ଏଇ ଭାରତରେ

କିଛିଦିନ ପୂର୍ବରୁ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହୋଇଥିଲା, ଯେଉଁଥିରେ ବାଇକ ଚଲାଉଥିବା ଜଣେ ଯୁବକ ପିକାସୁ ଥିମ୍‌ ହେଲମେଟ ପିନ୍ଧି ନୋଏଡା ରାସ୍ତାରେ ବୁଲୁଥିଲେ। ତେବେ ପୋଲିସ ଧରିଥିବା ବ୍ୟକ୍ତିଙ୍କ ହେଲମେଟକୁ ପସନ୍ଦ କରିଥିଲା। ଏହି ଭିଡିଓକୁ ସୋସିଆଲ ମିଡିଆରେ ବହୁ ସଂଖ୍ୟକ ଲୋକ ମଧ୍ୟ ପସନ୍ଦ କରିଥିଲେ। ଏବେ ଆଉ ଏକ ଭିଡିଓ ସାମ୍ନାକୁ ଆସିଛି। ଯେଉଁଥିରେ ପେଟ୍ରୋଲ ମହଙ୍ଗା ହେବାରୁ ଜଣେ ଯୁବକ ଦିଲ୍ଲୀ ରାଜରାସ୍ତାରେ ମଇଁଷି ଉପରେ ବସି ଯାଉଥିବାର ଦେଖିବାକୁ ମିଳିଛି। ସେ ଏକ ଠେକୁଆ ପରି ହେଲମେଟ ପିନ୍ଧିଥିଲେ, ଯାହା ଲୋକଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଏହି ଭିଡିଓ ଇନ୍‌ଷ୍ଟାଗ୍ରାମରେ ପୋଷ୍ଟ କରାଯାଇଛି । ଏହା ସହିତ କ୍ୟାପଶନରେ ଲେଖାଯାଇଛି ପେଟ୍ରୋଲ ମହଙ୍ଗା ହେଲା, ମୁଁ ମଧ୍ୟ ଏହାର ମୂଲ୍ୟ ଦେଖାଇଲି। ସୋସିଆଲ ମିଡିଆରେ ଉପଭୋକ୍ତାମାନେ ଏହି ଭିଡିଓକୁ ବହୁତ ପସନ୍ଦ କରୁଛନ୍ତି । ଭିଡିଓ ଦେଖିବା ପରେ ଅନେକେ ପ୍ରତିକ୍ରିୟା ଦେଇଛନ୍ତି। ଜଣେ ବ୍ୟକ୍ତି ଲେଖିଛନ୍ତି, ଏହି ମଇଁଷିର କେତେ ଟପ୍‌ ସ୍ପିଡ୍‌। ଅନ୍ୟ ଜଣେ ଲେଖିଛନ୍ତି, ତୁମେ କେମିତି ମଇଁଷି ଚଢ଼ିବା ଶିଖିଲ, ମୁଁ ମଧ୍ୟ ଶିଖିବାକୁ ଚାହେଁ। ଅପରପକ୍ଷରେ ତୃତୀୟ ବ୍ୟକ୍ତି ଏକ ମଜାଦାର ପ୍ରତିକ୍ରିୟା ଦେଇ ଲେଖିଥିଲେ ଚାରିଚକିଆରେ କିଏ ହେଲମେଟ ପିନ୍ଧନ୍ତି କି?


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ନଡ଼ିଆକତାକୁ ସାମଗ୍ରୀ ତିଆରି କରିବାରେ ଯେତିକି ବ୍ୟବହାର କରାଯାଉଛି ତାହାଠାରୁ ଅଧିକ ବର୍ଜ୍ୟ ଆକାରରେ ପିଙ୍ଗି ଦିଆଯାଉଛି। ତେବେ ଏହି କତା ବର୍ଜ୍ୟକୁ କେରଳର ଅର୍ଦ୍ରା ନାୟର…

ଯୋଗ ଦିବାରାତ୍ରି

ଭାରତ ନେତୃତ୍ୱରେ ସାରା ବିଶ୍ୱରେ ପାଳିତ ଯୋଗଦିବସରେ ଶହଶହ ଯୋଗୀ ଓ ଯୋଗିନୀ ବିଭିନ୍ନ ଆସନ, ପ୍ରାଣାୟାମ ଇତ୍ୟାଦି ପତଞ୍ଜଳିକୃତ ଯୋଗମାର୍ଗ ପ୍ରଦର୍ଶନ କରନ୍ତି । ଯୋଗ କଲେ…

ସବୁଜ ଶକ୍ତି ଓ ନିଯୁକ୍ତି ସୁଯୋଗ

ଶ୍ୱତାପନ ଓ ଜଳବାୟୁ ପରିବର୍ତ୍ତନ ପରି ଗମ୍ଭୀର ପରିବେଶ ସମସ୍ୟାର ପ୍ରଚ୍ଛଦରେ ରହିଛି ଶକ୍ତି ଉତ୍ପାଦନର ପ୍ରମୁଖ ଉତ୍ସ କୋଇଲା, ପେଟ୍ରୋଲିୟମ ତୈଳ ଏବଂ ପ୍ରାକୃତିକ ଗ୍ୟାସ…

ପକ୍ଷପାତ ବିଚାର

ଆପଣ ଯଦି ଜଣେ ସାଧାରଣ ବ୍ୟକ୍ତି, ତେବେ ଯେକୌଣସି ଦଳକୁ ସମର୍ଥନ କରିପାରିବେ ଏବଂ ଭୋଟ ଦେଇପାରିବେ। ଡିଏମ୍‌କେ, ଏଡିଏମ୍‌କେ, ଟିଡିପି, ଏନ୍‌ସିପି, ପିଡିପି, ଟିଏମ୍‌ସି, ଆଇଏନ୍‌ସି,…

ସ୍ଲଟ୍‌ ବୁକିଂ ବ୍ୟବସ୍ଥାରେ ଶ୍ରୀଜୀଉ ଦର୍ଶନ

ଶ୍ରୀ ଜଗନ୍ନାଥଙ୍କ ଦର୍ଶନରେ ସୁଧାର ଆଣିବାକୁ ସରକାର ସ୍ଲଟ୍‌ ବୁକିଂ ବ୍ୟବସ୍ଥା ପ୍ରଚଳନ ପାଇଁ କହିଛନ୍ତି। ଏହା ଉପରେ ପ୍ରାଥମିକ ପଦକ୍ଷେପ ଆରମ୍ଭ ହୋଇଯାଇଛି ବୋଲି ଶ୍ରୀମନ୍ଦିର…

ସମୃଦ୍ଧିର ପ୍ରତୀକ

ଦେବଦତ୍ତ ପଟ୍ଟନାୟକ ଲଲକ୍ଷ୍ମୀଙ୍କ ଦୁଇ ପାଖରେ ଦୁଇଟି ହାତୀ ତାଙ୍କ ମୁଣ୍ଡ ଉପରେ ପାଣି ଢାଳୁଥିବାର ଛବି ବା ମୂର୍ତ୍ତି ସାରା ଭାରତରେ ବେଶ୍‌ ଜଣାଶୁଣା। ଏହାକୁ…

ଟପ୍ପର ହେବା ଜରୁରୀ କି

ନିକଟରେ ପ୍ରକାଶ ପାଇଥିବା ସିିବିଏସ୍‌ଇ ଦଶମ ବୋର୍ଡ ପରୀକ୍ଷା ଫଳକୁ ନେଇ ଓଡ଼ିଶା ସାରା ଚର୍ଚ୍ଚା। କେବଳ ଓଡ଼ିଶା କାହିଁକି, ସାରା ଭାରତରେ ଅନେକ ଛାତ୍ରୀଛାତ୍ର ଶତକଡା…

ସମୃଦ୍ଧିର ପ୍ରତୀକ

ଲକ୍ଷ୍ମୀଙ୍କ ଦୁଇ ପାଖରେ ଦୁଇଟି ହାତୀ ତାଙ୍କ ମୁଣ୍ଡ ଉପରେ ପାଣି ଢାଳୁଥିବାର ଛବି ବା ମୂର୍ତ୍ତି ସାରା ଭାରତରେ ବେଶ୍‌ ଜଣାଶୁଣା। ଏହାକୁ ସମୃଦ୍ଧିର ପ୍ରତୀକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri