ଏଇ ଭାରତରେ

ପଣସର ଆଦର ସବୁଠି ବେଶି। କିନ୍ତୁ ଫଳିବା ଋତୁ ପରେ ଏହାକୁ ଆଉ ରୋଷେଇ ଘରେ ଦେଖିବାକୁ ମିଳେନାହିଁ। ସବୁ ଅଞ୍ଚଳରେ ବି ପର୍ଯ୍ୟାପ୍ତ ପଣସ ଫଳେନାହିଁ। ଏଣୁ ସେଠାକାର ଲୋକେ ମଧ୍ୟ ପଣସ ଖାଇପାରନ୍ତି ନାହିଁ। ହେଲେ ଏଭଳି ସମସ୍ୟାର ସମାଧାନ କରିଛନ୍ତି ମୁମ୍ବାଇର ଅମନ ଛାବ୍ରା। ସେ ‘କଥାଲ୍‌ଫି’ ନାମକ ଷ୍ଟାର୍ଟଅପ୍‌ ଗଠନ କରି ତା’ ମାଧ୍ୟମରେ ପଣସ(ଜ୍ୟାକ୍‌ଫ୍ରୁଟ)କୁ ଏବେ ବର୍ଷର ସବୁ ସମୟରେ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚାଇବାରେ ସକ୍ଷମ ହୋଇପାରିଛନ୍ତି। ଅମନଙ୍କ ବୟସ ଏବେ ୩୩। ସେ ପଣସରୁ ଜ୍ୟାକ୍‌ଫ୍ରୁଟ ମଖାନି, ଜ୍ୟାକ୍‌ଫ୍ରୁଟ ଟିକା ମସଲା,ଜ୍ୟାକ୍‌ଫ୍ରୁଟ କିମାଠାରୁ ଆରମ୍ଭ କରି ପଣସ ମଞ୍ଜି ଚୂନା, ଆଚାର, କେକ୍‌ ଏବଂ ଫ୍ରାଏଡ ଚିପ୍ସ ଏପରିକି ଚକୋଲେଟ ଆଦି ୧୩ ପ୍ରକାର ଉତ୍ପାଦ ପ୍ରସ୍ତୁତ କରୁଛନ୍ତି। ୨୦୨୩ ଏପ୍ରିଲରୁ ଏହାର ବିକ୍ରି ଆରମ୍ଭ କରିଛନ୍ତି। ପ୍ରତି ମାସରେ ୬୦୦ରୁ ଅଧିକ ଅର୍ଡର ମିଳୁଛି। ଏହା ତାମିଲନାଡୁ, ଆନ୍ଧ୍ରପ୍ରଦେଶ, ମହାରାଷ୍ଟ୍ର, ପଞ୍ଜାବ ଏବଂ ଦିଲ୍ଲୀ-ଏନ୍‌ସିଆରରୁ ଆସୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଜନସଂଖ୍ୟା ଓ ଜଳବାୟୁ

ପୃଥିବୀରେ ମଣିଷ ବଞ୍ଚିବା ନିମନ୍ତେ ସୁସ୍ଥ ଜଳବାୟୁର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ପ୍ରକୃତି ରାଣୀର ବରଦାନ ଅନୁସାରେ ମଣିଷ ଏହି ପୃଥିବୀରେ ନିଜର ଜୀବନ ଅତିବାହିତ କରିପାରୁଛି।…

ଏଇ ଭାରତରେ

ଭାରତର ବିଭିନ୍ନ ସହର ଅଧୀନ ବସ୍ତିରେ ରହୁଥିବା ପିଲାମାନେ ଶିକ୍ଷାରୁ ବଞ୍ଚତ୍ତ ହେଉଛନ୍ତି। ସେମାନେ ପ୍ରାୟତଃ ଶ୍ରମିକ ଶ୍ରେଣୀ ପରିବାରର ହୋଇଥିବାରୁ ସେମାନଙ୍କ ଶିକ୍ଷା ଉପରେ ମାତାପିତା…

ରାଜନୈତିକ ପ୍ରତାରଣା

ବିଭିନ୍ନ ସମୟରେ ରାଜନୈତିକ ଦଳ ଜନତାଙ୍କୁ ଅନେକ ପ୍ରତିଶ୍ରୁତି ଦେଇଥାନ୍ତି। ନିର୍ବାଚନୀ ଇସ୍ତାହାର ଜରିଆରେ ଓ ପରବର୍ତ୍ତୀ ସମୟରେ କ୍ଷମତାସୀନ ଦଳ ଭାବେ ପ୍ରତିଶ୍ରୁତି ଦିଅନ୍ତି। କିନ୍ତୁ…

ଲୋଭ ଘାରୁଛି

କ୍ଷମତା ଓ ସମ୍ପତ୍ତି ଲୋଭ ମଣିଷ ଜାତିକୁ ଆଦିମ ଯୁଗରୁ ହନ୍ତସନ୍ତ କରିଆସିଛି। ଅଧିକ ଜମି ପାଇବା ପାଇଁ ବିଶ୍ୱବ୍ୟାପୀ ରାଜା ମହାରାଜାମାନେ ଯୁଗଯୁଗରୁ ଯୁଦ୍ଧ କରିଆସୁଥିଲେ।…

ଏଇ ଭାରତରେ

କେରଳର ଗିରିଜା କୁମାରୀ ମଧୁ ସ୍ନାୟବିକ ସମସ୍ୟା ଓ ମାନସିକ ଅନଗ୍ରସର ପିଲାଙ୍କ ଉନ୍ନତି ପାଇଁ କାର୍ଯ୍ୟ କରୁଛନ୍ତି। ସେ ରହୁଛନ୍ତି ଆଲପୁଝା ଜିଲା ଥାମାରାକୁଲାମ୍‌ରେ। ଗିରିଜା…

ରଜପର୍ବ

ରଜପର୍ବ ପ୍ରତି ବର୍ଷ ଜ୍ୟେଷ୍ଠ ମାସରେ ପଡ଼ିଥାଏ। ସୃତି ଅଛି ବସୁଧା ମା’ ବର୍ଷକରେ ଥରେ ରଜସ୍ବଳା ହୁଏ। ଆମ ପରମ୍ପରା ସଂସ୍କୃତିର ଏହା ଏକ ଅଙ୍ଗ,…

ଆସନ୍ତାକାଲି କିଏ ଦେଖିଛି

ଗତ କିଛିବର୍ଷ ହେବ ଶାସକଶ୍ରେଣୀ ତରଫରରୁ ପ୍ରତି ମୁହୂର୍ତ୍ତରେ ପ୍ରଚାର କରାଯାଉଛି ଯେ ୨୦୪୭ରେ ଭାରତ ବିକଶିତ ରାଷ୍ଟ୍ର ଏବଂ ୨୦୩୬ରେ ଓଡ଼ିଶା ବିକଶିତ ରାଜ୍ୟ ହେବ।…

ସମ୍ଭାବ୍ୟ ଶାନ୍ତି

ଶେଷରେ ଇରାନ ସହ ଆମେରିକା-ଇସ୍ରାଏଲର ଯୁଦ୍ଧ ମଧ୍ୟରେ ସବୁଠାରୁ ବଡ଼ ପ୍ରତୀକ୍ଷିତ କୂଟନୈତିକ ସଫଳତା ମିଳିଛି, ଯେଉଁଥିରେ ଆମେରିକା ଏବଂ ଇରାନ ସେମାନଙ୍କ ଅସ୍ତ୍ରବିରତିକୁ ୬୦ ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri