ଏଇ ଭାରତରେ

କମ୍‌ ବୟସରେ ସ୍ବାମୀଙ୍କୁ ହରାଇବା ପରେ ଧୈର୍ଯ୍ୟହରା ନ ହୋଇ ଜଣେ ଜୀବନରେ କିଭଳି ସଶକ୍ତ ହୋଇପାରନ୍ତି ତାହାର ବଳିଷ୍ଠ ଦୃଷ୍ଟାନ୍ତ ହେଉଛନ୍ତି ଗୁଣ୍ଟର ନିବାସୀ କୋଣ୍ଡା ଉଷାରାଣୀ। ନୁଟାକି ଗାଁରେ ଜନ୍ମିତ କୋଣ୍ଡା ୧୦ମ ଶ୍ରେଣୀରୁ ଫାଠ ଛାଡ଼ି ଦେଇଥିଲେ ଓ ୧୭ ବର୍ଷ ବୟସରେ ବିବାହ କରିଥିଲେ। ବିବାହର ତିନି ବଷ ମଧ୍ୟରେ ସେ ଦୁଇ ପୁତ୍ର ସନ୍ତାନ ଜନନୀ ହେବା ପରେ ତାଙ୍କ ସ୍ବାମୀଙ୍କର ଦୁର୍ଘଟଣାରେ ମୃତ୍ୟୁଘଟିଥିଲା। କୋଣ୍ଡା ଘର ଚଲାଇବା ଓ ଭବିଷ୍ୟତରେ ପିଲାଙ୍କୁ ପଢାଇବା ଲାଗି ସେ ଜୈବିକ ପଦ୍ଧତିରେ ପ୍ରଥମେ ହଳଦୀ ଚାଷ କରିଥିଲେ। ପରେ ବିଭିନ୍ନ ଚାଷ କରିବା ସହ ଜୈବିକ ଖତ ତିଆରି କଲେ। ଏବେ ସେ ଜୈବିକ ଖତ, ମଞ୍ଜି ଓ କୀଟନାଶକ ଚାଷୀମାନଙ୍କୁଳ କମ୍‌ ମୂଲ୍ୟରେ ବିକ୍ରି କରୁଛନ୍ତି। କେବଳ ଏତିକି ନୁହେଁ , ସେ ରାଜ୍ୟର ବିଭିନ୍ନ ଅଞ୍ଚଳରୁ ୫୦୦ରୁ ଊର୍ଦ୍ଧ୍ୱ ଚାଷୀଙ୍କୁ ଜୈବିକ ଚାଷ ପ୍ରତି ଆକୃଷ୍ଟ କରିବା ସହ ସେମାନଙ୍କ ଜୈବିକ ଉପତ୍ାଦକୁ ବିକ୍ରି କରାଇବାରେ ସହଯୋଗ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅବହେଳିତ ସାମାଜିକ ସୁରକ୍ଷା ଅଧିକାରୀ: ପୁନର୍ଗଠନ, ପଦୋନ୍ନତି ମିଳିବାରେ ବିଳମ୍ବ

ଭବାନୀପାଟଣା,୫ା୨(ଉତ୍ତମ କୁମାର ଦାଶ): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଜନହିତକର ଯୋଜନାର ସଫଳ ରୂପାୟନ ନିମନ୍ତେ ଗତ କିଛିବର୍ଷ ହେଲା ସମସ୍ତ ବିଭାଗକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ…

ଛାତ୍ରୀଙ୍କୁ ଅସଦାଚରଣ ଘଟଣା: ପ୍ରଧାନ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ

ଭବାନୀପାଟଣା, ୫ା୨(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ପରମାନନ୍ଦପୁରସ୍ଥିତ ରେଡ୍‌କ୍ରସ ଅନ୍ଧ, ମୂକ, ବଧିର ବିଦ୍ୟାଳୟର ଜଣେ କର୍ମଚାରୀଙ୍କ ବିରୋଧରେ ଅସଦାଚରଣ ଅଭିଯୋଗ ଆସିଥିଲା। ଏ…

ଯଖପୁରା ଷ୍ଟେଶନ ନିକଟରେ ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ, ମୃତାହତ…

ଯାଜପୁର,୫।୨: ଯାଜପୁର ରୋଡ୍ ଷ୍ଟେଶନ ନିକଟରେ ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ । ଯଖପୁରା ଷ୍ଟେଶନ ନିକଟରେ ଟ୍ରାକରୁ ଖସିଛି ୩ଟି ବଗି । ଆରମ୍ଭରୁ ଦୁଇଟି…

ଜଙ୍ଗଲ କିସମ ଜମି ଧାନ ଫସଲ ଜବତ ଘଟଣା: ନିଲାମ ବିରୋଧରେ ହାଇକୋର୍ଟଙ୍କ ରୋକ

ମହାକାଳପଡ଼ା,୫ା୨ (ପ୍ରତାପ ଚନ୍ଦ୍ର ସ୍ବାଇଁ)::କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଛେଲା ମୌଜା ୨୪ ଏକର ଗ୍ରାମ୍ୟ ଜଙ୍ଗଲ ଜମିରେ ସ୍ଥାନୀୟ ଅଞ୍ଚଳର ୨୦ରୁ ଅଧିକ ଚାଷୀ ଭାଗ…

ଚୌକା-ଛକା ବର୍ଷା କଲେ ବୈଭବ ସୂର୍ଯ୍ୟବଂଶୀ: ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୫।୨: ୧୯ ବର୍ଷରୁ କମ ବିଶ୍ୱକପର ଦ୍ୱିତୀୟ ସେମିଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ୨୦୬ ଷ୍ଟ୍ରାଇକ ରେଟ ସହିତ ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ଓପନର୍‌ ଆରୋନ ଜର୍ଜ…

ମିଳିନି ୪ମାସର ଭତ୍ତା, ଜିଲାପାଳଙ୍କୁ ଭେଟିଲେ ବୃଦ୍ଧାବୃଦ୍ଧ

ନୟାଗଡ଼,୫।୨(ଲୋକନାଥ ମିଶ୍ର): ୪ମାସ ଧରି ଭତ୍ତା ନ ପାଇବାରୁ ନୟାଗଡ଼ ବ୍ଲକ ବାଲୁଗଁା ଓ ଲାଠିପଡା ଗ୍ରାମର ବୃଦ୍ଧାବୃଦ୍ଧ ବୁଧବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରିଥିଲେ।…

ରାଜସ୍ବ ବିଭାଗର ବଡ଼ ନିଷ୍ପତ୍ତି, ଏଣିକି ଓଡ଼ିଆ ନାମ ଅନୁସାରେ ଲେଖାଯିବ ଜିଲାର ଇଂରାଜୀ ନାମ

ଭୁବନେଶ୍ବର,୫।୨: ରାଜ୍ୟର ୭ଟି ଜିଲାର ଇଂରାଜୀ ନାଁ ସଂଶୋଧନ କରିବେ ରାଜ୍ୟ ସରକାର । ଏନେଇ ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି ।…

୬.୬.୬.୬.୬.୬.୬…ମାତ୍ର ୨୦ ବଲ୍‌ରେ ଚମତ୍କାର କଲେ ଇଶାନ

ନୂଆଦିଲ୍ଲୀ,୫।୨: ଆଇସିସି ଟି-୨୦ ବିଶ୍ୱକପ ୨୦୨୬ ପାଇଁ ଟିମ ଇଣ୍ଡିଆ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଗତ ୪ ଫେବୃଆରୀ ରାତିରେ ଟି-୨୦ ବିଶ୍ୱକପ ଅଭ୍ୟାସ ମ୍ୟାଚରେ ଟିମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri