ଏଇ ଭାରତରେ

ଅଗଣାରେ ଉଦ୍ୟାନ ଯାହାଙ୍କ ପାଇଁ ସମ୍ମାନ ଆଣି ଦେଇଛି ସେ ହେଉଛନ୍ତି ହାଇଦ୍ରାବାଦର ପିନ୍ନାକା ପଦ୍ମା। ସେ ତାଙ୍କ ଘର ଅଗଣାକୁ ଏକ ଛୋଟ ଜଙ୍ଗଲରେ ପରିଣତ କରିଦେଇଛନ୍ତି। ୬୦୦ କୁଣ୍ଡରେ ୧୦୦୦ରୁ ଊର୍ଦ୍ଧ୍ୱ ଗଛ ଲଗାଇଛନ୍ତି। ପଦ୍ମାଙ୍କୁ ଏବେ ବୟସ ୫୯। ପିଲାଦିନରୁ ବଗିଚା ପ୍ରତି ତାଙ୍କର ଆକର୍ଷଣ ରହିଥିଲା , ଯାହା ଏବେ ପ୍ରତିଫଳିତ ହୋଇଛି। ସେ ବଗିଚାର ଗଛଗୁଡ଼ିକୁ ପ୍ରାକୃତିକ ଉପାୟରେ ବଢ଼ାଇଛନ୍ତି। ଗଛରେ ପ୍ରାକୃତିକ ପଦ୍ଧତିରେ ପ୍ରସ୍ତୁତ ଜୈବିକ ଖତ ଓ କୀଟନାଶକ ବ୍ୟବହାର କରିଥାନ୍ତି। ଏଥିରେ ସେ ବିଭିନ୍ନ ପନିପରିବା ଓ ଫଳମୂଳ ଆଦି ଉପତ୍ାଦନ କରିବାକୁ ସକ୍ଷମ ହୋଇପାରିଛନ୍ତି। ଓଷଧୀୟ ବୃକ୍ଷ ମଧ୍ୟ ଲଗାଇଛନ୍ତି। ଏହି ବଗିଚା କରିବାକୁ ତାଙ୍କୁ ୧ଦଶନ୍ଧିରୁ ଅଧିକ ସମୟ ଲାଗିଛି। ଏଭଳି ବଗିଚା ପାଇଁ ସେ କୃଷି ବିଭାଗ ତରଫରୁ ସମ୍ମାନିତ ହୋଇଛନ୍ତି। ବଗିଚାକୁ ନେଇ ଆରମ୍ଭ କରିଥିବା ‘ପତନମ୍‌ ଲୁ ପାଲେତରୁ’ ୟୁଟ୍ୟୁବ୍‌ ଚାନେଲର ଏବେ ୪ ଲକ୍ଷରୁ ଅଧିକ ସବ୍‌ସ୍କ୍ରାଇବର ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଏବେ ବି ଭାରତର ବିଭିନ୍ନ ଅଞ୍ଚଳରେ ଲିଙ୍ଗଗତ ଭେଦଭାବ ରହିଛି। ହେଲେ ରାଜସ୍ଥାନର ପିପଲାନ୍ତ୍ରୀ ଗାଁ ଏଭଳି ଭେଦଭାବ ଦୂର କରିବା ଲାଗି ନିଆରା ପରମ୍ପରା ଆପଣାଇଛି।…

ହଜିଲା ପୃଷ୍ଠାର କାହାଣୀ

ନିକଟ ଅତୀତରେ ସିଙ୍ଗାପୁର ସରକାର ଗୋଟିଏ ସୁନ୍ଦର ଯୋଜନା କରିଛନ୍ତି। ସାରା ବିଶ୍ୱରେ ଏବେ ପିଲାଠାରୁ ବୁଢ଼ା ଯାଏ, ମୋବାଇଲ ପରଦା ଦେଖିବାର ଅବଧି ବଢ଼ି ବଢ଼ି…

ନୈତିକ ପହରା ନୁହେଁ, ସୁରକ୍ଷା ଜରୁରୀ

ଗତ କିଛିଦିନ ମଧ୍ୟରେ ଦେଶର ବିଭିନ୍ନ ସ୍ଥାନରେ ତଥାକଥିତ ‘ନୈତିକ ପହରା’ ନାଁରେ ମହିଳା ବିଶେଷକରି ନାବାଳିକା ଓ ଯୁବତୀଙ୍କ ଉପରେ ବର୍ବରୋଚିତ ଘଟଣା ଘଟିବା ଦେଖାଯାଇଛି।…

ଅବିଶ୍ୱାସର ସୁଅ

ମୁଖ୍ୟ ନିର୍ବାଚନ କମିଶନର (ସିଇସି)ଙ୍କୁ ହଟେଇବା ପାଇଁ ଦେଶବ୍ୟାପୀ ଆନ୍ଦୋଳନ ଚାଲିଥିବା ବେଳେ ଏବେ ତାଙ୍କୁ ଅଦାଲତରୁ ମଧ୍ୟ ବଡ଼ ଝଟ୍‌କା ମିଳିଛି। ଜ୍ଞାନେଶଙ୍କ ବିରୋଧରେ ମାମଲା…

ଏଇ ଭାରତରେ

ରାଜସ୍ଥାନର ଜୟପୁର ସହରର ବସ୍ତିଗୁଡ଼ିକରେଅନେକ ପିଲା ଅଧାରୁ ପାଠ ଛାଡ଼ି ଶିଶୁ ଶ୍ରମିକ ଭାବେ କାମ କରୁଛନ୍ତି। ଏହିସବୁ ପିଲାଙ୍କ ପାଇଁ ଶିକ୍ଷାର ଆବଶ୍ୟକତାକୁ ଉପଲବ୍ଧି କରି…

ଅଦୃଶ୍ୟ ପ୍ରାଚୀର

ତଳ ମହଲାରେ ଜଣେ। ଉପର ମହଲାରେ ଆଉ ଜଣେ ଭାଇ। ମାଆ ମରିଯିବା ପରେ ଗୋଟେ ଘର ଦି’ ଭାଗ ହୋଇଗଲା। ସାମାନ୍ୟ ସମ୍ପତ୍ତି ଭାଗବଣ୍ଟା ଲାଗି…

ସେମିକଣ୍ଡକ୍ଟର ପ୍ରକଳ୍ପ ଓ ମରୁଭୂମିର ଚିତ୍ର

ପ୍ରତିବର୍ଷ ଜାତିସଂଘ ତରଫରୁ ଆଦିବାସୀ ଅଧିକାର ଦିବସ ଅଗଷ୍ଟ ୯ରେ ପାଳିତ ହୋଇଥାଏ। ୧୯୪୨ ମସିହାର ଏହି ଦିନରେ ମହାତ୍ମା ଗାନ୍ଧୀ କର ବା ମର ଡାକରା…

ପ୍ରତିଦ୍ୱନ୍ଦ୍ୱିତା ବଢୁ

ଭାରତବର୍ଷରେ ସରକାରୀ ସଂସ୍ଥାଗୁଡ଼ିକର ଲକ୍ଷ୍ୟ ଲୋକକଲ୍ୟାଣ ପାଇଁ ରହିବା କଥା। କିନ୍ତୁ ସରକାରୀ ନୀତି ଉତ୍ତମ ନ ରହିବାରୁ ବହୁ ସଂସ୍ଥା କ୍ଷତିରେ ଚାଲିଥାଏ। ୧୯୯୧ରେ ଉଦାରୀକରଣ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?