ଏଇ ଭାରତରେ

ବିଭିନ୍ନ ଫସଲ କରି କ୍ଷତି ସହିବା ପରେ ସ୍ତ୍ରୀର ଗହଣା ବିକ୍ରିକରି ସୁନୀଲ କୋଲ୍‌ପେ ୧୬ଟି ମଇଁଷି କିଣି ଏକ ସ୍ମାର୍ଟ ଡାଇରି ଫାର୍ମ କରିଛନ୍ତି । ସୁନୀଲଙ୍କ ବୟସ ଏବେ ୪୩ ଓ ମହାରାଷ୍ଟ୍ରର ଯୁବତମଲ ଜିଲାର ଛୋଟ ସହର ମହାଗାଓଁରେ ରହୁଛନ୍ତି ଏବଂ ଏହାଠାରୁ ତାଙ୍କ ଫାର୍ମ ୧୩ କିଲୋମିଟର ଦୂରରେ ଅଛି। ଏହି ଫାର୍ମ ୨୪ ଏକର ଜମିରେ ହୋଇଛି । ସେ କ୍ଷୀର ବିକ୍ରି କରିବା ପାଇଁ ସ୍ମାର୍ଟ କାର୍ଡଯୁକ୍ତ ମିଲ୍କ ଏଟିଏମ୍‌, ଆଇସ୍‌କ୍ରିମ ପାର୍ଲର କରିଛନ୍ତି। କ୍ଷୀର ଓ ଏଥିରୁ ପ୍ରସ୍ତୁତ ଉତ୍ପାଦ ବିକ୍ରି କରି ସୁନୀଲ ମାସକୁ ୭୫ ହଜାର ଟଙ୍କା ରୋଜଗାର କରୁଛନ୍ତି। ଦିନକୁ ଏବେ ୩୫୦ ଲିଟର କ୍ଷୀର ବିକ୍ରି କରୁଛନ୍ତି। କେବଳ ଏଟିଏମ୍‌ ମାଧ୍ୟମରେ ସେ କ୍ଷୀର ବିକୁନାହାନ୍ତି, ବରଂ ଘରକୁ ଘର ବୁଲି କ୍ଷୀର ଦେଉଛନ୍ତି। ସୁନୀଲ ଫାର୍ମରେ ମଇଁଷି ପାଳନ କରିବା ସହିତ ଆଖୁ, ସୋୟାବିନ ଓ କପାଚାଷ ମଧ୍ୟ କରୁଛନ୍ତି। ସେ ବୈଜ୍ଞାନିକ ପଦ୍ଧତିରେ ଗୁହାଳ କରିଛନ୍ତି ଓ ଏଥିରେ ୫.୫ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏକାଥରକେ ପଡିବ ଶନି, ରାହୁ, କେତୁଙ୍କ ଶୁଭ ଦୃଷ୍ଟି: ମୀନ ସମେତ ଏହି ସବୁ ରାଶିଙ୍କ ପୂରଣ ହେବ ଦୀର୍ଘଦିନର ଇଚ୍ଛା

ଆସନ୍ତା ୫ ସେପ୍ଟେମ୍ବର ୨୦୨୬, ଭାଦ୍ରବ ମାସ କୃଷ୍ଣପକ୍ଷ ନବମୀ ତିଥି ଏବଂ ଶନିବାର। ଏହି ଦିନ କର୍ମ ଓ ନ୍ୟାୟର ଦେବତା ଶନିଙ୍କୁ ସମର୍ପିତ। ଏହାସହ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

କୁଆଡ଼େ ଗଲା ପ୍ରତିଯୋଗିତା

ରତ ଏକ ଉଦାରୀକୃତ ଓ ପ୍ରତିଯୋଗିତାମୂଳକ ଅର୍ଥନୀତି ଦିଗରେ ଆଗକୁ ବଢୁଛି ବୋଲି ଦୀର୍ଘଦିନ ଧରି କୁହାଯାଉଛି। କିନ୍ତୁ ସାମ୍ପ୍ରତିକ ତଥ୍ୟ ଓ ଅଧ୍ୟୟନ ଏହି ଧାରଣା…

ବିକାଶୋନ୍ମୁଖୀ ଭାରତର ଦୁଃଖ

ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ ଅରୁଣାଚଳ ପ୍ରଦେଶର ପ୍ରାୟ ୫୦ କିଲୋମିଟର ଅଞ୍ଚଳ ମଧ୍ୟକୁ ଚାଇନା ଅନୁପ୍ରବେଶ କରିସାରିଲାଣି। ଏକଥା କହିଛନ୍ତିି ରାଜ୍ୟର ଭାଜପା ସାଂସଦ ତାପିର ଗାଓ ା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri