ଏଇ ଭାରତରେ

ଭାରତରେ ଶିଶୁ ଅପପୁଷ୍ଟିକୁ ନେଇ ସବୁବେଳେ ଆଲୋଚନା ହୁଏ। ଏହାକୁ ଦୂର କରିବା ପାଇଁ ଜାତୀୟ ଓ ରାଜ୍ୟ ସ୍ତରରେ ମଧ୍ୟ ଅନେକ ଯୋଜନା ଲାଗୁ କରାଯାଇଛି। ତଥାପି ଶିଶୁ ଅପପୁଷ୍ଟି ଦୂର କରିବାରେ ଅଶାନୁରୂପ ସଫଳତା ମିଳିପାରୁନାହିଁ। ତେବେ ଏ କ୍ଷେତ୍ରରେ ଆଇଏଏସ୍‌ ଅଧିକାରୀ ଶୁଭମ୍‌ ଗୁପ୍ତା ନେଉଥିବା ପଦକ୍ଷେପ ନିଶ୍ଚୟ ଉତ୍ସାହପ୍ରଦ। ଶୁଭମ୍‌ ଇଟାପଲ୍ଲୀର ଆସିଷ୍ଟାଣ୍ଟ କଲେକ୍ଟର ଅଛନ୍ତି। ସେ ମହାରାଷ୍ଟ୍ରର ଟୋଡ୍‌ସା ଆଶ୍ରମ ସ୍କୁଲର ପିଲାଙ୍କ ଅପପୁଷ୍ଟି ଦେଖି ତାହାକୁ ଦୂର କରିବା ଲାଗି ଏଆଇ ବା କୃତ୍ରିମ ବୁଦ୍ଧିମତ୍ତାର ସାହାଯ୍ୟ ନେଉଛନ୍ତି। ଏହି ସ୍କୁଲରେ ୨୨୨ ଝିଅଙ୍କ ମଧ୍ୟରେ ୬୧ ଜଣ ଅପପୁଷ୍ଟିର ଶିକାର ହୋଇଥିବା ଜଣାପଡ଼ିବା ପରେ ସେଠାରେ ପିଲାଙ୍କୁ ଦିଆଯାଉଥିବା ଖାଦ୍ୟର ମାନ ପରଖିବା ଲାଗି ଏଆଇ ମେଶିନ ଲଗାଇଛନ୍ତି। ପିଲାମାନେ ଖାଦ୍ୟଥାଳି ଧରି ଏଆଇ ମେଶିନ ଆଗରେ ଠିଆ ହେଉଛନ୍ତି ଓ ଖାଦ୍ୟର ମାନ ଜଣାପଡ଼ୁଛି। ଶୁଭମ୍‌ ଏହି ମେଶିନକୁ ଅକ୍ଟୋବର ୨୦୨୨ରେ ଲଗାଇଥିଲେ। ଏହି ଉପାୟ ଅବଲମ୍ବନ କରାଯିବା ପରେ ବର୍ତ୍ତମାନ ଅପପୁଷ୍ଟିର ଶିକାର ହୋଇଥିବା ପିଲାଙ୍କ ସଂଖ୍ୟା ୬୧ରୁ ୨୦କୁ ଖସିଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ନିଷ୍ଠା ଓ ପ୍ରତିବଦ୍ଧତା ସଫଳତା ଆଣେ, ଯାହା ପ୍ରମାଣ କରିପାରିଛନ୍ତି ଉତ୍ତରାଖଣ୍ଡର ସୁଶାନ୍ତ ୟୁନିଆଲ ଏବଂ ତାଙ୍କ ଭାଇ। ଦୁଇ ଭାଇ ସବୁଠୁ ବଡ଼ ଛତୁ ଛତ୍ପାଦନ…

ଡିଜିଟାଲ ଗଣମାଧ୍ୟମ ଓ ଶିଶୁ

ନିକଟରେ ବିଶ୍ୱର ପ୍ରଥମ ଦେଶ ରୂପେ ଅଷ୍ଟ୍ରେଲିଆ ଆଇନ କରିଛି ୧୬ ବର୍ଷରୁ କମ୍‌ ବୟସ୍କ ପିଲାଙ୍କ ପାଇଁ ୧୦ ବଡ଼ ବଡ଼ ଡିଜିଟାଲ ଗଣମାଧ୍ୟମକୁ ନିଷିଦ୍ଧ…

ଗମ୍ଭୀର ସ୍ଥିତିରେ ବାୟୁ ପ୍ରଦୂଷଣ

ସମ୍ପ୍ରତି ବାୟୁ ପ୍ରଦୂଷଣ ଏକ ଜଟିଳ, ବୈଶ୍ୱିକ ଜରୁରିକାଳୀନ ପରିସ୍ଥିତି ପାଲଟିଛି। ଭାରତ ପରିପ୍ରେକ୍ଷୀରେ ଏହା ସ୍ବାସ୍ଥ୍ୟ ନିମନ୍ତେ ପରିବେଶୀୟ ବିପଦ ଭାବରେ ଉଭା ହୋଇଛି। ନିକଟରେ…

ଆଇସ୍‌କ୍ରିମ୍‌ ଖାଇଲେ

କଟକ ଜିଲା ବାଙ୍କୀ ତହସିଲ ଅନ୍ତର୍ଗତ କୁମୁସର ଗାଁରେ ୯ ଫେବୃଆରୀରେ ଅନୁଷ୍ଠିତ ଏକ ଅଷ୍ଟପ୍ରହରୀ କାର୍ଯ୍ୟକ୍ରମରେ ଆଇସ୍‌କ୍ରିମ ଖାଇ ୧୮ ଜଣ ପିଲା ଅସୁସ୍ଥ ହୋଇଥିବା…

ଏଇ ଭାରତରେ

ଅଜିମ ପ୍ରେମଜୀ ବିଶ୍ୱବିଦ୍ୟାଳୟ ଛାତ୍ରୀଛାତ୍ରଙ୍କ ଏକ ଟିମର ବର୍ଜ୍ୟପରିଚାଳନା ଅତ୍ୟନ୍ତ ପ୍ରଶଂସନୀୟ। କର୍ନାଟକ ବେଙ୍ଗାଲୁରୁ ନିକଟରେ ଥିବା ବିଲାପୁରା ଗାଁକୁ ସମ୍ପୂର୍ଣ୍ଣ ବର୍ଜ୍ୟମୁକ୍ତ କରାଯାଇପାରିଛି। ଦେଖିବାକୁ ଗଲେ…

ଦୁଃଖ ଖୋଜୁଥିବା ମଣିଷ

କିଛି ଏମିତି ଅଜବ ଲୋକ ଅଛନ୍ତି, ଆପଣ ବି ଭେଟିଥିବେ କେଉଁଠି କେତେବେଳେ। ଜଞ୍ଜାଳମୁକ୍ତ ହୋଇ ପରିବାରକୁ ନେଇ ନିଜ ଭିତରେ ସୁଖୀ ଥିବା ମଣିଷଟି ସମସ୍ତଙ୍କୁ…

ଉଠିବା ଦରକାର, ଉଡ଼ିବା ପଛକଥା

ପ୍ରଥମ ବିଶ୍ୱଯୁଦ୍ଧ ସମୟର ଇଟାଲୀୟ ଆମ୍ବୁଲାନ୍ସ ଚାଳକ, ପରବର୍ତ୍ତୀ ସମୟରେ ଗୁରୁତର ଆହତ ଅର୍ନେଷ୍ଟ ହେମିଂୱେଙ୍କ କଥା ଆଜି ବି ପାସୋରି ପାରି ନାହାନ୍ତି ଅର୍ଥନୈତିକ ବିଶାରଦଗଣ।…

ଦୋଳି ଦୁର୍ଘଟଣା

ପ୍ରମୋଦ ଉଦ୍ୟାନ କିମ୍ବା ମନୋରଞ୍ଜନର ଖୋରାକ ଯୋଗାଉଥିବା କୌଣସି ମେଳାକୁ ବୁଲିଯିବା ବେଳେ ଆନନ୍ଦ ଲାଭ କରିବା ଥାଏ ମୂଳ ଲକ୍ଷ୍ୟ। କିନ୍ତୁ ତାହା ନିରାନନ୍ଦ ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri