ଏଇ ଭାରତରେ

ବିବାହ ପରେ ଝିଅମାନେ ବିଦା ହୋଇ ଶାଶୁଘରକୁ ଯାଇଥାନ୍ତି। ହେଲେ ବାହାବେଦିରୁ ଉଠି ସିଧା କଲେଜକୁ ଯିବା କଥା କେବେ ଶୁଣିଛନ୍ତି! ଏମିତି ଏକ ଭିନ୍ନ ଧରଣର ଦୃଶ୍ୟ ଦେଖିବାକୁ ମିଳିଛି ଝାଡ଼ଖଣ୍ଡରେ। ଏଠାରେ ବେଙ୍ଗାବାଦ ଥାନାର ମୋତିଲେଦା ଅଞ୍ଚଳର ପୂଜା କୁମାରୀ ଦୁଇ ଦିନ ତଳେ ପାଖ ଅଞ୍ଚଳର ବିକାଶ ଯାଦବଙ୍କୁ ବିବାହ କରିଥିଲେ। ସେ ବିଏ ସେମିଷ୍ଟର-୧ର ଛାତ୍ରୀ ଥିଲେ ଓ ବିବାହର ଠିକ୍‌ ପରଦିନ ତାଙ୍କର ପରୀକ୍ଷା ମଧ୍ୟ ଥିଲା। ଏକଥା ଜାଣିବା ପରେ ଶାଶୁଘର ଲୋକେ ତାଙ୍କୁ ପରୀକ୍ଷା ବନ୍ଦ ନ କରିବା ପାଇଁ କହିଥିଲେ। ପୂଜା ମଧ୍ୟ ପରୀକ୍ଷା ପାଇଁ ସବୁ ପ୍ରସ୍ତୁତି କରିଥିଲେ। ଆଉ ଶାଶୁଘର ଲୋକଙ୍କ ସହାୟତାରେ ତାଙ୍କର ବିବାହ କର୍ମ ସବୁ ରାତିରେ ଶୀଘ୍ର ଶୀଘ୍ର ଶେଷ କରି ଦିଆଯାଇଥିଲା। ଏହାପରେ ସକାଳୁ ସକାଳୁ ଝିଅ ବିଦାବିଧି ମଧ୍ୟ ସମ୍ପନ୍ନ ହୋଇଥିଲା। ତେବେ ବିଦା ହେବା ପରେ ପୂଜା ତାଙ୍କ ନବ ବିବାହିତ ସ୍ବାମୀଙ୍କ ସହିତ ସିଧା ଯାଇଥିଲେ ପରୀକ୍ଷା ହଲ୍‌କୁ। ନବବଧୂ ବେଶରେ ପରୀକ୍ଷା ହଲ୍‌ରେ ଅନ୍ୟମାନେ ତାଙ୍କୁ ଦେଖି କିଛି ସମୟ ପାଇଁ ଆଶ୍ଚର୍ଯ୍ୟ ହୋଇଯାଇଥିଲେ, ହେଲେ ପର ମୁହୂର୍ତ୍ତରେ ତାଙ୍କ ଉଦ୍ୟମକୁ ପ୍ରଶଂସା କରିଥିଲେ। ଅନ୍ୟପଟେ ବର ବେଶରେ ପରୀକ୍ଷା ହଲ୍‌ ବାହାରେ ବିକାଶ ତାଙ୍କ ସ୍ତ୍ରୀଙ୍କ ପାଇଁ ଅପେକ୍ଷା କରି ରହିଥିଲେ ଓ ପରୀକ୍ଷା ସରିବା ପରେ ପୂଜା ତାଙ୍କ ସହ ଶାଶୁଘରକୁ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ଏଇ ଭାରତରେ

ସଶସ୍ତ୍ର ସୀମା ବଳ(ଏସ୍‌ଏସ୍‌ବି)ର ଜଣେ ପୂର୍ୱତନ ଅଧିକାରୀ ଉତ୍କୃଷ୍ଟ ପାଣ୍ଡେ। ଜୈବିକ ପଦ୍ଧତିରେ ସେ ହଳଦୀ ଏବଂ ଧାନଚାଷ କରି ବିହନ ସଂରକ୍ଷଣ କରୁଛନ୍ତି। ଉତ୍ତରପ୍ରଦେଶ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri