ଏଇ ଭାରତରେ

କୋଭିଡ୍‌ ମହାମାରୀ ନାଁ ଶୁଣିଲେ ଭୟ ଲାଗେ। ସେମାନଙ୍କୁ ଛୁଇଁବା ତ ଦୂରର କଥା ତାଙ୍କ ପାଖାପାଖି ଯିବାକୁ ଭୟ ଲାଗେ। କିନ୍ତୁ ରୋଗୀଙ୍କୁ ଚିକିତ୍ସା କରିବା ଲାଗି ଡାକ୍ତରମାନେ ବ୍ୟବହାର କରୁଥିବା ପିପିଇ କିଟ୍‌କୁ ସଂଗ୍ରହ କରି ସେଥିରୁ ଗଦି ତିଆରି କରୁଛନ୍ତି କେରଳର ଲକ୍ଷ୍ମୀ ମେନନ। ଗଦି ତିଆରି କରି କୋଭିଡ ରୋଗୀଙ୍କ ଚିକିତ୍ସା ପାଇଁ ତାହାକୁ ଯୋଗାଇ ଦେବା ସହ ବର୍ଜ୍ୟ ପରିଚାଳନାରେ ପ୍ରମୁଖ ଭୂମିକା ନେଉଛନ୍ତି। ସେ ୬ଫୁଟ ଲମ୍ବ ଓ ଅଢେଇଫୁଟ ଚଉଡ଼ାର ଗଦି ତିଆରି କରୁଛନ୍ତି। ଏଥିପାଇଁ ସେ କୌଣସି ମେଶିନ ବ୍ୟବହାର କରୁନାହାନ୍ତି,କେବଳ ଛୁଞ୍ଚତ୍ ଓ ସୂତାରେ କାମ କରୁଛନ୍ତି। ଏହା ସମ୍ପୂର୍ଣ୍ଣ ଓ୍ବାର୍ଟରପ୍ରୁଫ୍‌। ଏହାକୁ ସଫା କରି ଶୁଖାଯାଇପାରିବ। ଏହି କାମରେ ସେ ୨୦ ଜଣ ମହିଳାଙ୍କୁ ନିଯୁକ୍ତି ଦେଇଛନ୍ତି। ୭୦୦ଟି ଗଦି ବୃଦ୍ଧାଶ୍ରମ, ଗୃହହୀନମାନେ ରହିଥିବା ଆଶ୍ରମକୁ ବିନା ମୂଲ୍ୟରେ ଯୋଗାଇଦେଇଛନ୍ତି। ମେନନ ମଧ୍ୟ ଏନଜିଓ, ଛାତ୍ରୀଛାତ୍ର ଏବଂ ସରକାରୀ ସଂସ୍ଥାଗୁଡ଼ିକୁ ଅନ୍‌ଲାଇନ ପ୍ରଶିକ୍ଷଣ ଦେଇଛନ୍ତି। ତାଙ୍କର ଏହି ଅଭିଯାନକୁୁ ଜାତିସଂଘ ମଧ୍ୟ ପ୍ରଶଂସା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଆଇଏଏସ୍‌ ଅଧିକାରୀ ଆର୍ମଷ୍ଟ୍ରଙ୍ଗ ପାମେ ମଣିପୁର ତାମେଙ୍ଗଲଙ୍ଗ ଜିଲାର ତୌସେମ୍‌ରେ ସବ୍‌ଡିଭିଜନାଲ ମାଜିଷ୍ଟ୍ରେଟ୍‌ ଭାବେ ୨୦୧୨ରେ ଯୋଗଦେବା ପରେ ନିଜେ ପାଣ୍ଠି ଯୋଗାଡ଼ କରି ଏକ ରାସ୍ତା…

ସିଭିଲ୍‌ ସର୍ଭିସ୍‌ କା ବିନାଶ

ସରକାର ଚଳାଉଥିବା ଭାଜପାର ନାରା ହେଉଛି – ସବ୍‌କା ସାଥ୍‌ ସବ୍‌କା ବିକାଶ୍‌, ସବ୍‌କା ବିଶ୍ୱାସ୍‌ ଔର ସବ୍‌କା ପ୍ରୟାସ୍‌। ଏବେକାର ପ୍ରମୁଖ ବିରୋଧୀ ଦଳ କଂଗ୍ରେସ…

ଓଡ଼ିଶାରେ ଆଳୁ ପିଆଜ

ପିଲାଦିନରୁ ଯେବେଠାରୁ ମୋର ହେତୁ ପାଇଲା ସେବେଠାରୁ ମୁଁ ଗୋଟିଏ କଥା ଶୁଣି ଆସୁଛି ଯେ ଓଡ଼ିଶା ସର୍ବଦା ଆଳୁ ପିଆଜ ପାଇଁ ବାହାର ରାଜ୍ୟ ଉପରେ…

ଘରେ ଷଣ୍ଢ, ପଦାରେ ଛେଳି

ବିଶ୍ୱ ମାନଚିତ୍ରରେ ମହାଦେଶଗୁଡ଼ିକର ଆପେକ୍ଷିକ ଆକାରରେ ଥିବା ବିଭିନ୍ନ ତ୍ରୁଟିକୁ ସୁଧାରିବା ଉଦ୍ଦେଶ୍ୟରେ ମିଳିତ ଜାତିସଂଘ ସାଧାରଣ ସଭା(ୟୁଏନ୍‌ଜିଏ) ପକ୍ଷରୁ ୪ ସେପ୍ଟେମ୍ବରରେ ଏକ ସଂକଳ୍ପ ଅଣାଯାଇଥିଲା।…

ଏଇ ଭାରତରେ

ରବିବାର ଭୋର ୪ଟା ହୋଇଗଲେ ମୁମ୍ବାଇର ପୂଜା ଓ ଦୀପେଶ ଡେଢ଼ିହାଙ୍କ ଘରେ ରୋଷେଇ ଆରମ୍ଭ ହୋଇଯାଏ । ଯେ କେହି ଭାବିବେ, ଏହି ଦମ୍ପତି ଏତେ…

ବୁଢ଼ା ଡଙ୍ଗରର ଆତ୍ମକାହାଣୀ

ମୁଁ ବୁଢ଼ା ଡଙ୍ଗର। ମୋର ଜନ୍ମ ଇତିହାସ କେତେ ନିୟୁତ ବର୍ଷର ପୁରୁଣା। ମୋର ପରିଚୟ କାହାରିକୁ ଜଣାନାହିଁ। ତଥାପି ମୁଁ ଗୋଟିଏ ଭୂଖଣ୍ଡର ପରିଚୟ ହୋଇ…

ସବୁଠୁ ନିଜର

ଏକ ସମୟ ଥିଲା, ଯେତେବେଳେ ମଣିଷ ନିଜର ସୁଖ-ଦୁଃଖ ବାଣ୍ଟିବା ପାଇଁ ପରିବାର, ସାଙ୍ଗସାଥୀ ଓ ପଡ଼ୋଶୀଙ୍କୁ ଖୋଜୁଥିଲା। କିନ୍ତୁ ଆଜି ସକାଳୁ ଆଖି ଖୋଲିବାଠାରୁ ରାତିରେ…

ଅନୁଦାନ ଅନୁକମ୍ପା ନୁହେଁ, ଅଧିକାର

ଶିକ୍ଷାର ବିକାଶ ନିମନ୍ତେ ଶିକ୍ଷାନୁଷ୍ଠାନ ଖୋଲିବା ସରକାରଙ୍କ ଦାୟିତ୍ୱ। ମାତ୍ର ଛାତ୍ରୀଛାତ୍ରଙ୍କ ଆବଶ୍ୟକତା ଦୃଷ୍ଟିରୁ ସ୍ବାଧୀନତାର କେଇ ଦଶନ୍ଧି ପର୍ଯ୍ୟନ୍ତ ପର୍ଯ୍ୟାପ୍ତ ନ ଥିଲା ଓଡ଼ିଶାର ଶିକ୍ଷାନୁଷ୍ଠାନ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri