ଏଇ ଭାରତରେ

ମହାରାଷ୍ଟ୍ରର ହରିଶ୍ଚନ୍ଦ୍ର ସୁଦେ ଦିବ୍ୟାଙ୍ଗମାନଙ୍କୁ ଆତ୍ମନିର୍ଭରଶୀଳ କରାଇ ସେମାନଙ୍କ ପାଇଁ ଦେବଦୂତ ସାଜିଛନ୍ତି। ହରିଶ୍ଚନ୍ଦ୍ର ପିଲାଦିନେ ଗୋଟିଏ ଆଖି ହରାଇବା ପରେ ବହୁ ପ୍ରତିକୂଳ ପରିସ୍ଥିତିକୁ ସାମ୍ନା କରି ଆଗକୁ ବଢ଼ିଛନ୍ତି। ଏହା ସତ୍ତ୍ୱେ ସେ ‘ଗ୍ରାମୀଣ ଶ୍ରମିକ ପ୍ରତିଷ୍ଠାନ’ ଗଢ଼ି ଦୃଷ୍ଟିବାଧିତଙ୍କ ସହ ଅନ୍ୟ ଦିବ୍ୟାଙ୍ଗମାନଙ୍କୁ କୌଶଳଭିତ୍ତିକ ପ୍ରଶିକ୍ଷଣ ଦେଉଛନ୍ତି। ଏବେସୁଦ୍ଧା ସେ ୧,୦୦୦ରୁ ଅଧିକ ଦିବ୍ୟାଙ୍ଗଙ୍କୁ ସଶକ୍ତ କରିସାରିଲେଣି। ଏହି କାର୍ଯ୍ୟ ପାଇଁ ତାଙ୍କ ଯାତ୍ରା ବହୁ କଠିନ ଥିଲା। ପ୍ରଥମେ ସେ ଗ୍ରାମୀଣ ଶ୍ରମିକ ପ୍ରତିଷ୍ଠାନ ଏକ ଝୋପଡ଼ିରୁ ଆରମ୍ଭ କରିଥିଲେ। ପରେ ଲାଟୁର ଜିଲାର ବୁଧୋଦା ଗାଁରେ ଜମି କିଣି ଘର କରିଥିଲେ। ଏଥିରେ ତାଙ୍କୁ ତାଙ୍କ ପିତାଙ୍କ ସହଯୋଗ ମିଳିଥିଲା। ଏହି କାର୍ଯ୍ୟ ଆରମ୍ଭ କରିବା ସମୟରେ ତାଙ୍କୁ ପାଗଳ ବୋଲି ଲୋକେ କହୁଥିଲେ, କିନ୍ତୁ ପରବର୍ତ୍ତୀ ସମୟରେ ସେ ତାଙ୍କ ଦକ୍ଷତା ପ୍ରତିପାଦନ କରିଛନ୍ତି। ହରିଶ୍ଚନ୍ଦ୍ରଙ୍କ ପୁଅ ପ୍ରଶାନ୍ତ ଏହି କାର୍ଯ୍ୟରେ ଏବେ ତାଙ୍କୁ ସହଯୋଗ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀଅରବିନ୍ଦଙ୍କ ଦୃଷ୍ଟିରେ ପାରିବାରିକ ଜୀବନ

ଶ୍ରୀଅରବିନ୍ଦଙ୍କ ଅନୁସାରେ କଥିତ ପରିବାର ହେଉଛି ମଣିଷର ଜୀବନଗତ ପ୍ରକୃତିର ଏକ ଆବଶ୍ୟକ ସୃଷ୍ଟି ଯାହା ମୌଳିକ, ସାମାଜିକ ଏବଂ ଜୈବିକ ପ୍ରବୃତ୍ତିକୁ ପୂରଣ କରିବା ପାଇଁ…

ଗବେଷଣାରେ ମୌଳିକତାର ମୃତ୍ୟୁ

ଆଧୁନିକ ଭାରତରେ ବିଶ୍ୱବିଦ୍ୟାଳୟଗୁଡ଼ିକର ସଂଖ୍ୟା ଗତ କିଛି ଦଶନ୍ଧି ମଧ୍ୟରେ ବୃଦ୍ଧି ପାଇଛି ସତ, କିନ୍ତୁ ଶୈକ୍ଷିକ ମାନଦଣ୍ଡ ଏବଂ ଗବେଷଣାର ଗୁଣାତ୍ମକ ଦିଗଟି ଏବେ ଏକ…

Dillip Cherian

ତଳ ସ୍ତରରେ ଅନିଶ୍ଚିତତା

କେନ୍ଦ୍ର ସରକାର କ୍ୟାବିନେଟ୍‌ ସଚିବ ଟି.ଭି. ସୋମନାଥନ୍‌ ଏବଂ ସ୍ବରାଷ୍ଟ୍ର ସଚିବ ଗୋବିନ୍ଦ ମୋହନଙ୍କ କାର୍ଯ୍ୟକାଳ ଆଉ ୧ ବର୍ଷ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି। ପ୍ରଭାବୀ…

ରିଲ୍ସ ସାମ୍ରାଜ୍ୟ

ପୁଞ୍ଜିବାଦର ଅନ୍ତିମ ପର୍ଯ୍ୟାୟରେ ରାଷ୍ଟ୍ର ଆଉ ଶାସନ କରେନାହିଁ, ପର୍‌ଫର୍ମ (କାର୍ଯ୍ୟ) କରେ। ପ୍ରଧାନମନ୍ତ୍ରୀଙ୍କଠାରୁ ଗ୍ରାମପଞ୍ଚାୟତ ସଦସ୍ୟ- ସମସ୍ତେ ଯେପରି ଇତିହାସର ଚରିତ୍ର ନୁହନ୍ତିି, ଇନ୍‌ଷ୍ଟାଗ୍ରାମର କଣ୍ଟେଣ୍ଟ…

ଏଭଳି ଭକ୍ତିର କି ଲାଭ

ସୋସିଆଲ ମିଡିଆରେ ଗତ କିଛିଦିନ ତଳେ ଗୋଟେ ଭିଡିଓଟେ ଘୂରି ବୁଲୁଥିଲା। ଉକ୍ତ ଭିଡିଓରେ ଗେରୁଆ ବସ୍ତ୍ର ପରିଧାନ କରିଥିବା କିଛି ବୋଲବମ ଭକ୍ତ ମଦ ବୋତଲ…

ଲାଞ୍ଛନାର ମଞ୍ଚ

ଆନ୍ଥୋନୀ ଫାଉସି ଜଣେ ଇମ୍ୟୁନୋଲୋଜିଷ୍ଟ (ରୋଗପ୍ରତିରୋଧକ ବିଜ୍ଞାନୀ) ଭାବରେ ପ୍ରତିଷ୍ଠା ଲାଭ କରିଛନ୍ତି। କିନ୍ତୁ ଆମେରିକାର ସିନେଟ୍‌ କମିଟି ଅନ୍‌ ହୋମଲ୍ୟାଣ୍ଡ ସିକ୍ୟୁରିଟି ଆଣ୍ଡ୍‌ ଗଭର୍ନମେଣ୍ଟାଲ ଆଫେୟାର୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri