ଏଇ ଭାରତରେ

ଅଦରକାରୀ ପାଇପ୍‌ ଓ ଅନ୍ୟ ସାମଗ୍ରୀ ବ୍ୟବହାର କରି ହାଇଡ୍ରୋପୋନିକ ପଦ୍ଧତି(ବିନା ମାଟିରେ ଅର୍ଥାତ୍‌ କେବଳ ପାଣିରେ ଚାଷ)ରେ ଚାଷ କରି ଲକ୍ଷାଧିକ ଟଙ୍କା ରୋଜଗାର କରୁଛନ୍ତି ମଧ୍ୟପ୍ରଦେଶ ରତଲାମାର ଅରବିନ୍ଦ ଧାକଡ଼। ୧୦ ବର୍ଷ ପୂର୍ବରୁ ଅରବିନ୍ଦ ପାରମ୍ପରିକ ପଦ୍ଧତିରେ ଚାଷ କରି କମ୍‌ ଲାଭ କରୁଥିଲେ। ଏବେ ହାଇଡ୍ରୋପୋନିକ ପଦ୍ଧତିରେ ଅତ୍ୟଧିକ ଲାଭ କରିବା ସହ ଅନ୍ୟମାନଙ୍କୁ ଏହି ପଦ୍ଧତି ସମ୍ପର୍କରେ ପ୍ରଶିକ୍ଷଣ ଦେଉଛନ୍ତି। ଅଦରକାରୀ ଜିନିଷରେ ମଧ୍ୟପ୍ରଦେଶରେ ପ୍ରଥମ ହାଇଡ୍ରୋପୋନିକ ନର୍ସରୀ କରିଥିଲେ ଅରବିନ୍ଦ। ଏହି ଚାଷ କରିବା ପୂର୍ବରୁ ଜଣେ ସାଧାରଣ ଚାଷୀ ଭାବେ ସେ ଇସ୍ରାଏଲକୁ ଏଗ୍ରି ଟୁର୍‌ରେ ଯାଇଥିଲେ। ସେଠାରେ ବିନା ମାଟିରେ ଷ୍ଟ୍ରବେରୀ ଚାଷ ଦେଖି ତାହା କରିବାକୁ ମନ ବଳାଇଥିଲେ। ରତଲାମା ଫେରିବା ପରେ ସେ ହାଇଡ୍ରୋପୋନିକ ଚାଷ ଆରମ୍ଭ କରିଥିଲେ। ସେ ଷ୍ଟ୍ରବେରୀ ସମେତ ବହୁପ୍ରକାର ପରିବା ଉତ୍ପାଦନ କରିବାକୁ ସକ୍ଷମ ହୋଇଛନ୍ତି। ଏବେ ସୁଦ୍ଧା ଅରବିନ୍ଦ ୭୦୦୦ରୁ ଅଧିକ ଲୋକଙ୍କୁ ହାଇଡ୍ରୋପୋନିକ ଚାଷ ସମ୍ପର୍କରେ ପ୍ରଶିକ୍ଷଣ ଦେଇସାରିଲେଣି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଜଳ ସଙ୍କଟ ଦୂର କରିବା ପାଇଁ ମଧ୍ୟପ୍ରଦେଶ ଉଜ୍ଜୟିନୀ ମ୍ୟୁନିସିପାଲ କର୍ପୋରେଶନ କମିଶନର ଅନଶୁଲ ଗୁପ୍ତାଙ୍କ ପ୍ରୟାସ ପ୍ରଶଂସନୀୟ। ସେ ୧୨୫ ସ୍ବେଚ୍ଛାସେବୀଙ୍କ ସହାୟତାରେ ଉଜ୍ଜୟିନୀର ୟାମ୍‌…

ନୀରବତା ଏକ ମୃଗତୃଷ୍ଣା

ଜଡ! ତୁମେ ନିଷ୍କ୍ରିୟ ହୋଇ ପଡ଼ିରହିଛ। ତୁମକୁ ମଣିଷ ହୋଇ ବଞ୍ଚି ରହିବାର କୌଣସି ଅଧିକାର ନାହିଁ। ଅତିଶୟ ଅନ୍ୟାୟର ବଳୟରେ ସୁପ୍ତପ୍ରାୟ ତୁମ ଜୀବନ ଧିକ୍‌…

ସର୍ଜନଶୀଳ ଓଡ଼ିଶା

ଥିବୀର ଯେକୌଣସି ଗୌରବମୟ ସଂସ୍କୃତି ମଧ୍ୟରେ ଓଡ଼ିଆ ସଂସ୍କୃତି କେବଳ ଅନ୍ୟତମ ନୁହେଁ, ଅନନ୍ୟ। ଓଡ଼ିଆଙ୍କ ଜୀବନ ଦର୍ଶନ, ଚିନ୍ତା ଚେତନା,ଭାବଭାବନା ତଥା ଏ ଜାତିର କାରୁକାର୍ଯ୍ୟ,…

ଅନେକ ମେରୁ

ଯେତେବେଳେ ସାଧାରଣ ନାଗରିକ କୌଣସି ଯୁଦ୍ଧରେ ଏକତ୍ରିତ ହୋଇ ଲାଗିପଡ଼ନ୍ତି, ସେହି ଯୁଦ୍ଧ ସମ୍ପୂର୍ଣ୍ଣ ଭିନ୍ନ ରୂପ ନେଇଥାଏ। ତାହା ନାଗରିକଙ୍କ ଯୁଦ୍ଧ ପାଲଟିଯାଇଥାଏ; ଯେତେବେଳେ ନେତୃତ୍ୱ…

ଏଇ ଭାରତରେ

ବହୁ ସମୟରେ ବ୍ୟକ୍ତି ସମ୍ମୁଖରେ ବୟସ ହାର ମାନେ, ଯାହାର ଦୃଷ୍ଟାନ୍ତ ଦେଖିବାକୁ ମିଳିଛି ଜମ୍ମୁରେ। ୭୨ ବର୍ଷ ବୟସରେ ବିଦ୍ୟା କୌର ନିର୍ଭୟରେ କାର ଚଳାଇ…

ପିତୃ ଶବ୍ଦର ମହାନତା

ପିତୃ’ ବା ତତ୍ସମ ଶବ୍ଦ ଯଥା ପିତା, ତାତ, ଜନକ, ବାପା, ବାପୁ, ବାବୁ, ପାପା, ନନା, ବାବା, ଡାଡି, ଡାଡ୍‌, ଡେ’ ଏହିପରି ଏକାର୍ଥବୋଧକ ଯେତେ…

ମଣିମା ଶୁଣିମା ହେଉ

ବାଲ୍ୟକାଳରେ ଶୁଣିଥିବା କାହାଣୀ ବେଳେବେଳେ ବିସ୍ମୃତିରୁ ବାହୁଡ଼ିଆସେ। ସେତେବେଳେ ଶିଶୁମନକୁ ଖୁବ୍‌ ପ୍ରଭାବିତ କରିଥିବା କାହାଣୀର ବିଲୋଳ ଚରିତ୍ର ଆଖି ଆଗରେ ଉଭାହୁଏ। ସାମ୍ପ୍ରତିକ ସମୟର ଲାଞ୍ଚମିଛ,…

କେବଳ ଦର୍ଶକ

ମଧ୍ୟପ୍ରାଚ୍ୟ ଯୁଦ୍ଧ ଏବେ ଦ୍ୱିତୀୟ ମାସରେ ପ୍ରବେଶ କରିଛି। ଏହା ଏକ ଲମ୍ବା ଯୁଦ୍ଧ ହେବାକୁ ଯାଉଛି ଏବଂ ଏ ସମ୍ପର୍କରେ ମୁଁ କିଛି ଟିପ୍ପଣୀ ଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri