ଏଇ ଭାରତରେ

ଜମି ନ ଥିଲେ ଚିନ୍ତା ନାହିଁ। ଘର ଛାତ ଉପରେ ବି ଚାଷ କରି ଭଲ ରୋଜଗାର କରିହେବ, ଯାହାର ଏକ ଉଦାହରଣ ହେଉଛନ୍ତି ରେମା ଦେବୀ। ସେ ଛାତ ଉପରେ ପନିପରିବା ଫସଲ କରି ମାସକୁ ୬୦ ହଜାର ଟଙ୍କା ରୋଜଗାର କରୁଛନ୍ତି। କେରଳ କୋଟାୟମରେ ତାଙ୍କ ଘର ଛାତ ଉପରେ ଏଭଳି ଚାଷ ୯୦ ଦଶକରେ ଆରମ୍ଭ କରିଥିଲେ। ବଗିଚା କରିବାର କୌଶଳ ଲୋକମାନଙ୍କୁ ଶିଖାଉଛନ୍ତି। ଏହି ବଗିଚା ସେ ସମ୍ପୂର୍ଣ୍ଣ ଜୈବିକ ପଦ୍ଧତିରେ କରିଛନ୍ତି। ପ୍ରଥମେ ସେ ୪ଟି କିସମର ପରିବା ଚାଷରୁ ଆରମ୍ଭ କରିଥିଲେ। ଏବେ ୨୦ରୁ ୩୦ ପ୍ରକାର ଫଳ ଓ ପରିବା ଫଳାଉଛନ୍ତି। ନିଜେ ଜୈବିକ ଖତ ପ୍ରସ୍ତୁତ କରି ତାହାକୁ ବ୍ୟବହାର କରୁଛନ୍ତି। ସେ ପରିବା ବିକ୍ରିରୁ ଯାହା ରୋଜଗାର କରୁଛନ୍ତି ତାହାଠାରୁ ଅଧିକ ଗୁଣ ମଞ୍ଜିରୁ ପାଉଛନ୍ତି। ପ୍ରତ୍ୟେକ ମଞ୍ଜି ପ୍ୟାକେଟକୁ ୨୫ରୁ ୪୦ ଟଙ୍କା ମୂଲ୍ୟରେ ବିକ୍ରି କରୁଛନ୍ତି। ସେ କେରଳର ବିଭିନ୍ନ ଅଞ୍ଚଳରୁ ଅର୍ଡର ପାଉଛନ୍ତି। ରମା ପିଲାବେଳୁ ବଗିଚା କରିବାକୁ ଭଲ ପାଉଥିଲେ। ତାଙ୍କ ଭଉଣୀ ମଧ୍ୟ ଜଣେ ସଫଳ ଗର୍ଡେନର। ବିବାହ ପରେ ସେ ଛାତ ଉପରେ ବଗିଚା ଆରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୁଆଡ଼େ ଗଲା ପ୍ରତିଯୋଗିତା

ରତ ଏକ ଉଦାରୀକୃତ ଓ ପ୍ରତିଯୋଗିତାମୂଳକ ଅର୍ଥନୀତି ଦିଗରେ ଆଗକୁ ବଢୁଛି ବୋଲି ଦୀର୍ଘଦିନ ଧରି କୁହାଯାଉଛି। କିନ୍ତୁ ସାମ୍ପ୍ରତିକ ତଥ୍ୟ ଓ ଅଧ୍ୟୟନ ଏହି ଧାରଣା…

ବିକାଶୋନ୍ମୁଖୀ ଭାରତର ଦୁଃଖ

ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ ଅରୁଣାଚଳ ପ୍ରଦେଶର ପ୍ରାୟ ୫୦ କିଲୋମିଟର ଅଞ୍ଚଳ ମଧ୍ୟକୁ ଚାଇନା ଅନୁପ୍ରବେଶ କରିସାରିଲାଣି। ଏକଥା କହିଛନ୍ତିି ରାଜ୍ୟର ଭାଜପା ସାଂସଦ ତାପିର ଗାଓ ା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ଏଇ ଭାରତରେ

ଘରୁ ବାଇକରେ ବାହାରକୁ ଯାଇଥିବା ଦୁଇ ପୁଅ ରାସ୍ତାରେ ଦୁର୍ଘଟଣାର ସମ୍ମୁଖୀନ ହୋଇ ବଡ଼ପୁଅର ମୃତ୍ୟୁ ହେଲା ଏବଂ ସାନ ବଞ୍ଚିଗଲେ। ଏହା ହେଉଛି ୨୦୧୫ର ଘଟଣା।…

ଋଣ ଅଧିକାର ନୁହେଁ

ନିକଟରେ ବାଇଶ ହଜାର କୋଟି ଋଣ ପରିଶୋଧ ପାଇଁ ସାଢ଼େ ଛଅ କୋଟି ଅସୁଲି, ତାହା ସାରା ଭାରତରେ ସର୍ବସାଧାରଣରେ ଏକ ଆଲୋଚ୍ୟର ବିଷୟ ହୋଇଛି। ଅନେକେ…

ସମ୍ଭବାମି ଯୁଗେ ଯୁଗେ

ଅବତାର ମନୁଷ୍ୟକୁ ତା’ର ନିଜତ୍ୱ ଦେଖାଇବାକୁ ଓ ତା’ର ଜନ୍ମଗତ ଅଧିକାର ଆତ୍ମାନନ୍ଦକୁ ଫେରାଇ ଆଣିବାକୁ ଧରାପୃଷ୍ଠରେ ବାରମ୍ବାର ଜନ୍ମଗ୍ରହଣ କରନ୍ତି। ତାଙ୍କୁ ବାରମ୍ବାର ଏ ପୃଥିବୀରେ…

ସହଯୋଗ ଅଭାବ

ବିଶ୍ୱ ବ୍ୟବସ୍ଥାରେ ୧୯୪୫ ପରେ ପରିବର୍ତ୍ତନ ଘଟିଚାଲିଛି । ବ୍ୟବସ୍ଥାର ମୁଖ୍ୟ ସ୍ତମ୍ଭ କୁହାଯାଉଥିବା ମାନବାଧିକାର ପ୍ରତି ସମର୍ଥନ, ଏକାଧିକ ଦେଶର ସହଯୋଗ, ଆଇନର ଶାସନ, ମାନବୀୟ…

ଏକଲବ୍ୟ ଓ ଅଙ୍ଗୁଳିମାଳ

କଲବ୍ୟଙ୍କ କାହାଣୀ ହେଉଛି ଜଣେ ନିମ୍ନଜାତିର ବନବାସୀ ବାଳକଙ୍କ କଥା। ବ୍ରାହ୍ମଣ ଗୁରୁ ଦ୍ରୋଣ ତାଙ୍କୁ ଶିଷ୍ୟ ଭାବେ ଗ୍ରହଣ କରିବାକୁ ମନା କରିଥିଲେ। ଏହା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri