ଏଇ ଭାରତରେ

ବିଭିନ୍ନ ଫସଲ କରି କ୍ଷତି ସହିବା ପରେ ସ୍ତ୍ରୀର ଗହଣା ବିକ୍ରିକରି ସୁନୀଲ କୋଲ୍‌ପେ ୧୬ଟି ମଇଁଷି କିଣି ଏକ ସ୍ମାର୍ଟ ଡାଇରି ଫାର୍ମ କରିଛନ୍ତି । ସୁନୀଲଙ୍କ ବୟସ ଏବେ ୪୩ ଓ ମହାରାଷ୍ଟ୍ରର ଯୁବତମଲ ଜିଲାର ଛୋଟ ସହର ମହାଗାଓଁରେ ରହୁଛନ୍ତି ଏବଂ ଏହାଠାରୁ ତାଙ୍କ ଫାର୍ମ ୧୩ କିଲୋମିଟର ଦୂରରେ ଅଛି। ଏହି ଫାର୍ମ ୨୪ ଏକର ଜମିରେ ହୋଇଛି । ସେ କ୍ଷୀର ବିକ୍ରି କରିବା ପାଇଁ ସ୍ମାର୍ଟ କାର୍ଡଯୁକ୍ତ ମିଲ୍କ ଏଟିଏମ୍‌, ଆଇସ୍‌କ୍ରିମ ପାର୍ଲର କରିଛନ୍ତି। କ୍ଷୀର ଓ ଏଥିରୁ ପ୍ରସ୍ତୁତ ଉତ୍ପାଦ ବିକ୍ରି କରି ସୁନୀଲ ମାସକୁ ୭୫ ହଜାର ଟଙ୍କା ରୋଜଗାର କରୁଛନ୍ତି। ଦିନକୁ ଏବେ ୩୫୦ ଲିଟର କ୍ଷୀର ବିକ୍ରି କରୁଛନ୍ତି। କେବଳ ଏଟିଏମ୍‌ ମାଧ୍ୟମରେ ସେ କ୍ଷୀର ବିକୁନାହାନ୍ତି, ବରଂ ଘରକୁ ଘର ବୁଲି କ୍ଷୀର ଦେଉଛନ୍ତି। ସୁନୀଲ ଫାର୍ମରେ ମଇଁଷି ପାଳନ କରିବା ସହିତ ଆଖୁ, ସୋୟାବିନ ଓ କପାଚାଷ ମଧ୍ୟ କରୁଛନ୍ତି। ସେ ବୈଜ୍ଞାନିକ ପଦ୍ଧତିରେ ଗୁହାଳ କରିଛନ୍ତି ଓ ଏଥିରେ ୫.୫ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ଏଇ ଭାରତରେ

ସଶସ୍ତ୍ର ସୀମା ବଳ(ଏସ୍‌ଏସ୍‌ବି)ର ଜଣେ ପୂର୍ୱତନ ଅଧିକାରୀ ଉତ୍କୃଷ୍ଟ ପାଣ୍ଡେ। ଜୈବିକ ପଦ୍ଧତିରେ ସେ ହଳଦୀ ଏବଂ ଧାନଚାଷ କରି ବିହନ ସଂରକ୍ଷଣ କରୁଛନ୍ତି। ଉତ୍ତରପ୍ରଦେଶ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri