ଏଇ ଭାରତରେ

ଘରର ସୌନ୍ଦର୍ଯ୍ୟ ପାଇଁ ବଗିଚାରେ ସୀମିତ ନରହି ସେଥିରୁ କେମିତି କିଛି ଉତ୍ପାଦନ ହୋଇପାରିବ ତାହା ଉପରେ ଗୁରୁତ୍ୱ ଦିଆଯିବା ଦରକାର। ଗୋଟିଏ କି ଦୁଇ ପ୍ରକାର ନୁହେଁ, ୧୫ ପ୍ରକାରର ମସଲା ଚାଷ କରୁଛନ୍ତି ଉତ୍ତରାଖଣ୍ଡର ଡ. ଅଂଶୁ ରଥି। ସେ ଭାରତରେ ଉତ୍ପାଦନ କରାଯାଉଥିବା ମସଲା ବିଶେଷକରି ହଳଦୀ, ଗୋଲମରିଚ, ଲବଙ୍ଗ, କେସର, ତେଜପତ୍ର, ଗୁଜରାତି, ଅଳେଇଚ, ଲଙ୍କା ଆଦି ମସଲା ଚାଷ କରୁଛନ୍ତି। ହିମାଳୟର ପାଦଦେଶରେ ଅଂଶୁଙ୍କ ଘର। ବୃତ୍ତିରେ ଜଣେ ଡାକ୍ତର ହେଲେ ବି ମସଲା ଚାଷ କରିବାରେ ରୁଚି ରଖିଛନ୍ତି। ସେ ତାଙ୍କ ଅଗଣାରେ ମସଲା ଗଛ ସହିତ ଫଳ, ପରିବା ଆଦି ପାଖାପାଖି ୪୦୦ ଗଛ ଲଗାଇଛନ୍ତି। ତାଙ୍କ ଘର ଅଗଣାରର ୧୫୦୦ ବର୍ଗଫୁଟ ଜାଗାରେ ସେ ଏହି ମସଲା ବଗିଚା କରିଛନ୍ତି। ଏଥିରେ ଅନେକ ପ୍ରକାର ଓଷଧୀୟ ଗଛ ବି ରହିଛି। ସେ ଜୈବିକ ଖତ ଓ କୀଟନାଶକ ପ୍ରସ୍ତୁତ କରି ବ୍ୟବହାର କରୁଛନ୍ତି। ଉତ୍ତରାଖଣ୍ଡର ଜଳବାୟୁ ଏହି ଚାଷ ପାଇଁ ଉପଯାଗୀ ହେଉଛି ବୋଲି କୁହନ୍ତି ୩୬ ବର୍ଷୀୟ ଅଂଶୁ।


Enter your email to get our daily news in your inbox.

All Right Reserved By Dharitri.Com

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

ଦେଶଭକ୍ତି ଚିନ୍ତା

ଆମ ଦେଶରେ ଜାତୀୟତାବାଦର ଅତ୍ୟଧିକ ଚାହିଦା ରହିଛି, ହେଲେ ସବୁବେଳେ ଏଠାରେ ଏହାର ଅଭାବ ଥିବା ମନେହୁଏ। ମୋ ଜୀବନରେ ଅତିବାହିତ ସବୁ ଦଶନ୍ଧିରେ ‘ବନ୍ଦେ ମାତରମ୍‌’କୁ…

ମୁଁ ଗୋଟିଏ ଗାଈ

ହାଁ ହାଁ ବାଇମନ… ରୁହ ରୁହ…! ଶୀର୍ଷକଟିକୁ ପଢ଼ି ଦେଇ ପିଲାବେଳର ରଚନା ଭାବି ଆଖି ବୁଲାଇ ନିଅନ୍ତୁନି! ଯେମିତି ଆପଣଙ୍କର ପିଲାବେଳ ଆଉ ନାହିଁ! ସେମିତି…

ଆମକୁ ଯାହା ଲଜ୍ଜା ନାହିଁ

ଅମ ଓଡ଼ିଶା ଭାଷା, ସାହିତ୍ୟ, ସଂସ୍କୃତି, ଚଳଣି, ଆମ ଖାଦ୍ୟ, ଆମ ବିଚାରଧାରା ସବୁଠି ବର୍ତ୍ତମାନ ଅନୁପ୍ରବେଶର ଉପଦ୍ରବ। ଏସବୁ ଭିତରେ ଊଣା ଅଧିକେ ହଜିବାକୁ ବସିଲାଣି…

ବିକଳ୍ପ ଶେଷ

ବର୍ଷ ବର୍ଷ ଧରି ସିଭିଲ ସର୍ଭିସ ପରୀକ୍ଷାରେ ବ୍ୟବସ୍ଥାଗତ ତ୍ରୁଟି ରହିଥିଲା। ପରୀକ୍ଷାରେ ପାସ୍‌ କରି ଆଇଏଏସ୍‌ କିମ୍ବା ଆଇଏଫ୍‌ଏସ୍‌ରେ ପ୍ରବେଶ କଲେ ମଧ୍ୟ ସେମାନେ ଭଲ…

ଏଇ ଭାରତରେ

ସୁନ୍ଦରବନର ଏକ ଗାଁର ଲୋକେ ଜୀବନ-ଜୀବିକା ସଂଘର୍ଷରେ ବିଜୟୀ ହୋଇଛନ୍ତି। ପଶ୍ଚିମବଙ୍ଗ ସନ୍ଦେଶ୍‌ଖାଲି ବ୍ଲକ ଜେଲିଆଖଲି ଗାଁକୁ ଅନେକ ଛୋଟ ନଦୀ ଘେରିରହିଛି। କୋଲ୍‌କାତାଠାରୁ ୭୨ କି.ମି.…

ରେଡିଓ: ମନର କଥା କହେ

ରେଡିଓ ଆମ ଜୀବନରେ ଏକ ଅବିଚ୍ଛେଦ୍ୟ ଅଙ୍ଗ ହୋଇରହିଛି। ସେ ସୂଚନା ପ୍ରସାରଣ ହେଉ କି ଆନନ୍ଦ ପ୍ରଦାନ, ରେଡିଓ ସବୁବେଳେ ଆମ ସାଥିରେ ରହିଛି। ମନେପଡୁଛି…

ଆସ୍ଥାର ବଜାରୀକରଣ

ଭାରତୀୟ ସଂସ୍କୃତିର ପ୍ରାଣକେନ୍ଦ୍ର ହେଉଛି ଆଧ୍ୟାତ୍ମିକତା। ଏଠାରେ ଦେବଦେବୀମାନେ କେବଳ ପୂଜାପାଠର ମାଧ୍ୟମ ନୁହନ୍ତି, ବରଂ ସେମାନେ ଆମ ଜୀବନଶୈଳୀ, ସଂସ୍କାର ଏବଂ ନୈତିକତାର ପ୍ରତୀକ। ହିନ୍ଦୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri