ଏଇ ଭାରତରେ

ଅସହାୟଙ୍କ ଓଠରେ ହସ ଖେଳାଇବା ଲାଗି ନିଜ ଆୟର ଅଧାରୁ ଅଧିକ ଖର୍ଚ୍ଚ କରୁଛନ୍ତି ପଶ୍ଚିମବଙ୍ଗର ଅର୍ପଣ ବାନାର୍ଜୀ। ୨୨ ବର୍ଷ ହେଲା ସେ ଏହା କରିଆସୁଛନ୍ତି। ଅର୍ପଣ ୭ ଅନାଥାଶ୍ରମ ଓ ୫ଟି ବୃଦ୍ଧାଶ୍ରମରେ ଅସହାୟଙ୍କୁ ଭେଟି ସେମାନଙ୍କ ଭଲମନ୍ଦ ବୁଝୁଛନ୍ତି। ସେମାନଙ୍କ ପାଇଁ ସମୟ ଦେଇ ଏକ୍‌ଲାପଣ ଦୂର କରିବା ସହ ସେମାନଙ୍କୁ ଉପହାର ଓ ପୋଷାକ ଯୋଗାଇ ଦେଉଛନ୍ତି। ପିଲାବେଳେ ସେ ଦୁଷ୍ଟ ଥିବାରୁ ତାଙ୍କୁ ପଢ଼ିବା ଲାଗି ଏକ ଆଶ୍ରମ ସ୍କୁଲରେ ମାତାପିତା ଛାଡ଼ିଦେଇଥିଲେ। ସେଠାରେ ରହିବା ସମୟରେ ନିକଟରେ ଥିବା ଏକ ଅନାଥ ଆଶ୍ରମର ପିଲାଙ୍କୁ ଦେଖି ଭବିଷ୍ୟତରେ ଏଭଳି ପିଲାଙ୍କୁ ସାହାଯ୍ୟ କରିବା ଲାଗି ନିଷ୍ପତ୍ତି ନେଇଥିଲେ। ପ୍ରଥମେ ତାଙ୍କ ପାଖରେ ଅର୍ଥ ନ ଥିବାରୁ ସେ ସେମାନଙ୍କ ପାଇଁ ରକ୍ତ ଦାନ କରିବା ଆରମ୍ଭ କରିଥିଲେ। ପରେ ଏକ ପ୍ରପର୍ଟି ପ୍ରୋଜେକ୍ଟରେ କାମ କଲେ ଓ ଯାହା ରୋଜଗାର ହେଲା ତାହାକୁ ନେଇ ଅନାଥାଶ୍ରମ ଓ ବୃଦ୍ଧାଶ୍ରମକୁ ଯାଇ ସେବା କରିବାକୁ ଲଗିଲେ। ଏବେ ଏହି କାର୍ଯ୍ୟରେ ତାଙ୍କର କେତେଜଣ ବନ୍ଧୁ ସାହାଯ୍ୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଁ ଗୋଟିଏ ଗାଈ

ହାଁ ହାଁ ବାଇମନ… ରୁହ ରୁହ…! ଶୀର୍ଷକଟିକୁ ପଢ଼ି ଦେଇ ପିଲାବେଳର ରଚନା ଭାବି ଆଖି ବୁଲାଇ ନିଅନ୍ତୁନି! ଯେମିତି ଆପଣଙ୍କର ପିଲାବେଳ ଆଉ ନାହିଁ! ସେମିତି…

ଆମକୁ ଯାହା ଲଜ୍ଜା ନାହିଁ

ଅମ ଓଡ଼ିଶା ଭାଷା, ସାହିତ୍ୟ, ସଂସ୍କୃତି, ଚଳଣି, ଆମ ଖାଦ୍ୟ, ଆମ ବିଚାରଧାରା ସବୁଠି ବର୍ତ୍ତମାନ ଅନୁପ୍ରବେଶର ଉପଦ୍ରବ। ଏସବୁ ଭିତରେ ଊଣା ଅଧିକେ ହଜିବାକୁ ବସିଲାଣି…

ବିକଳ୍ପ ଶେଷ

ବର୍ଷ ବର୍ଷ ଧରି ସିଭିଲ ସର୍ଭିସ ପରୀକ୍ଷାରେ ବ୍ୟବସ୍ଥାଗତ ତ୍ରୁଟି ରହିଥିଲା। ପରୀକ୍ଷାରେ ପାସ୍‌ କରି ଆଇଏଏସ୍‌ କିମ୍ବା ଆଇଏଫ୍‌ଏସ୍‌ରେ ପ୍ରବେଶ କଲେ ମଧ୍ୟ ସେମାନେ ଭଲ…

ଏଇ ଭାରତରେ

ସୁନ୍ଦରବନର ଏକ ଗାଁର ଲୋକେ ଜୀବନ-ଜୀବିକା ସଂଘର୍ଷରେ ବିଜୟୀ ହୋଇଛନ୍ତି। ପଶ୍ଚିମବଙ୍ଗ ସନ୍ଦେଶ୍‌ଖାଲି ବ୍ଲକ ଜେଲିଆଖଲି ଗାଁକୁ ଅନେକ ଛୋଟ ନଦୀ ଘେରିରହିଛି। କୋଲ୍‌କାତାଠାରୁ ୭୨ କି.ମି.…

ରେଡିଓ: ମନର କଥା କହେ

ରେଡିଓ ଆମ ଜୀବନରେ ଏକ ଅବିଚ୍ଛେଦ୍ୟ ଅଙ୍ଗ ହୋଇରହିଛି। ସେ ସୂଚନା ପ୍ରସାରଣ ହେଉ କି ଆନନ୍ଦ ପ୍ରଦାନ, ରେଡିଓ ସବୁବେଳେ ଆମ ସାଥିରେ ରହିଛି। ମନେପଡୁଛି…

ଆସ୍ଥାର ବଜାରୀକରଣ

ଭାରତୀୟ ସଂସ୍କୃତିର ପ୍ରାଣକେନ୍ଦ୍ର ହେଉଛି ଆଧ୍ୟାତ୍ମିକତା। ଏଠାରେ ଦେବଦେବୀମାନେ କେବଳ ପୂଜାପାଠର ମାଧ୍ୟମ ନୁହନ୍ତି, ବରଂ ସେମାନେ ଆମ ଜୀବନଶୈଳୀ, ସଂସ୍କାର ଏବଂ ନୈତିକତାର ପ୍ରତୀକ। ହିନ୍ଦୁ…

ଏକତରଫା ମୂଲଚାଲ

ଦୁଇଦଶନ୍ଧିରୁ ଅଧିକ ସମୟ ଧରି ଭାରତକୁ ଏକ ନିରପେକ୍ଷ ଭାଗୀଦାରି ଭାବେ ଆମେରିକା ବିବେଚନା କରିଆସିଛି। ଭାରତର ବିକାଶଶୀଳ ଶକ୍ତି, ଦକ୍ଷତାସମ୍ପନ୍ନ ମିଲିଟାରି ଏବଂ ଗଣତାନ୍ତ୍ରିକ ପରିଚୟ…

ଚଉପାଢ଼ିର ନୀରବତା

ଧୁନିକତା, ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟାର ସୁବର୍ଣ୍ଣ ଯୁଗ ଭାବରେ ଅଭିହିତ ଏକବିଂଶ ଶତାବ୍ଦୀରେ ମୋବାଇଲ, ଇଣ୍ଟରନେଟ, ସାମାଜିକ ଗଣମାଧ୍ୟମ, କୃତ୍ରିମ ବୁଦ୍ଧିମତ୍ତା ଆଦି ମାଧ୍ୟମରେ ସମଗ୍ର ବିଶ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri