ଏଇ ଭାରତରେ

ସମାଜରେ ଏଭଳି ବ୍ୟକ୍ତିତ୍ୱ ଅଛନ୍ତି ଯେଉଁମାନେ ନିଜ କଥା ଚିନ୍ତା ନ କରି ଅନ୍ୟମାନଙ୍କ ମଙ୍ଗଳ ପାଇଁ କାମ କରନ୍ତି। ଠିକ୍‌ ଏମିତି ଏକ ଉଦାହରଣ ସୃଷ୍ଟି କରିଛନ୍ତି ଡ. କ୍ରାନ୍ତି ମିଶ୍ରା। ମଧ୍ୟପ୍ରଦେଶ ସତନା ଜିଲାରେ ଥିବା ଶହୀଦ ପଦମଧର ସିଂହ କଲେଜର ହିନ୍ଦୀ ପ୍ରଫେସର ଭାବେ ସେ କାମ କରନ୍ତି, କିନ୍ତୁ ସମାଜସେବା ପାଇଁ ଜୀବନକୁ ସମର୍ପିତ କରିଦେଇଛନ୍ତି। ଚାକିରିକାଳର ସମସ୍ତ ରୋଜଗାରକୁ ସେ ସମାଜସେବାର ବିଭିନ୍ନ କାମରେ ଖର୍ଚ୍ଚକରି ଦେଉଛନ୍ତି। ଏବେ ସୁଦ୍ଧା ସେ ୪୦ ଜଣ ଯୁବତୀଙ୍କୁ ବିବାହ କରାଇ ସାରିଲେଣି ଓ ୬୦ରୁ ଅଧିକ ଛାତ୍ରଙ୍କ ପାଠପଢା ଖର୍ଚ୍ଚ ବହନ କରି ସେମାନଙ୍କୁ ଆତ୍ମନିର୍ଭର କରିସାରିଲେଣି। ଏହା ବ୍ୟତୀତ ସ୍ବଚ୍ଛତା ଅଭିଯାନ, ନିଶାମୁକ୍ତି ଆନ୍ଦୋଳନ, ମହିଳା ସାକ୍ଷରତା ତଥା ଗମନାଗମନ ସୁବିଧା ଆଦି ପାଇଁ ମଧ୍ୟ ସେ ବିଭିନ୍ନ ସଂସ୍ଥା ମାଧ୍ୟମରେ କାମ କରୁଛନ୍ତି। ବିଭିନ୍ନ ରାଲି ଆୟୋଜନ କରି ଘର ଘର ବୁଲି ଲୋକଙ୍କୁ ସଚେତନ କରାଇଥାନ୍ତି। ସମାଜ ସୁଧାର ପାଇଁ ଯାହା ଆବଶ୍ୟକ ସେସବୁ କରିବା ଲାଗି ସେ ଅନ୍ୟମାନଙ୍କୁ ପ୍ରେରଣା ଦେଉଛନ୍ତି। ତାଙ୍କ ମତରେ ସମାଜ ଓ ପରିବେଶ ଭଲ ରହିଲେ ହିଁ ସମସ୍ତଙ୍କ ଜୀବନ ସୁଖଶାନ୍ତିରେ କଟିପାରିବ। ପିଲାବେଳୁ ସେ ତାଙ୍କ ବାପାଙ୍କଠାରୁ ଶିଖି ଏହି କାମ କରି ଆସୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?