ଏଇ ଭାରତରେ

ଏବେ ଅଧିକରୁ ଅଧିକ ସଂଖ୍ୟକ ଲୋକ ଭୋଟ ଦେବା ଲାଗି ବିଭିନ୍ନ ସ୍ତରରେ ଚେଷ୍ଟା ଜାରି ରହିଛି। ଏହି କ୍ରମରେ ବେଙ୍ଗାଲୁରୁ ଏସ୍‌ପି କ୍ରିଷ୍ଣରାଜ ଏକ ଅଜବ ଘୋଷଣା କରିଥିତ୍ଲେ। ନିସାର୍ଗ ଗ୍ରାଣ୍ଡ ହୋଟେଲର ମାଲିକ କ୍ରିଷ୍ଣାରାଜ କହିଛନ୍ତି ଯେ, ଯିଏ ଭୋଟ ଦେବ ତାଙ୍କୁ ମାଗଣାରେ ମସଲା ଦୋସା ଖାଇବାକୁ ଦେବେ। ଯେଉଁମାନେ ଭୋଟ ଦେଲେ ସେମାନଙ୍କୁ ସେ ମାଗଣାରେ ଦୋଷା ଖାଇବାକୁ ଦେଇଥିଲେ। ସେ ୨୦୧୮ରେ ଏହି କାର୍ଯ୍ୟ ଆରମ୍ଭ କରିଥିଲେ। ଚଳିତ ନିର୍ବାଚନ ଦିନ ୬,୦୦୦ରୁ ଅଧିକ ଦୋସା ଲୋକଙ୍କୁ ଖାଇବାକୁ ଦେଇଥିଲେ। ୨୦୧୮ରୁ ଏଯାବତ ସେ ୧୦,୦୦୦ ଦୋସା ମାଗଣାରେ ଖାଇବାକୁ ଦେଇସାରିଲେଣି। ଭୋଟ ଦେଉଥିବା ଲୋକଙ୍କୁ ମାଗଣାରେ ଖାଇବାକୁ ଦେବା ଉପରେ ନିର୍ବାଚନ କମିଶନ କଟକଣା ଆଣିବା ପରେ ଏହା ଉପରେ କ୍ରିଷ୍ଣରାଜ ହାଇକୋର୍ଟର ଦ୍ୱାରସ୍ଥ ହୋଇଥିଲେ। ହାଇକୋର୍ଟ ତାଙ୍କ ସପକ୍ଷରେ ରାୟ ଦେବା ପରେ ସେ ଦୋସା ଖାଇବାକୁ ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ନିଷ୍ଠା ଓ ପ୍ରତିବଦ୍ଧତା ସଫଳତା ଆଣେ, ଯାହା ପ୍ରମାଣ କରିପାରିଛନ୍ତି ଉତ୍ତରାଖଣ୍ଡର ସୁଶାନ୍ତ ୟୁନିଆଲ ଏବଂ ତାଙ୍କ ଭାଇ। ଦୁଇ ଭାଇ ସବୁଠୁ ବଡ଼ ଛତୁ ଛତ୍ପାଦନ…

ଡିଜିଟାଲ ଗଣମାଧ୍ୟମ ଓ ଶିଶୁ

ନିକଟରେ ବିଶ୍ୱର ପ୍ରଥମ ଦେଶ ରୂପେ ଅଷ୍ଟ୍ରେଲିଆ ଆଇନ କରିଛି ୧୬ ବର୍ଷରୁ କମ୍‌ ବୟସ୍କ ପିଲାଙ୍କ ପାଇଁ ୧୦ ବଡ଼ ବଡ଼ ଡିଜିଟାଲ ଗଣମାଧ୍ୟମକୁ ନିଷିଦ୍ଧ…

ଗମ୍ଭୀର ସ୍ଥିତିରେ ବାୟୁ ପ୍ରଦୂଷଣ

ସମ୍ପ୍ରତି ବାୟୁ ପ୍ରଦୂଷଣ ଏକ ଜଟିଳ, ବୈଶ୍ୱିକ ଜରୁରିକାଳୀନ ପରିସ୍ଥିତି ପାଲଟିଛି। ଭାରତ ପରିପ୍ରେକ୍ଷୀରେ ଏହା ସ୍ବାସ୍ଥ୍ୟ ନିମନ୍ତେ ପରିବେଶୀୟ ବିପଦ ଭାବରେ ଉଭା ହୋଇଛି। ନିକଟରେ…

ଆଇସ୍‌କ୍ରିମ୍‌ ଖାଇଲେ

କଟକ ଜିଲା ବାଙ୍କୀ ତହସିଲ ଅନ୍ତର୍ଗତ କୁମୁସର ଗାଁରେ ୯ ଫେବୃଆରୀରେ ଅନୁଷ୍ଠିତ ଏକ ଅଷ୍ଟପ୍ରହରୀ କାର୍ଯ୍ୟକ୍ରମରେ ଆଇସ୍‌କ୍ରିମ ଖାଇ ୧୮ ଜଣ ପିଲା ଅସୁସ୍ଥ ହୋଇଥିବା…

ଏଇ ଭାରତରେ

ଅଜିମ ପ୍ରେମଜୀ ବିଶ୍ୱବିଦ୍ୟାଳୟ ଛାତ୍ରୀଛାତ୍ରଙ୍କ ଏକ ଟିମର ବର୍ଜ୍ୟପରିଚାଳନା ଅତ୍ୟନ୍ତ ପ୍ରଶଂସନୀୟ। କର୍ନାଟକ ବେଙ୍ଗାଲୁରୁ ନିକଟରେ ଥିବା ବିଲାପୁରା ଗାଁକୁ ସମ୍ପୂର୍ଣ୍ଣ ବର୍ଜ୍ୟମୁକ୍ତ କରାଯାଇପାରିଛି। ଦେଖିବାକୁ ଗଲେ…

ଦୁଃଖ ଖୋଜୁଥିବା ମଣିଷ

କିଛି ଏମିତି ଅଜବ ଲୋକ ଅଛନ୍ତି, ଆପଣ ବି ଭେଟିଥିବେ କେଉଁଠି କେତେବେଳେ। ଜଞ୍ଜାଳମୁକ୍ତ ହୋଇ ପରିବାରକୁ ନେଇ ନିଜ ଭିତରେ ସୁଖୀ ଥିବା ମଣିଷଟି ସମସ୍ତଙ୍କୁ…

ଉଠିବା ଦରକାର, ଉଡ଼ିବା ପଛକଥା

ପ୍ରଥମ ବିଶ୍ୱଯୁଦ୍ଧ ସମୟର ଇଟାଲୀୟ ଆମ୍ବୁଲାନ୍ସ ଚାଳକ, ପରବର୍ତ୍ତୀ ସମୟରେ ଗୁରୁତର ଆହତ ଅର୍ନେଷ୍ଟ ହେମିଂୱେଙ୍କ କଥା ଆଜି ବି ପାସୋରି ପାରି ନାହାନ୍ତି ଅର୍ଥନୈତିକ ବିଶାରଦଗଣ।…

ଦୋଳି ଦୁର୍ଘଟଣା

ପ୍ରମୋଦ ଉଦ୍ୟାନ କିମ୍ବା ମନୋରଞ୍ଜନର ଖୋରାକ ଯୋଗାଉଥିବା କୌଣସି ମେଳାକୁ ବୁଲିଯିବା ବେଳେ ଆନନ୍ଦ ଲାଭ କରିବା ଥାଏ ମୂଳ ଲକ୍ଷ୍ୟ। କିନ୍ତୁ ତାହା ନିରାନନ୍ଦ ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri