ଏଇ ଭାରତରେ

ଜୀବିକା ପାଇଁ ମାଛ ଧରୁଥିବାବେଳେ ଗଛ ଲଗାଇ ଜୈବ ବିବିଧତାର ସୁରକ୍ଷା କରୁଛନ୍ତି କେରଳର କଣ୍ଡଲ ରଞ୍ଜନ। କନ୍ନୁର ଜିଲାରେ କଣ୍ଡଲଙ୍କ ଘର। କଣ୍ଡଲର ଅର୍ଥ ହେଉଛି ମ୍ୟାନଗ୍ରୋଭ। ତାଙ୍କ ନାମକରଣ ଏଭଳି କରାଯାଇଛି ସତ, କିନ୍ତୁ ତାଙ୍କ କାମ ତାହାର ଯଥାର୍ଥତା ପ୍ରତିପାଦନ କରୁଛି। କାରଣ ସେ ପାଝାୟାଙ୍ଗଡି ନଦୀ ତଟରେ ମ୍ୟାନଗ୍ରୋଭର ସୁରକ୍ଷାରେ ଲାଗିଛନ୍ତି। ସେ ନଦୀ ତଟ ଅଞ୍ଚଳରେ ମ୍ୟାନଗ୍ରୋଭ ଗଛ ଲଗାଉଛନ୍ତି। ଏବେ ସୁଦ୍ଧା ସେ ଦେଢ ଲକ୍ଷ ଗଛ ଲଗାଇ ସାରିଲେଣି। କେବଳ ଏତିକି ନୁହେଁ, ସେ ତାଙ୍କ ଘରେ ଏକ ନର୍ସରି କରିଛନ୍ତି, ଯେଉଁଠି ବିଭିନ୍ନ କିସମ ୨୫,୦୦୦ ଚାରାଗଛ ଅଛି। ସେ ନଦୀରେ ମାଛମରିବା ସମୟରେ ମ୍ୟାନଗ୍ରୋଭ କ୍ଷୟ ହୋଇଯାଉଥିବା ଲକ୍ଷ୍ୟ କରିଥିଲେ। ବିଶେଷକରି ଏହା ମଣିଷକୃତ ବୋଲି ଅନୁଭବ କରିବା ପରେ ଏହାର ସୁରକ୍ଷା ଲାଗି ସେ ନିଷ୍ପତ୍ତି ନେଇଥିଲେ। ମ୍ୟାନଗ୍ରୋଭର ସୁରକ୍ଷା ହେଲେ ଜୈବ ବିବିଧତାର ସୁରକ୍ଷା ହୋଇପାରିବ ବୋଲି କହନ୍ତି ରଞ୍ଜନ।


Enter your email to get our daily news in your inbox.

All Right Reserved By Dharitri.Com

୪ ଦିନରେ ୨ ଲକ୍ଷରୁ ଉର୍ଦ୍ଧ୍ୱ କଇଁଛଙ୍କ ଅଣ୍ଡାଦାନ: ସୁରକ୍ଷା ବ୍ୟବସ୍ଥା କଡାକଡି

ଗଞ୍ଜାମ,୧୯।୩(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଋଷିକୁଲ୍ୟା ମୁହାଁଣ ବେଳାଭୂମିର ବିସ୍ତିର୍ଣ୍ଣ ବାଲୁକା ଶଯ୍ୟାରେ ଚତୁର୍ଥ ରାତ୍ର ସୁଦ୍ଧା ୨ ଲକ୍ଷରୁ ଉର୍ଦ୍ଧ୍ୱ ସାମୁଦ୍ରିକ…

ପାଖାପାଖି ମାସେ ହେବ ନିଖୋଜ ଥିଲେ ଗଗନ: ଗଛରୁ ମିଳିଲା…

ପରଜଙ୍ଗ୧୯।୩( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କନ୍ଦରସିଂହା ଦଳିତ ବସ୍ତିର ଗଗନ ନାୟକ ଗତ ଫେବୃଆରୀ ମାସ ୨୨ଠାରୁ ନିଖୋଜ ଥିବା ପରିବାର ଲୋକ…

ଘନେଇଲା ୩ୟ ବିଶ୍ୱଯୁଦ୍ଧର ଭୟ: ଯୁଦ୍ଧକୁ ଡେଇଁବେ ଭାରତ-ପାକିସ୍ତାନ?

ନୂଆଦିଲ୍ଲୀ,୧୯।୩: “ତୃତୀୟ ବିଶ୍ୱ” ବା ଥାର୍ଡ ଓ଼୍ବାଲର୍‌ଡ ଏହା ପ୍ରାୟତଃ ପଛୁଆତା କିମ୍ୱା ଦାରିଦ୍ର୍ୟ ସହିତ ଜଡିତ ଏକ ଶବ୍ଦ; ତଥାପି, ଆପଣ କ’ଣ ଜାଣନ୍ତି ଯେ…

ଶୋଇଥିଲେ ଚକ୍ରଧର: ଘରେ ପଶିଲେ ଦୁବୃର୍ତ୍ତ, ଆଉ ତା’ପରେ…

ସିମୁଳିଆ,୧୯।୩(ସନ୍ତୋଷ କୁମାର ନାୟକ) ବାଲେଶ୍ୱର ଜିଲା ଖଇରା ବ୍ଲକ ସିମୁଳିଆ ଥାନା ଅଧୀନ ଭୁଗୁପୁର ଶାସନରେ କୃଷ୍ଣ ଚନ୍ଦ୍ର ଉପାଧ୍ୟାୟ ଓ ଚକ୍ରଧର ଉପାଧ୍ୟାୟଙ୍କ ପରିବାର ଶୋଇଥିବାବେଳେ…

ଆଳୁ ବୋଝେଇ ଟ୍ରକକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ୨ ଜୀବନ

ସୋର,୧୯।୩(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ନଂ ଜାତୀୟ ରାଜପଥ ତଳନଗରଠାରେ ଗୁରବାର ଭୋର ଏକ ଟ୍ରକ ଓ ଅନ୍ୟ ଏକ ଆଳୁ ବୋଝେଇ ଟ୍ରକ…

ଦଣ୍ଡନାଚରେ ଦୁଲୁକୁଛି ଗାଁ ଦାଣ୍ଡ: ଭକ୍ତ ଭାବବିହ୍ବଳ

ବଲାଙ୍ଗୀର,୧୯।୩ (ସୁନିଲ କୁମାର ମହାନ୍ତି): ଚୈତ୍ର ମାସରେ ଏବେ ଗାଁ ଗାଁରେ ଦେଖିବାକୁ ମିଳୁଛି ଦଣ୍ଡଯାତ୍ରା। ଦଣ୍ଡନାଚରେ ଦୁଲୁକୁଛି ଗାଁ ଦାଣ୍ଡ। ଧାର୍ମିକ ଆସ୍ଥା ଓ ମନୋରଞ୍ଜନର…

ଲୋକ ସଭାରେ ରେଳସେବା ସମସ୍ୟା ପ୍ରସଙ୍ଗ ଉଠାଇଲେ ବରଗଡ଼ ଏମ୍‌ପି

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଲୋକ ସଭା ନିର୍ବାଚନମଣ୍ଡଳୀର ଜନସାଧାରଣଙ୍କ ବିଭିନ୍ନ ସମସ୍ୟାକୁ ଗୁରୁବାର ବରଗଡ଼ ଏମ୍‌ପି ପ୍ରଦୀପ ପୁରୋହିତ ଲୋକ ସଭାରେ ଉଠାଇଛନ୍ତି। ବିଶେଷକରି ରେଳସେବାର ବିକାଶ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri