ଏଇ ଭାରତରେ

ସମ୍ପ୍ରତି ଇଲେକ୍‌ଟ୍ରୋନିକ ବର୍ଜ୍ୟ ବା ଇ-ଓ୍ବେଷ୍ଟ ସମସ୍ୟା ବଢ଼ିବାରେ ଲାଗିଛି। ଏହା ପରିବେଶ ପ୍ରଦୂଷଣ ବୃଦ୍ଧି କରୁଛି। ଏଣୁ ଏଭଳି ଇ-ଓ୍ବେଷ୍ଟ ସମସ୍ୟା ବିଷୟରେ ଚିନ୍ତା କରିବା ସମୟରେ ଆଙ୍କାଶ ଚତୁର୍ବେଦୀଙ୍କ ଆବିଷ୍କାର ଉପରେ ଭାବିବା ଉଚିତ। ସେ ବାଉଁଶରେ ଏକପ୍ରକାର ହେଡ୍‌ଫୋନ ତିଆରି କରିଛନ୍ତି। ଏହା ସମ୍ପୂର୍ଣ୍ଣ ପରିବେଶ ଉପଯୋଗୀ ଓ ୭୦% ବିଘଟନଯୋଗ୍ୟ। ଏଭଳି ଆବିଷ୍କାର ପ୍ରଚ୍ଛଦରେ ଦୁଇଟି କାରଣ ରହିଛି। ଗୋଟିଏ ହେଉଛି ପରିବେଶରେ ଇ-ଓ୍ବେଷ୍ଟ ବୃଦ୍ଧି ରୋକିବା ଏବଂ ଦ୍ୱିତୀୟରେ ବାଉଁଶ କଳାକୁ ନୂଆ ରୂପ ଦେବା। ଆଙ୍କାଶ କଳାରେ ସ୍ନାତକୋତ୍ତର ଡିଗ୍ରୀ ପରେ ପ୍ରଥମେ ହେଡ୍‌ଫୋନର ଏକ ପ୍ରତିକୃତି ତିଆରି କରିଥିଲେ। ଏହି ହେଡେ୍‌ଫାନ ବହୁତ ହାଲୁକା ଏବଂ ତାହା ସହଜରେ ଜଣଙ୍କ ମୁଣ୍ଡରେ ଫିଟ୍‌ ହୋଇପାରୁଛି। ଏବେ ଏହାର ଆଦର ବଢୁଛି ଓ ଏହାପାଇଁ ସେ ଅଧିକ ଅର୍ଡର ମଧ୍ୟ ପାଉଛନ୍ତି। ଅଧିକ ଉପତ୍ାଦନ ପାଇଁ ସେ ବାଉଁଶ କଳାକାରଙ୍କ ସାହାଯ୍ୟରେ ଉପତ୍ାଦନ ୟୁନିଟ୍‌ ପ୍ରତିଷ୍ଠା କରିବାକୁ ଯୋଜନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଳ ନୋବେଲ ବିଜେତା

ବର୍ତ୍ତମାନର ଭୂରାଜନୈତିକ ଓ ଅର୍ଥନୈତିକ ସ୍ଥିତି ଇରାନ୍‌ ଓ ଆମେରିକା-ଇସ୍ରାଏଲ ଯୁଦ୍ଧ ଯୋଗୁ ଘୋର ପ୍ରଭାବିତ। ଏହାକୁ ନେଇ ପୃଥିବୀ ସନ୍ତ୍ରସ୍ତ। ଏଭଳି ସ୍ଥଳେ ୨୨ ମାର୍ଚ୍ଚରେ…

ପ୍ରକୃତ ଖଳନାୟକ

ଚାହେଁ ଇରାନ ବିଜୟୀ ହେଉ। ବିଜୟର ଅର୍ଥକୁ ଇରାନ ଏହିପରି ପରିଭାଷିତ କରେ: ଇରାନ ଉପରେ ଅନେକ ଦଶନ୍ଧି ଧରି ଆମେରିକା ଲାଗୁକରିଥିବା କଟକଣାକୁ ହଟାଇବା ଦରକାର;…

ପରୀକ୍ଷା ଋତୁ ଓ କୁତୁକୁତୁ

ମଣିଷ ଜୀବନଟା ଗୋଟେ ପରୀକ୍ଷା। ସେ ପରୀକ୍ଷାରେ କିଏ ବହୁତ ପଢିଲା ପରେ ବାରମ୍ବାର ଫେଲ୍‌ ହେଉଥାଏ ତ ଆଉ କିଏ ଆଦୌ ନ ପଢି କପିକୁପା…

ଆକାଶ ଛାତ

ଘର ତିଆରି କରିବାବେଳେ ଆମେ ଖରା, ବର୍ଷା, ଶୀତ ଓ ଅନ୍ୟାନ୍ୟ ଆପଦ ବିପଦରୁ ରକ୍ଷା ପାଇବା ପାଇଁ ଛାତଟିଏ ନିର୍ମାଣ କରୁ। ଘର ପାଇଁ ଛାତ…

ପ୍ରସ୍ତାବ ପ୍ରତ୍ୟାହାର

ବେଳେବେଳେ ସରକାରୀ ନୀତିର ରହସ୍ୟମୟ ତଥା ବାଧାସୃଷ୍ଟିକାରୀ ନିଷ୍ପତ୍ତି ସମ୍ପର୍କିତ ଖବର ଦେଖିବାକୁ ମିଳେ। ତିନି ମାସ ମଧ୍ୟରେ ଭାରତର ସଂଶୋଧିତ ଭୂମିକମ୍ପ ଅଞ୍ଚଳ ନିର୍ଦ୍ଧାରଣ ବ୍ୟବସ୍ଥା…

ସରଳ ଓ ଜଟିଳତାର ଭାଗମାପ

ସାଧାରଣତଃ ଆମେ ଲୋକଙ୍କଠାରୁ ଏପରି ଶୁଣିବାକୁ ପାଉ ଯଥା ”ଆମ ସାଇର ରାମବାବୁ ଖୁବ୍‌ ସରଳ, ସିଧାସାଦା ଲୋକ। ତାଙ୍କ ପୁଅ ରମେଶ ମଧ୍ୟ ଠିକ୍‌ ତାଙ୍କ…

ବିଷ ବଳୟର ଧାରା

ବ୍ରିଟିଶ ଜୀବବିଜ୍ଞାନୀ ତଥା ରିଭର ମନଷ୍ଟର୍ସ ଉପସ୍ଥାପକ ଜେରେମି ୱେଡ୍‌ ରହସ୍ୟମୟ ମିଠାପାଣି ପ୍ରାଣୀଙ୍କୁ ଖୋଜିବାରେ ପ୍ରସିଦ୍ଧ। ତାଙ୍କର ଯାତ୍ରା କେବଳ ମାଛ ଧରିବା ନୁହେଁ, ପ୍ରକୃତି…

ସମ୍ଭାବ୍ୟ ଖାଦ୍ୟ ସଙ୍କଟ

ଇରାନ୍‌ ବିରୋଧରେ ଆମେରିକା-ଇସ୍ରାଏଲ୍‌ ଯୁଦ୍ଧ ଆରମ୍ଭ କରିବା ପରଠାରୁ ହର୍ମୁଜ ଷ୍ଟ୍ରେଟ୍‌ରେ ସଙ୍କଟ ଦେଖାଯାଇଛି। ସେହି ସମୁଦ୍ର ପଥ ଦେଇ ପ୍ରତିଦିନ ପାଖାପାଖି ୧୦୦ ଜାହାଜ ଯାଉଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri