ଏଇ ଭାରତରେ

ଇସ୍ରାଏଲର ମୂଳ ବାସିନ୍ଦା ମିଚେଲ ହାରିସନ ୧୯୮୪ରେ କୋଲକାତାକୁ ଆସିବା ପରେ ଜଣେ ଅସହାୟ ଝିଅକୁ ପୋଷ୍ୟ ଭାବେ ଗ୍ରହଣ କରିଥିଲେ। ତାଙ୍କର ଜଣେ ଜନ୍ମିତ କନ୍ୟା ଥିଲେ ବି କୋଲକାତାରେ ଅସହାୟ ଝିଅମାନଙ୍କ ଅବସ୍ଥା ଦେଖି ସେ ଏଭଳି ଝିଅମାନଙ୍କୁ ସାହାଯ୍ୟ କରିବାକୁ ନିଷ୍ପତ୍ତି ନେଇଥିଲେ। ପରେ ମିଚେଲ ଏକାଧିକ ଝିଅଙ୍କୁ ପୋଷ୍ୟ ଭାବେ ଗ୍ରହଣ କରି ସେମାନଙ୍କୁ ଶିକ୍ଷା, ସ୍ବାସ୍ଥ୍ୟସେବା ଯୋଗାଇବା ସହ ସଶକ୍ତ କରୁଛନ୍ତି। ସ୍ତନକର୍କଟରେ ପୀଡ଼ିତ ହେବା ସତ୍ତ୍ୱେ ମିଚେଲ ତାଙ୍କ ଲକ୍ଷ୍ୟପଥରୁ ଓହରି ନ ଥିଲେ। ତାଙ୍କୁ ଏବେ ୮୧ବର୍ଷ ବୟସ। କର୍କଟରୁ ମୁକ୍ତ ହୋଇ ୨୦୦୬ରେ ‘ଚାଇଲ୍ଡଲାଇଫ ପ୍ରିଜର୍ଭ ଶିଶୁର ସେବୟ’ ସଂସ୍ଥା ଗଠନ କରି ଏହି ସେବା କାର୍ଯ୍ୟ ଚଳାଉଛନ୍ତି। ଏବେ ତାଙ୍କ ଘର ସେବାଶ୍ରମରେ ପରିଣତ ହୋଇଯାଇଛି। ସେଠାରେ ୨୦ଜଣ ଅସହାୟ ଝିଅ ରହୁଛନ୍ତି। ଏମାନଙ୍କ ମଧ୍ୟରେ ଚାରିଜଣ ଦିବ୍ୟାଙ୍ଗ ଅଛନ୍ତି। ୧୪ ଝିଅ ବିଭିନ୍ନ ଭୋକେଶନାଲ କୋର୍ସରେ ନାମ ଲେଖାଇଛନ୍ତି। ସେମାନେ ମୁଖ୍ୟତଃ ଟେଲରିଂ ଓ ଗହଣା ତିଆରି ଶିକ୍ଷା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଜାପତି ପ୍ରଭାବ

ପ୍ରଜାପତି ପ୍ରଭାବ ହେଉଛି ପଦାର୍ଥ ବିଜ୍ଞାନ ଓ ଗଣିତର ଏକ ଗୁରୁତ୍ୱପୂର୍ଣ୍ଣ ତତ୍ତ୍ୱ। ଏହା ହେଉଛି ଏକ ଅବଧାରଣା ଯେଉଁଥିରେ ଗୋଟିଏ ଜଟିଳ ପ୍ରଣାଳୀରେ କ୍ଷୁଦ୍ର ତଥା…

ଓଡ଼ିଶା ଦିବସର ଅନୁଚିନ୍ତା: ସମୃଦ୍ଧ, ସଶକ୍ତ ଓଡ଼ିଶା

ଆଜିର ଦିନଟି ପ୍ରତ୍ୟେକ ଓଡ଼ିଶାବାସୀଙ୍କ ପାଇଁ ବାର୍ଷିକ କ୍ୟାଲେଣ୍ଡରରେ ଏକ ମହତ୍ତ୍ୱପୂର୍ଣ୍ଣ ଦିନ। ୯୦ବର୍ଷ ତଳେ ଆଜିର ଦିନରେ ସ୍ବତନ୍ତ୍ର ଓଡ଼ିଶା ଗଠିତ ହୋଇଥିଲା, ଯାହା ଭାରତର…

ସଂଜ୍ଞା ବଦଳିପାରେ

ଧାର୍ଯ୍ୟ ସମୟସୀମାର ଦିନକ ପୂର୍ବରୁ ଅର୍ଥାତ୍‌ ୩୦ ମାର୍ଚ୍ଚରେ ଭାରତ ‘ମାଓବାଦୀ ମୁକ୍ତ’ ବୋଲି ସଂସଦରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଘୋଷଣା କରିଦେଇଛନ୍ତି। ଏହା ନିଶ୍ଚିତ ଭାବେ…

ସୁନା, କଳି ଓ ଅର୍ଥନୀତି

ଏକଦା ରାଜା ପରିକ୍ଷିତ ନିଜ ରାଜ୍ୟ ତଥା ରାଜ୍ୟବାସୀଙ୍କ ଭଲମନ୍ଦ ଜାଣିବା ପାଇଁ ଭ୍ରମଣାର୍ଥେ ବାହାରିଥିଲେ। ଠିକ୍‌ ସେହି ସମୟରେ ଏକ ବିଶାଳ ବପୁଧାରୀ ବ୍ୟକ୍ତି (ଯେକି…

ସମୁଦ୍ରର ନୂଆ ଭୂଗୋଳ

ସମଗ୍ର ପୃଥିବୀରେ ଯେତେ ସମୁଦ୍ର ଅଛି ସେମାନଙ୍କର ଜଳରାଶି ପ୍ରତିବର୍ଷ ୩.୦୬ ମିଲିମିଟର ହାରରେ ବଢିବାରେ ଲାଗିଛି। ସେ ଭିତରୁ ବଙ୍ଗୋପସାଗରରେ ଜଳରାଶି ଅଧିକ ହାରରେ ବୃଦ୍ଧି…

ନିର୍ବାଚନ ପରେ

ଭାରତୀୟ ଅର୍ଥନୀତି ଏକ ଖରାପ ସମୟ ଦେଇ ଗତି କରୁଛି। ୩୦ ମାର୍ଚ୍ଚରେ ଭାରତୀୟ ମୁଦ୍ରା ଖୁବ୍‌ ତଳକୁ ଯାଇ ଏକ ଆମେରିକୀୟ ଡଲାର ତୁଳନାରେ ବିନିମୟ…

ଏଇ ଭାରତରେ

ଦିଲ୍ଲୀ-ଏନ୍‌ସିଆର, ଉତ୍ତରପ୍ରଦେଶ, ହରିୟାଣା ଏବଂ ଗୁଜରାଟର ୨୦ଟି ସରକାରୀ ଓ ୮ଟି ଘରୋଇ ସ୍କୁଲରେ ପିଲାମାନେ ଚାଷକରି ପରିବା ଉତ୍ପାଦନ କରିବାକୁ ସକ୍ଷମ ହୋଇପାରିଛନ୍ତି। ଏହା ସମ୍ଭବ…

ସନ୍ଧିକ୍ଷଣରେ ସବୁଜିମା ସ୍ବାସ୍ଥ୍ୟ

ର୍ତ୍ତମାନ ସମୟର ସବୁଠାରୁ ଉଦ୍‌ବେଗଜନକ ଚିତ୍ରଟି ଜାତିସଂଘର ଜିଏଫ୍‌ଆର୍‌ଏ ରିପୋର୍ଟରୁ ଜଣାପଡ଼ିଛି, ତାହା ହେଉଛି ଆମ ପୃଥିବୀର ବିଶେଷକରି ଜଙ୍ଗଲର ସ୍ବାସ୍ଥ୍ୟ ଓ ସ୍ଥିତି ଭଲ ନାହିଁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri