ଏଇ ଭାରତରେ

ଦୁର୍ଘଟଣା ରୋକିବା ଲାଗି ସଚେତନତା କାର୍ଯ୍ୟକ୍ରମ ପ୍ରାୟତଃ ସବୁ ସମୟରେ କରାଯାଉଛି। ହେଲେ ଏହା ଉପରେ ଅଙ୍କୁଶ ଲଗାଯାଇପାରୁନାହିଁ। ଦେଖାଯାଏ, ଅଧିକାଂଶ କ୍ଷେତ୍ରରେ ସାଇକେଲ ଆରୋହୀମାନେ ରାତିରେ ଦୁର୍ଘଟଣାର ଶିକାର ହେଉଛନ୍ତି। ତେବେ ସେମାନଙ୍କ ଯାତ୍ରା ସୁରକ୍ଷିତ କରିବା ଲାଗି ଲକ୍ଷ୍ନୌର ଖୁସି ପାଣ୍ଡେ ଏକ ନିଆର ଉପାୟ ଆପଣାଇଛନ୍ତି। ସେ ସାଇକେଲ ପଛରେ ଲାଇଟ ଲଗାଉଛନ୍ତି। ଅନ୍ଧାରରେ ଏହି ଲାଇଟ ସେମାନଙ୍କୁ ଦୁର୍ଘଟଣାରୁ ରକ୍ଷାକରିବ ବୋଲି କହନ୍ତି ଖୁସି। ଖୁସିଙ୍କ ବୟସ ଏବେ ୨୩। କଲେଜରେ ପଢ଼ିବା ସହ ସେ ‘ସପ୍ନ କି ଉଡାନ କି ଫାଉଣ୍ଡେଶନ’ ସଂସ୍ଥା ଗଠନ କରି ତା’ ମାଧ୍ୟମରେ ଏହି କାର୍ଯ୍ୟ ସଞ୍ଚାଳନ କରୁଛନ୍ତି। ସେ ଚଳାଉଥିବା ଅଭିଯାନର ନାମ ରଖିଛନ୍ତି ‘ପ୍ରୋଜେକ୍ଟ ଉଜାଲା’। ସେ ରାତିରେ ବିଭିନ୍ନ ସ୍ଥାନକୁ ଯାଇ ସେଠାରେ ସାଇକେଲ ପଛରେ ଲାଇଟ ଲଗାନ୍ତି। ୬ ବର୍ଷ ହେଲା ଖୁସି ଏହି କାର୍ଯ୍ୟ କରି ଆସୁଛନ୍ତି ଓ ଏବେ ସୁଦ୍ଧା ସେ ୧୫୦୦ରୁ ଅଧିକ ସାଇକେଲରେ ଲାଇଟ ଲଗାଇ ସାରିଲେଣି।


Enter your email to get our daily news in your inbox.

All Right Reserved By Dharitri.Com

କଠିନ ପଥ

ଏବେ ଦେଶ ସମ୍ମୁଖରେ କ’ଣ ସମସ୍ୟା ଅଛି, ସ୍ୱାଧୀନତାର ମୌଳିକ ଲକ୍ଷ୍ୟ ପୂରଣ ହୋଇଛି କି ନା ତାହା ଆଲୋଚନା ହେବା ଉଚିତ। ରାଜନୈତିକ ସ୍ୱାଧୀନତା ସତରେ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ପବିତ୍ର ବନ

ବନ ସଂରକ୍ଷଣ ୨ପ୍ରକାର ପଦ୍ଧତିରେ କରାଯାଇଥାଏ। ପ୍ରଥମରେ ‘ଇନ୍‌ ସିଟୁ’ ଏବଂ ୨ୟରେ ‘ଏକ୍‌ସ ସିଟୁ’ ସଂରକ୍ଷଣ। କିନ୍ତୁ ଜଙ୍ଗଲକୁ ତା’ର ପ୍ରାକୃତିକ ସ୍ଥିତିରେ ସଂରକ୍ଷିତ ବା…

ସ୍ବାଗତଯୋଗ୍ୟ ସମୀକ୍ଷା

ଓଡ଼ିଶାର ପରବର୍ତ୍ତୀ ପୋଲିସ ମହାନିର୍ଦ୍ଦେଶକ(ଡିଜିପି) ନିଯୁକ୍ତିକୁ ନେଇ ବିବାଦ ଲାଗିରହିଛି। ପ୍ରକୃତରେ ସଞ୍ଜୀବ ପଣ୍ଡା କିମ୍ବା ଏହି ଦୌଡ଼ରେ ଥିବା ଅନ୍ୟ ଅଧିକାରୀମାନଙ୍କୁ ନେଇ ଏହା ହୋଇନାହିଁ।…

ଏଇ ଭାରତରେ

ଜମ୍ମୁକଶ୍ମୀରରେ ଆର୍ଦ୍ରଭୂମି ଓ ବହିରାଗତ ପକ୍ଷୀଙ୍କ ସୁରକ୍ଷାରେ ଲାଗିପଡ଼ିଛନ୍ତି ଏକ ମହିଳା ଟିମ୍‌। ଏହି ଟିମ୍‌ରେ ୧୫ ଜଣ ମହିଳା ଓ ବାଳିକା ରହିଛନ୍ତି। ସେମାନେ ସଲିମ…

ସମାଜର ବିଫଳତା ନା ସମୟର ଆବଶ୍ୟକତା

ଗଛର ମୂଳ ଯେତେ ଦୃଢ଼, ଗଛ ସେତେ ସୁଦୃଢ଼। ସେହିପରି ବୟୋଜ୍ୟେଷ୍ଠମାନେ ହେଉଛନ୍ତି ପରିବାର ଓ ସମାଜର ମୂଳଦୁଆ। ସେମାନଙ୍କ ଅନୁଭବ, ତ୍ୟାଗ ଓ ଜୀବନବୋଧ ସମାଜକୁ…

ଚାଇନା ପାଇଁ ଆହ୍ବାନ

ନିକଟରେ ଚାଇନାର ପୂର୍ବତନ ପ୍ରଧାନମନ୍ତ୍ରୀ ଝୁ ରୋଙ୍ଗ୍‌ଜିଙ୍କର ୯୭ ବର୍ଷ ବୟସରେ ମୃତ୍ୟୁହେବା ପରେ ତାଙ୍କ ପାଇଁ ଚତୁର୍ଦ୍ଦିଗରୁ ଶ୍ରଦ୍ଧାଞ୍ଜଳିର ସୁଅ ଛୁଟିଥିଲା। ସେ ଥିଲେ ଆର୍ଥିକ…

ଡିଜିଟାଲ ସାର୍ବଭୌମତ୍ୱ

ଆଜିକାଲି ଭୌଗୋଳିକ ସୀମା ସରହଦକୁ ଅତିକ୍ରମକରି ମଣିଷ ଆଭାସିକ ଡିଜିଟାଲ ପୃଥିବୀରେ ଦୈନିକ ଜୀବନଯାପନ କଲାଣି। ଇଣ୍ଟରନେଟ୍‌ ଆସିବା ପରେ ଭୌଗୋଳିକ ସୀମା ପ୍ରତିରକ୍ଷା ପାଇଁ ରହିଲା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri