ଏହା ମଧ୍ୟ ସ୍ବୀକାର୍ଯ୍ୟ ଯେ, ଲକ୍‌ଡାଉନ ଅନେକଙ୍କୁ ଜୀବିକାର ଭିନ୍ନ ତରିକା ଦେଖାଇଛି। ଅଭିନବ କୌଶଳ ଆପଣାଇବା ଲାଗି ବାଟ କଢ଼ାଇ ନେଇଛି, ଯାହା ଘଟିଛି ଅମ୍ବାଲି ପ୍ରସନ୍ନାକୁମାରଙ୍କ କ୍ଷେତ୍ରରେ। ଲକ୍‌ଡାଉନ ସମୟରେ ପ୍ଲାଷ୍ଟିକ୍‌ ବର୍ଜ୍ୟରୁ ସେ ମ୍ୟାଟ୍‌ ତିଆରି କରୁଛନ୍ତି। କେରଳନିବାସୀ ଅମ୍ବାଲି ବର୍ଜ୍ୟ ପ୍ଲାଷ୍ଟିକର ପୁନଃ ଉପଯୋଗ କରୁଛନ୍ତି। ପ୍ଲାଷ୍ଟିକ୍‌ କଭର୍‌ଗୁଡ଼ିକରୁ ମ୍ୟାଟ୍‌ ଓ ଟେବୁଲ କ୍ଲଥ ପ୍ରସ୍ତୁତ କରୁଛନ୍ତି। ଏହି ମ୍ୟାଟ୍‌କୁ ବହୁ ବର୍ଷ ବ୍ୟବହାର କରିହେବ ଓ ସଫା କରାଯାଇପାରିବ। ମ୍ୟାଟ୍‌ର ସୌନ୍ଦର୍ଯ୍ୟ ବଢ଼ାଇବା ଲାଗି ପୁରୁଣା କପଡ଼ା ଉପଯୋଗ କରୁଛନ୍ତି ଅମ୍ବାଲି। ଘରେ ବ୍ୟବହୃତ ପୁରୁଣା ପ୍ଲାଷ୍ଟିକ୍‌ କଭରରୁ କିଭଳି ମ୍ୟାଟ୍‌ ଓ ଟେବୁଲ କ୍ଲଥ ତିଆରି କରାଯାଇପାରିବ ତା’ଉପରେ ସେ ଲୋକଙ୍କୁ ପ୍ରଶିକ୍ଷଣ ଦେଉଛନ୍ତି। ଏବେ ସେ ଫଳଝୁଡ଼ିିର କଭର୍‌ କରିବା ଲାଗି ଯୋଜନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ମହାରାଷ୍ଟ୍ରର ୨୦୪ଟି ମରୁଡ଼ିପ୍ରବଣ ଗାଁରେ ଜଳ ସଙ୍କଟ ଦୂର କରିବାକୁ ପ୍ରୟାସ ଜାରି ରଖିଛନ୍ତି ପୂର୍ବତନ ଭାରତୀୟ ରାଜସ୍ବ ଅଧିକାରୀ (ଆଇଆର୍‌ଏସ୍‌) ଉଜ୍ଜ୍ୱଳ କୁମାର ଚଭନ।...

ମୋବାଇଲ ସ୍କ୍ରିନ୍‌ ଆସକ୍ତି

କାଳେ ନିଦରୁ ଉଠିବାରୁ ଆରମ୍ଭ କରି ରାତିରେ ଶୋଇବା ପର୍ଯ୍ୟନ୍ତ, ଆଖି ସବୁଠାରୁ ଅଧିକ ଯେଉଁ ବସ୍ତୁଟିକୁ ଦେଖୁଛି, ତାହା ହେଉଛି ଆମ ମୋବାଇଲ୍‌ ସ୍କ୍ରିନ୍‌।...

ଗଣତନ୍ତ୍ର କାହିଁକି ଦୋଷୀ ହେବ

ସନ ପଦ୍ଧତି ମଧ୍ୟରୁ ଗଣତନ୍ତ୍ର ହିଁ ସର୍ବୋତ୍କୃଷ୍ଟ। ଗଣତନ୍ତ୍ର ଶାସନର ଅର୍ଥ ଗଣଙ୍କର ଶାସନ, ନିଜକୁ ଶାସନ କରିବା। ହେଲେ ଏଥିରେ ଜନତାର ଶାସନ ପ୍ରତ୍ୟକ୍ଷ...

ବାଂଲାଦେଶ ପରେ ବର୍ମା

ପ୍ରାୟ ଦେଢ଼ ବର୍ଷ ପରେ ପୁଣି ବାଂଲାଦେଶ ଅଶାନ୍ତ ହୋଇପଡ଼ିଛି। ଏବର ଅସ୍ବାଭାବିକ ସ୍ଥିତି ସେଠାକାର ଉଗ୍ର ଯୁବ ନେତା ଶରିଫ୍‌ ଓସ୍‌ମାନ ହାଦିଙ୍କୁ ଅଚିହ୍ନା...

ଏଇ ଭାରତରେ

ସୁନ୍ଦରବନର ହେନ୍ତାଳବନରେ ମହୁ ସଂଗ୍ରହ କରିବାକୁ ଯାଇ ଅନେକ ପୁରୁଷ ବାଘ ଆକ୍ରମଣ ଯୋଗୁ ମୃତ୍ୟୁମୁଖରେ ପଡ଼ନ୍ତି। ଏହିସବୁ ମୃତ ପୁରୁଷଙ୍କ ବିଧବା ସ୍ତ୍ରୀଙ୍କୁ କୁହାଯାଉଛି...

ଶିଷ୍ଟାଚାରର ଅଧଃପତନ

ର୍ଘବର୍ଷର ପରାଧୀନତା ଆମ ସମାଜ ତଥା ସାମାଜିକ ଆଚାର ବ୍ୟବହାର ଉପରେ ଏତେ ପ୍ରଭାବ ପକାଇଛି ଯେ, ତାହା ସ୍ୱାଧୀନତାର ଅର୍ଦ୍ଧଶତାବ୍ଦୀ ପରେ ମଧ୍ୟ ସୁଧୁରିବାର...

ନୂଆ ନଁାରେ ପୁରୁଣା କୋଠା

କଭବନ ସ୍ୱଚ୍ଛତା, ସୁଗମତା ଏବଂ ପ୍ରଶାସନ ଓ ଲୋକଙ୍କ ମଧ୍ୟରେ ଏକ ଗଭୀର ସମ୍ପର୍କର ପ୍ରତୀକ। ଏହି ପଦକ୍ଷେପ ନାଗରିକମାନଙ୍କୁ ସଶକ୍ତ, ଶାସନ ବ୍ୟବସ୍ଥାକୁ ସୁଦୃଢ଼...

କେବଳ ବାହାନା

ଡିସେମ୍ୱର ୧୭ରେ ୱାୟାନାଡ ସାଂସଦ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ବିକଶିିତ ଭାରତ ଗ୍ୟାରେଣ୍ଟି ଫର୍‌ ରୋଜଗାର ଆଣ୍ଡ୍‌ ଆଜୀବିକା ମିଶନ ବିଲ୍‌, ୨୦୨୫ ଉପରେ ପରାମର୍ଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri