ଏଇ ଭାରତରେ

ବୟସ ମାତ୍ର ୧୮ । କିନ୍ତୁ ଏଗ୍ରି ରୋବୋ ତିଆରି କରି କୃଷି କ୍ଷେତ୍ରରେ ଏକ ଉଦାହରଣ ସୃଷ୍ଟି କରିଛନ୍ତି ରାଜସ୍ଥାନ କୋଟାର ଆର୍ଯ୍ୟନ୍‌ ସିଂ । ଏହି ରୋବୋ କୃତ୍ରିମ ବୁଦ୍ଧିମତ୍ତା ଦ୍ୱାରା ଚାଲୁଛି। ଏହା ଦ୍ୱାରା ଜଳସେଚନ ଓ ଅନ୍ୟାନ୍ୟ କାର୍ଯ୍ୟ ସୁରୁଖୁରୁରେ ସଞ୍ଚାଳନ କରାଯାଇପାରୁଛି। ଆର୍ଯ୍ୟନଙ୍କ ଜନ୍ମ ଏକ କୃଷକ ପରିବାରରେ। ସେ କୃଷକ ଜୀବନର କଷ୍ଟକର ତଥା ଅଭାବୀ ଜୀବନକୁ ନିକଟରୁ ଦେଖିବା ପରେ ସେମାନଙ୍କୁ ସାହାଯ୍ୟ କରିବା ଲାଗି ସ୍ଥିର କରିଥିଲେ, ଯାହାର ଫଳସ୍ବରୂପ ସେ ଏହି ରୋବୋ ନିର୍ମାଣ କରିଛନ୍ତି। ପ୍ରଥମେ ୧୦ମ ଶ୍ରେଣୀରେ ପଢ଼ିବା ସମୟରେ ଏଭଳି ରୋବୋ ନିର୍ମାଣ କରିବାକୁ ଚିନ୍ତା କରିଥିଲେ। ପରେ କୋଭିଡ୍‌-୧୯ ଲକ୍‌ଡାଉନ ସମୟରେ ଏଥିପାଇଁ ସେ ବହୁ ସମୟ ପାଇଥିଲେ ଓ ଟେକ୍ନୋଲୋଜି ଉପରେ ନିଶ୍ଚିତ ହୋଇଥିଲେ। ଆର୍ଯ୍ୟନ ବିଟେକ୍‌ ଛାତ୍ର ହୋଇଥିବାରୁ ଏହି ରୋବୋ ନିର୍ମାଣ କରିବା ତାଙ୍କ ପାଇଁ ସହଜ ହୋଇଥିଲା। କଲେଜର ପରୀକ୍ଷାଗାରରେ ପ୍ରାଧ୍ୟାପକମାନେ ତାଙ୍କୁ ଏ ଦିଗରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଷ୍ପ୍ରଭ ହେଉଛି ସାମୁଦ୍ରିକ ପ୍ରାଣୀଙ୍କ ଧ୍ୱନି

କଥାବାର୍ତ୍ତା ବା ଭାବର ଆଦାନପ୍ରଦାନ ଆବହମାନ ସମୟରୁ ରହିଆସିଛି। ଏ ସୃଷ୍ଟିର ବଡ଼ ବୈଚିତ୍ରତା ହେଉଛି ମଣିଷଠାରୁ ଜୀବଜଗତ, କୀଟପତଙ୍ଗ ସମସ୍ତଙ୍କର ଏହି ଧ୍ୱନି ପ୍ରକରଣ ଯେତିକି…

ଆମ ତୃଷ୍ଣାର କ’ଣ ବିକଳ୍ପ ନାହିଁ

ସାମାଜିକ ଗଣମାଧ୍ୟମର ଭିଡିଓ କ୍ଲିପ୍‌ ଦେଖୁଦେଖୁ ମୋର ନଜର ପଡ଼ିଲା ମଦଜନିତ ବିଶେଷ ଖବର ଉପରେ। ଜିଲା ପ୍ରଶାସନିକ ମୁଖ୍ୟ ଅର୍ଥାତ୍‌ ଜିଲାପାଳମାନେ ବି କେଡ଼େ କୌତୁକିଆ…

ସଂସ୍କୃତିର ଅନ୍ୟ ନାମ ସ୍ବଚ୍ଛତା

ଜାପାନୀ ଭାଷାରେ ଅଛି-‘ଟାଟ୍‌ସୁ ଟୋରି ଏଟୋ ଓ୍ବ ନିଗୋସାଜୁ’। ଏହାର ଆକ୍ଷରିକ ଇଂଲିଶ୍‌ ଅନୁବାଦ କଲେ ହେବ-‘ଏ ବାର୍ଡ ଲିଭ୍‌ସ ନଥିଂ ବିହାଇଣ୍ଡ’। ଓଡ଼ିଆରେ ଏହାକୁ କୁହାଯାଇପାରେ-‘ପକ୍ଷୀ…

ଏଇ ଭାରତରେ

ପିଲା ପାଠ ପଢ଼ିବା ସହ ମାଟି ପରୀକ୍ଷାର ଟେକ୍‌ନିକ ଶିଖୁଛନ୍ତି ପୁଣେ ଦୀପ ଗୃହ ଏକାଡେମୀରେ । ସେମାନେ ମାଟି ପରୀକ୍ଷା କୌଶଳ ଶିକ୍ଷା କରିବା ସହ…

ଖୁସିର ଦେଶ ଭୁଟାନ

ଭୁଟାନକୁ ଖୁସିର ଦେଶ କୁହାଯାଏ । ଏହି ଦେଶର ଜନସାଧାରଣ ବୌଦ୍ଧଧର୍ମକୁ କେବଳ ଗ୍ରହଣ କରିନାହାନ୍ତି ସେମାନେ ଏହାକୁ ନିଜର ନୀତିଦିନର ବ୍ୟବହାର, କାର୍ଯ୍ୟକଳାପ ଓ ଜୀବନଶୈଳୀରେ…

କାହିଁ ଆମର ସ୍ବାଭିମାନ

ବେଳେ ବେଳେ ମନେହୁଏ, ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଏତେ ବର୍ଷ ପରେ ଆମେ ଓଡ଼ିଶାର ଅଧିବାସୀ ତଥା ଓଡ଼ିଆ ଭାଷାଭାଷୀମାନେ ସାମଗ୍ରିକ ଭାବରେ ଆମ ରାଜ୍ୟ…

ଧାର୍ମିକ ଦୁର୍ନୀତି

ଉତ୍ତରପ୍ରଦେଶର ଅଯୋଧ୍ୟାରେ ରାମ ଜନ୍ମଭୂମି ବାବ୍ରୀ ମସ୍‌ଜିଦ୍‌ ବିବାଦରେ ସମାଧାନ ଘଟିବା ପରେ ସେହି ସ୍ଥାନରେ ଶ୍ରୀରାମ ମନ୍ଦିର ସ୍ଥାପନ ହୋଇ ୨୨ ଜାନୁଆରୀ ୨୦୨୪ରେ ରାମଲାଲାଙ୍କ…

ମଣିଷ ହେବା ଏଥର

ଧନୀ ଲୋକଟିଏ ଥିଲା। କପଟ ଓ ଛଳନାକରି ତା’ର ବ୍ୟବସାୟ ଚଲେଇଥିଲା। ଖୁବ୍‌ କମ୍‌ ଦିନ ଭିତରେ ସେ ବିପୁଳ ସମ୍ପତ୍ତି ଅର୍ଜନକଲେ। ଲୋକେ କହିଲେ ଦୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri