ଏଇ ଭାରତରେ

ରାକେଶ ପଞ୍ଚାଲ। ବୟସ ୪୪। ସେ ଏବେ ଅସହାୟ ବରିଷ୍ଠ ନାଗରିକଙ୍କୁ ମାଗଣାରେ ଖାଦ୍ୟ ଯୋଗାଉଛନ୍ତି। ଗୁଜରାଟର ଭାସୋ ବ୍ଲକରେ ରାକେଶ ଏବେ ୫୦୦ରୁ ଅଧିକ ବରିଷ୍ଠ ନାଗରିକଙ୍କ ନିକଟରେ ଖାଦ୍ୟ ପହଞ୍ଚାଉଛନ୍ତି। ସେ ତାଙ୍କ ପିତାଙ୍କ ନିର୍ମାଣ ଉପକରଣ ବ୍ୟବସାୟରେ କାମ କରୁଥିବା ସମୟରେ ଏହି ସେବା କରିବା ଲାଗି ନିଷ୍ପତ୍ତି ନେଇଥିଲେ ଓ ତାଙ୍କ ପିତାଙ୍କ ଦେହାନ୍ତ ପରେ ଏହା ଆରମ୍ଭ କରିଥିଲେ। କାରଣ ଗରିବଙ୍କୁ ମାଗଣାରେ ଖାଦ୍ୟ ଦେବା ତାଙ୍କ ପିତାଙ୍କ ଇଚ୍ଛା ଥିଲା। ପ୍ରଥମେ ରାକେଶ ହସ୍ପିଟାଲରେ ପ୍ରସୂତିମାନଙ୍କୁ ଖେରା( ଘିଅ, ଚିନି ଓ ଡ୍ରାଏଫ୍ରୁଟ୍ସରେ ତିଆରି) ଲଡୁ ଦେଉଥିଲେ। ପରେ ହସ୍ପିଟାଲକୁ ଦୂରରୁ ଆସୁଥିବା କିଛି ଲୋକଙ୍କୁ ମାଗଣାରେ ଖାଦ୍ୟ ଦେବା ଆରମ୍ଭ କଲେ। ଏବେ ସେ ଭିସାମୋ ସାର୍ବଜନିକ ଚାରିଟେବଲ ଟ୍ରଷ୍ଟ ଗଠନ କରି ତା’ମାଧ୍ୟମରେ ରନ୍ଧାଖାଦ୍ୟ ଯୋଗାଉଛନ୍ତି। ମୁଖ୍ୟତଃ ଭାତ, ରୁଟି, ଡାଲି ଓ ତରକାରି ସେ ଦେଉଛନ୍ତି। ଗାଡ଼ିରେ ନେଇ ବରିଷ୍ଠ ନାଗରିକଙ୍କ ନିକଟରେ ପହଞ୍ଚାଇ ଦେଉଛନ୍ତି। ଏବେ ଏଥିପାଇଁ ସେ ଦୈନିକ ୨୧,୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁଆଡ଼େ ଗଲା ପ୍ରତିଯୋଗିତା

ରତ ଏକ ଉଦାରୀକୃତ ଓ ପ୍ରତିଯୋଗିତାମୂଳକ ଅର୍ଥନୀତି ଦିଗରେ ଆଗକୁ ବଢୁଛି ବୋଲି ଦୀର୍ଘଦିନ ଧରି କୁହାଯାଉଛି। କିନ୍ତୁ ସାମ୍ପ୍ରତିକ ତଥ୍ୟ ଓ ଅଧ୍ୟୟନ ଏହି ଧାରଣା…

ବିକାଶୋନ୍ମୁଖୀ ଭାରତର ଦୁଃଖ

ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ ଅରୁଣାଚଳ ପ୍ରଦେଶର ପ୍ରାୟ ୫୦ କିଲୋମିଟର ଅଞ୍ଚଳ ମଧ୍ୟକୁ ଚାଇନା ଅନୁପ୍ରବେଶ କରିସାରିଲାଣି। ଏକଥା କହିଛନ୍ତିି ରାଜ୍ୟର ଭାଜପା ସାଂସଦ ତାପିର ଗାଓ ା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ଏଇ ଭାରତରେ

ଘରୁ ବାଇକରେ ବାହାରକୁ ଯାଇଥିବା ଦୁଇ ପୁଅ ରାସ୍ତାରେ ଦୁର୍ଘଟଣାର ସମ୍ମୁଖୀନ ହୋଇ ବଡ଼ପୁଅର ମୃତ୍ୟୁ ହେଲା ଏବଂ ସାନ ବଞ୍ଚିଗଲେ। ଏହା ହେଉଛି ୨୦୧୫ର ଘଟଣା।…

ଋଣ ଅଧିକାର ନୁହେଁ

ନିକଟରେ ବାଇଶ ହଜାର କୋଟି ଋଣ ପରିଶୋଧ ପାଇଁ ସାଢ଼େ ଛଅ କୋଟି ଅସୁଲି, ତାହା ସାରା ଭାରତରେ ସର୍ବସାଧାରଣରେ ଏକ ଆଲୋଚ୍ୟର ବିଷୟ ହୋଇଛି। ଅନେକେ…

ସମ୍ଭବାମି ଯୁଗେ ଯୁଗେ

ଅବତାର ମନୁଷ୍ୟକୁ ତା’ର ନିଜତ୍ୱ ଦେଖାଇବାକୁ ଓ ତା’ର ଜନ୍ମଗତ ଅଧିକାର ଆତ୍ମାନନ୍ଦକୁ ଫେରାଇ ଆଣିବାକୁ ଧରାପୃଷ୍ଠରେ ବାରମ୍ବାର ଜନ୍ମଗ୍ରହଣ କରନ୍ତି। ତାଙ୍କୁ ବାରମ୍ବାର ଏ ପୃଥିବୀରେ…

ସହଯୋଗ ଅଭାବ

ବିଶ୍ୱ ବ୍ୟବସ୍ଥାରେ ୧୯୪୫ ପରେ ପରିବର୍ତ୍ତନ ଘଟିଚାଲିଛି । ବ୍ୟବସ୍ଥାର ମୁଖ୍ୟ ସ୍ତମ୍ଭ କୁହାଯାଉଥିବା ମାନବାଧିକାର ପ୍ରତି ସମର୍ଥନ, ଏକାଧିକ ଦେଶର ସହଯୋଗ, ଆଇନର ଶାସନ, ମାନବୀୟ…

ଏକଲବ୍ୟ ଓ ଅଙ୍ଗୁଳିମାଳ

କଲବ୍ୟଙ୍କ କାହାଣୀ ହେଉଛି ଜଣେ ନିମ୍ନଜାତିର ବନବାସୀ ବାଳକଙ୍କ କଥା। ବ୍ରାହ୍ମଣ ଗୁରୁ ଦ୍ରୋଣ ତାଙ୍କୁ ଶିଷ୍ୟ ଭାବେ ଗ୍ରହଣ କରିବାକୁ ମନା କରିଥିଲେ। ଏହା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri