ଏଇ ଭାରତରେ

ସାଫ୍ରୋନ ବା କେଶର ଚାଷ କଥା ଉଠିଲେ କଶ୍ମୀର ମନେପଡ଼େ। ଏହି ଚାଷ ଏବେ ଭାରତର ଅନ୍ୟ ଅଞ୍ଚଳରେ ସମ୍ଭବ ହୋଇପାରୁଛି। ସବୁଠୁ ବଡ଼ କଥା ହେଉଛି, ଏହାକୁ ଘରେ ବି ଚାଷ କରାଯାଇପାରୁଛି, ଯାହା ପ୍ରମାଣ କରିଛନ୍ତି ନୋଏଡାର ରମେଶ ଗେର୍‌। ସେ ୧୦୦ ବର୍ଗଫୁଟ ରୁମ୍‌ରେ ଏକ ଗ୍ରୀନ୍‌ ହାଉସ ନିର୍ମାଣ କରି କେଶର ଚାଷ ଉପଯୋଗୀ ପରିବେଶ ସୃଷ୍ଟି କରିଛନ୍ତି। ମୋଟରେ ଏଥିରେ ସେ ୪ରୁ ୬ ଲକ୍ଷ ଟଙ୍କା ଖର୍ଚ୍ଚ କରିଛନ୍ତି। ଏବେ ଏହି ଚାଷରୁ ମାସକୁ ୩.୫ ଲକ୍ଷ ଟଙ୍କା ରୋଜଗାର କରୁଛନ୍ତି। କେବଳ ଏତିକି ନୁହେଁ ରମେଶ ଅନ୍‌ଲାଇନରେ କେଶର ଚାଷ ସମ୍ପର୍କରେ ଅନ୍ୟମାନଙ୍କୁ ପ୍ରଶିକ୍ଷଣ ଦେଉଛନ୍ତି। ଦୁଇଦିନିଆ ଅନ୍‌ଲାଇନ ପ୍ରଶିକ୍ଷଣ ପାଇଁ ସେ ୧୨,୦୦୦ ଟଙ୍କା ନେଉଛନ୍ତି। ରମେଶ ଏନ୍‌ଆଇଟି କୁରୁକ୍ଷେତ୍ରରୁ ଇଲେକ୍ଟ୍ରିକାଲ ଇଞ୍ଜିନିୟରିଂରେ ଡିଗ୍ରୀ ହାସଲ କରିବା ପରେ ଅନେକ ବହୁଦେଶୀୟ କମ୍ପାନୀରେ କାମ କରିଛନ୍ତି। ୨୦୦୨ରେ ଦକ୍ଷିଣ କୋରିଆ ଗସ୍ତ ସମୟରେ ସେ ସାଫ୍ରୋନ ଚାଷ ସମ୍ପର୍କରେ ଶିକ୍ଷା ଲାଭ କରିଥିଲେ। ୧ କେ.ଜି. ସାଫ୍ରୋନର ହୋଲ୍‌ସେଲ ମୂଲ୍ୟ ୨.୫ ଲକ୍ଷ ଟଙ୍କା ଓ ଖୁଚୁରା ବଜାରରେ ଏହାକୁ ସେ ୩ ଲକ୍ଷ ଟଙ୍କାରେ ବିକ୍ରି କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ବେଙ୍ଗାଲୁରୁରେ ବର୍ଷା ହେବା କ୍ଷଣି ବନ୍ୟା ସ୍ଥିତି ସୃଷ୍ଟି ହେଉଛି। ଏହା ଯୋଗୁ ଲୋକେ ଅସୁବିଧାର ସମ୍ମୁଖୀନ ହେବା ସହ ବୁଲାକୁକୁରଙ୍କ ଜୀବନ ପ୍ରତି ବିପଦ ଦେଖାଦେଉଛି।…

ପଦବୀ ନୁହେଁ କ୍ଷମତା

ଭାରତୀୟ ଗଣତନ୍ତ୍ରର ସବୁଠାରୁ ବଡ଼ ଶକ୍ତି ହେଉଛି ସମାନତା। ଆମ ସମ୍ବିଧାନ ପ୍ରତ୍ୟେକ ନାଗରିକଙ୍କୁ ଜାତି, ଧର୍ମ, ବର୍ଣ୍ଣ, ଲିଙ୍ଗ କିମ୍ବା ଆର୍ଥିକ ସ୍ଥିତିର ଭେଦଭାବ ବିନା…

ସଂସ୍କାରମୂଳକ ଶିକ୍ଷା ଓ ସାମାଜିକ ଦାୟିତ୍ୱବୋଧ

ଗଲା ବର୍ଷର ଏକ ଖବରଟିଏ ସମସ୍ତଙ୍କ ମଧ୍ୟରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଥିଲା। ୨୦୧୯ ବ୍ୟାଚ୍‌ ଓଏଏସ୍‌ ଟପ୍ପର ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ଅଭିଯୋଗରେ ଭିଜିଲାନ୍ସ…

ପ୍ରତିରକ୍ଷାରେ ଘରୋଇକରଣ

କେନ୍ଦ୍ର ସରକାର ଘରୋଇ ସଂସ୍ଥାଗୁଡ଼ିକ ପାଇଁ ପାରମ୍ପରିକ ମିଶାଇଲ ବା କ୍ଷେପଣାସ୍ତ୍ର ଉତ୍ପାଦନର ଦ୍ୱାର ଉନ୍ମୁକ୍ତ କରିଛନ୍ତି। ଏଣିକି ବେସରକାରୀ କମ୍ପାନୀଗୁଡ଼ିକ ‘ଅସ୍ତ୍ର’ ଏବଂ ‘ପ୍ରଳୟ’ ଭଳି…

ଏଇ ଭାରତରେ

ଜାପାନର କୃଷି ପଦ୍ଧତି ଦ୍ୱାରା ଅନୁପ୍ରାଣିତ ହୋଇ କେରଳର ମହିଳା ଚାଷୀ ଉଷା ଶୋଲାପାନି ଲୋପ ପାଇଯାଉଥିବା ୧୦୦୦ କିସମର ଦେଶୀ ଧାନ ସଂରକ୍ଷଣ କରିବାରେ ସକ୍ଷମ…

ଧନ୍ୟ ସେ ଉପାସନା

କେବଳ କ’ଣ କବିମାନେ ପ୍ରକୃତିର ସୌନ୍ଦର୍ଯ୍ୟରେ ବିମୋହିତ ହୋଇ କବିତା ଲେଖୁଥିବେ? କେବଳ କ’ଣ ଏବେ ମଧ୍ୟ ଆମ ଜୀବନରକ୍ଷାକାରୀ ଚାଷୀଭାଇ ଧାନବିଲରେ ହଳ କରୁ କରୁ…

ବିଶ୍ୱ ଚାହେଁ ରାଜନୈତିକ ରୂପାନ୍ତର

ପାଶ୍ଚାତ୍ୟ ଜଗତ ମନୁଷ୍ୟର ବୁଦ୍ଧିଗତ, ଭାବମୟ, ପ୍ରାଣଗତ ଏବଂ ଭୌତିକ ଜୀବନର ବିକାଶକୁ ତା’ର ଆଦର୍ଶ ବୋଲି ଗ୍ରହଣ କରିଥିଲା। ମାତ୍ର ତାହାର ଆମତ୍ିକ ସ୍ଥିତିର ବୃହତର…

ଗୋଲ୍ଡି ମାନିଲେ

କାନାଡାରେ ଜୁନ୍‌ ୨୦୨୩ରେ ଖଲିସ୍ତାନୀ ବିଚ୍ଛିନ୍ନତାବାଦୀ ନେତା ହରଦୀପ ସିଂ ନିଜ୍ଜାରଙ୍କୁ ହତ୍ୟା କରାଯାଇଥିଲା। ଏହି ଘଟଣା ପାଇଁ କାନାଡାର ତତ୍କାଳୀନ ପ୍ରଧାନମନ୍ତ୍ରୀ ଜଷ୍ଟିନ୍‌ ଟ୍ରୁଡୋ ଭାରତକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri